• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପବରେ ରେଡ୍, ଆୟକର ବିଭାଗର ଚଢ଼ାଉ

by Voice of Victims
December 17, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପବରେ ରେଡ୍, ଆୟକର ବିଭାଗର ଚଢ଼ାଉ

ବେଙ୍ଗାଲୁରୁ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ମାଲିକାନା ଲଗଜରି ରେଷ୍ଟୁରାଣ୍ଟ ‘ବାସ୍ତିଆନ୍ ବିରୋଧରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ମାମଲା ରୁଜୁ । ଅନୁମୋଦିତ ସମୟଠାରୁ ଅଧିକ ସମୟ ଧରି ପବ ଖୋଲିଥିବାରୁ ବାଷ୍ଟିଆନ୍ ଗାର୍ଡେନ୍ ସିଟି ସମେତ ବେଙ୍ଗାଲୁରୁର ଦୁଇଟି ପବ୍ ବିରୋଧରେ ପୋଲିସ ସ୍ୱତଃପ୍ରବୃତ୍ତ ଭାବେ ମାମଲା ରୁଜୁ କରିଛି ।

ସୂଚନା ଅନୁଯାୟୀ ଡିସେମ୍ବର ୧୧ ​​ତାରିଖ ଦିନ ବିଲମ୍ବିତ ରାତିରେ ଶିଳ୍ପା ସେଟ୍ଟୀଙ୍କ ପବରେ କୌଣସି କାରଣରୁ ଧସ୍ତାଧସ୍ତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏମିତିକି ହାତା ହାତି ପର୍ଯ୍ଯନ୍ତ କଥା ଯାଇଥିଲା । ଯାହା ପରବର୍ତ୍ତୀ ସମୟରେ ଭାଇରାଲ ହୋଇଥିଲା । ଭାଇରାଲ ଭିଡିଓ ଆଧାରରେ ପୋଲିସ ନିଜଆଡୁ ମାମଲା ରୁଜୁ କରିଛି । କିଛି କର୍ମଚାରୀଙ୍କୁ ପଚରାଉଚରା କରାଯିବା ସହ ତଦନ୍ତ ଚାଲିଛି । ମଙ୍ଗଳବାର ଦିନ ଚର୍ଚ୍ଚ ଷ୍ଟ୍ରିଟ୍ ନିକଟରେ ଶିଳ୍ପା ଶେଟ୍ଟିଙ୍କ ବାଷ୍ଟିଆନ୍ ପବ୍ ଉପରେ ଆୟକର ବିଭାଗ ମଧ୍ୟ ଚଢ଼ାଉ କରିଥିଲା ।

Post Views: 49
Share199Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In