• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପହଲଗାମ ଆତଙ୍କୀ ଆକ୍ରମଣ ଓ ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍

by Voice of Victims
November 23, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ପହଲଗାମ ଆତଙ୍କୀ ଆକ୍ରମଣ ଓ ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ, ପହଲଗାମ ଆତଙ୍କୀ ଆକ୍ରମଣ ଓ ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣରେ ପ୍ରାଣ ହରାଇଥିବା ନିରୀହ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍। ଗ୍ଲୋବାଲ୍ ପିସ୍ ଅନର୍ସ କାର୍ଯ୍ୟକ୍ରମରେ ଆତଙ୍କୀ ଆକ୍ରମଣରେ ସହିଦ ସାହସୀ ସୁରକ୍ଷାକର୍ମୀଙ୍କୁ ବି ସସମ୍ମାନ ପ୍ରଣାମ ଜଣାଇଛନ୍ତି ।

୧୪୦ କୋଟି ଲୋକଙ୍କ ଆଶୀର୍ବାଦ ସୁରକ୍ଷାକର୍ମୀଙ୍କ ରୋଜଗାର ବୋଲି ସେ କହିଛନ୍ତି। ସମସ୍ତେ ଏକାଠି ହୋଇ ଶାନ୍ତି ଦିଗରେ ପାଦ ବଢ଼ାଇବା ଉପରେ ଗୁରୁତ୍ବ ଦେଇଛନ୍ତି । ଜାତି, ଧର୍ମ ଓ ଆମ ଚାରିପାଖରେ ଥିବା ଭେଦଭାବକୁ ଭୁଲି ମାନବିକତାର ପଥରେ ଚାଲିବା,ଦେଶର ଶାନ୍ତି ପାଇଁ ଆମ ବୀରମାନଙ୍କର ବଳିଦାନ ଯେପରି ବ୍ୟର୍ଥ ନଯାଏ ସେ ନେଇ କାମ କରିବା ଉପରେ ଶାହରୁଖ ଗୁରୁତ୍ବ ଦେଇଛନ୍ତି

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In