• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବଜେଟ: ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି

by Voice of Victims
February 1, 2025
in ଦେଶ ବିଦେଶ, ମୁଖ୍ୟ ଖବର
ବଜେଟ: ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ପର୍ଯ୍ୟଟନ ଶିଳ୍ପକୁ ଫୋକସ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି । ଡେଷ୍ଟିନେସନ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ ।  ୫୦ଟି ଟୁରିଷ୍ଟ ସାଇଟର ବିକାଶ କରାଯିବ । ମେଡିକାଲ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ ।  ସେହିପରି ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି । ୨୦୨୮ ସୁଦ୍ଧା ଜଳ ଜୀବନ ମିଶନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୧୧ ଗିଗା ୱାଟ ପରମାଣୁ ଶକ୍ତି ଉପôାଦନ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ନୁ୍ୟକ୍ଲିର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ନ୍ୟୁକ୍ଲିର ଏନର୍ଜି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । କ୍ଷୁଦ୍ର ମଡ୍ୟୁଲାର ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉତ୍ପାଦନ କରାଯିବ । ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶହେବ ।  ମଡିଫାଏଡ ଉଡ଼ାଣ ସ୍ମିମ ଲାଗୁ ହେବ । ଯୋଡ଼ି ହେବେ ଆଉ ୪ କୋଟି ବିମାନ ଯାତ୍ରୀ । ବିହାର ପାଟନାରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

Post Views: 55
Share202Tweet126Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In