• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୁଣି ୧୦ଟି ସ୍କୁଲକୁ ବୋମା ଧମକ, ଧମକ ପରେ ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ

by Voice of Victims
December 17, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ପୁଣି ୧୦ଟି ସ୍କୁଲକୁ ବୋମା ଧମକ, ଧମକ ପରେ ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ

ଗୁଜରାଟ : ପୁଣି ସ୍କୁଲକୁ ବୋମା ଧମକ । ଗୁଜରାଟ ଅହମଦାବାଦର ୧୦ଟି ସ୍କୁଲକୁ ମିଳିଛି ବୋମା ଧମକ । ୧୦ଟି ସ୍କୁଲକୁ ଇମେଲ ମ୍ୟାଧ୍ୟମରେ ବୋମା ଧମକ ମିଳିଛି । ସ୍କୁଲ ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ‘ମୁନରୋ କ୍ୟୁକେଲ ‘ ନାମକ ଏକ ଇମେଲ ଆଇଡିରୁ ଧମକପୂର୍ଣ୍ଣ ମେଲ ଆସିଥିଲା । ମେଲ ସମ୍ପର୍କରେ ସୂଚନା ପାଇ ପୋଲିସକୁ ଜଣାଇଥିଲେ ସ୍କୁଲ ପ୍ରଶାସନ।

ଏହାପରେ ଧମକ ମିଳିଥିବା ସମସ୍ତ ସ୍କୁଲରେ ଛୁଟି ଘୋଷଣା କରାଯାଇଥିଲା । ଘଟଣାସ୍ଥଳରେ ପୋଲିସ ସହ ବମ ସ୍କ୍ବାଡ, ସନ୍ଧାନକାରୀ କୁକୁର ଏବଂ ଦମକଳ ବାହିନୀ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି । ସାଇବର କ୍ରାଇମ ପୋଲିସ ଇ-ମେଲ ଆକାଉଣ୍ଟ ଏବଂ ମେଲ ପଠାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଛାନବିନ୍ ଆରମ୍ଭ କରିଛି ।

Post Views: 84
Share199Tweet125Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In