• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା: ୬ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
June 29, 2024
in ମୁଖ୍ୟ ଖବର, ରାଜ୍ୟ
କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା: ୬ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Post Views: 29
Share197Tweet123Send
Voice of Victims

Voice of Victims

Recent Posts

  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
  • ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
  • ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ, ଛାରଖାର ହୋଇଗଲା ମହୋତ୍ସବ ଲାଗି ପଡ଼ିଥିବା ଷ୍ଟଲ୍
  • ଘଡଘଡି , ବିଜୁଳି ସାଙ୍ଗକୁ କୁଆପଥର ବର୍ଷା
  • କଳସଯାତ୍ରା ରୁ ଆରମ୍ଭ ହେଲା ଶ୍ରୀରାମ ନବମୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In