• About Us
  • Contact Us
Monday, September 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆସନ୍ତା ଜାନୁୟାରୀ ୨୨ ତାରିଖରେ ଅଧାଦିନ ଛୁଟି ଘୋଷଣା କଲେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର

by Voice of Victims
January 18, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଆସନ୍ତା ଜାନୁୟାରୀ ୨୨ ତାରିଖରେ ଅଧାଦିନ ଛୁଟି ଘୋଷଣା କଲେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର

ଭୁବନେଶ୍ବର: ଆସନ୍ତା ଜାୟନୁୟାରୀ ୨୨ ତାରିଖରେ ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର‌୍ୟ୍ୟାଳୟ ଅଧାଦିନ ଛୁଟି ରହିବ। ଏହି ଘୋଷଣା ଆଜି ଉଭୟ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସେହିଦିନ ଅଯୋଧ୍ୟାରେ ରାମଲାଲ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ତାହାକୁ ଘରେ ବସି ଟିଭିରେ ଦେଖିବା ପାଇଁ ଏହି ଛୁଟି ଘୋଷଣା କରାଯାଇଛି। ପ୍ରଥମେ କେନ୍ଦ୍ର ସରକାରଙ୍କ କାର୍ମିକ ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିରେ ଦେଶରେ ଥିବା ସମସ୍ତ କେନ୍ଦ୍ର ସରକାରଙ୍କ ଅଫିସ ଅଧାଦିନ ଛୁଟି ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ରାଜ୍ୟ ସରକାର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ଅଧାଦିନ ବନ୍ଦ ରହିବ ବୋଲି କୁହାଗଲା। ଏହି ବିଜ୍ଞପ୍ତି ଅନୁସାରେ ସରକାରୀ ଅଧିକାରୀମାନେ ସେହିଦିନ ୨.୩୦ ରେ ଅଫିସ କାର୍ଯ୍ୟରେ ଯୋଗ ଦେବେ।

Post Views: 78
Share211Tweet132Send
Voice of Victims

Voice of Victims

Recent Posts

  • ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ
  • କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ
  • ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ସପ୍ତମ ମୌସୁମୀ ଅଧିବେଶନ, ମୁହାଁମୁହିଁ ହେବେ ସରକାର-ବିରୋଧୀ
  • ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୨୪ ଘଣ୍ଟାରେ ଅବପାତ
  • ଭାଷା ଓ ସାହିତ୍ୟ ରେ ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ପୁରୀ ର ଗୀତାଞ୍ଜଳି ପଣ୍ଡା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In