• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମହାକୁମ୍ଭ ୨୦୨୫: ପ୍ରୟାଗରାଜର ସଙ୍ଗମରେ ପବିତ୍ର ବୁଡ ପକାଇଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ

by Voice of Victims
January 19, 2025
in ମୁଖ୍ୟ ଖବର, ରାଜ୍ୟ
ମହାକୁମ୍ଭ ୨୦୨୫: ପ୍ରୟାଗରାଜର ସଙ୍ଗମରେ ପବିତ୍ର ବୁଡ ପକାଇଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ମହାକୁମ୍ଭ ୨୦୨୫ ପ୍ରୟାଗରାଜରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀ ପ୍ରଥମେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଥିଲେ । ରାଜନାଥ ସିଂହଙ୍କ ସହ ରାଜ୍ୟସଭା ସାଂସଦ ଶ୍ରୀ ସୁଧାଂଶୁ ତ୍ରିବେଦୀ ମଧ୍ୟ ଉପସ୍ଥିତ ଥିଲେ। ଏହାପରେ ସେ ଅକ୍ଷୟ ବଟ, ପାତାଳପୁରୀ ଓ ବଡ ହନୁମାନ ମନ୍ଦିର ପରିଦର୍ଶନ କରିବା ସହ ମହାକୁମ୍ଭ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଏହି ଅବସରରେ ବିଶିଷ୍ଟ ବ୍ୟକ୍ତିମାନେ ପବିତ୍ର ତ୍ରିବେଣୀ ସଙ୍ଗମରେ ସ୍ନାନ କରିଥିଲେ। ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଯେ ପ୍ରୟାଗରାଜର ସଙ୍ଗମରେ ସେ ଆଜି ବୁଡ ପକାଇବା ସୌଭାଗ୍ୟର ବିଷୟ। ଏହା ଭାରତୀୟତାର ଏକ ଭବ୍ୟ ଆଧ୍ୟାତ୍ମିକ ଓ ସାଂସ୍କୃତିକ ପର୍ବ। ଭାରତୀୟତାର ମର୍ମ ବୁଝିବା ପାଇଁ ସମସ୍ତେ ମହାକୁମ୍ଭ ପରିଦର୍ଶନ କରିବା ଉଚିତ ବୋଲି ସେ କହିଛନ୍ତି।

Post Views: 55
Tags: 3 bodies recoveredBoat overturned in Ganges
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In