• About Us
  • Contact Us
Wednesday, May 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବଜେଟ: ସବୁ ଜିଲ୍ଲା ହସ୍ପିଟାଲରେ ରହିବ କ୍ୟାନ୍ସର ଚିକିତ୍ସା କେନ୍ଦ୍ର

by Voice of Victims
February 1, 2025
in ଦେଶ ବିଦେଶ, ମୁଖ୍ୟ ଖବର
ବଜେଟ: ସବୁ ଜିଲ୍ଲା ହସ୍ପିଟାଲରେ ରହିବ କ୍ୟାନ୍ସର ଚିକିତ୍ସା କେନ୍ଦ୍ର

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।  ଏହି ଅବସରରେ ସେ କହିଛନ୍ତି ଯେ ପୁଞ୍ଜିନିବେଶ ବିକାଶର ତୃତୀୟ ଇଞ୍ଜିନ । ସକ୍ଷମ ଅଙ୍ଗନବାଡ଼ି ଯୋଜନା ଦ୍ୱାରା ଉପକୃତ ହେବେ ୮କୋଟି ପିଲା ।୧ କୋଟି ଗର୍ଭବତୀ ଓ ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି । ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ ।  ଏହାଛଡ଼ା ସେ କହିଛନ୍ତି ଯେ ଏମଏସଏମଇ ବିକାଶର ଦ୍ୱିତୀୟ ଇଞ୍ଜିନ । ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ ରହିଛି । ଏମଏସଏମଇ କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁର କରାଯିବ । ଯୁବକଙ୍କୁ ଏମଏସଏମଇ ଦ୍ୱାରା ଅଧିକ ନିଯୁକ୍ତି ଦେଇ ହେବ । ଅଣଚମଡ଼ା ଶିଳ୍ପ ଉପରେ ଏଥଣ ଫୋକସ ରହିବ ।  ଅଣଚମଡ଼ା ଶିଳ୍ପ ଦ୍ୱାରା ୨୨ ଲକ୍ଷ ଉପକୃତ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

Post Views: 108
Share204Tweet128Send
Voice of Victims

Voice of Victims

Recent Posts

  • ଅରିନ୍ଦମ ରୟଙ୍କ ସୋସିଆଲ ମିଡିଆ ମନ୍ତବ୍ୟକୁ ନେଇ ବିବାଦ: ଥାନାରେ ଏତଲା ଦେଲେ ସାମ୍ବାଦିକ
  • ପୁଣେରୁ ଆସିଛି ଆଶ୍ଚର୍ଯ୍ୟଜନକ ଘଟଣା, ସ୍ତ୍ରୀର ପ୍ରାଇଭେଟ୍ ପାର୍ଟରେ ଏସିଡ୍ ଢ଼ାଳିଦେଲା ସ୍ବାମୀ
  • ୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ
  • ତଳ ମଣିନାଗ ନୂତନ ମନ୍ଦିର ପ୍ରତିଷ୍ଠା ଓ ମା’ଙ୍କ ଗର୍ଭଗୃହ ପ୍ରବେଶ ନେଇ ସାମ୍ବାଦିକ ସମ୍ମିଳନୀ
  • ଦୋହଲିଗଲା ମୁଖ୍ୟମନ୍ତ୍ରୀ ବିଜୟଙ୍କ ସ୍ଥିତି, ସମର୍ଥନ ପ୍ରତ୍ୟାହାର କରିବାକୁ ଧମକ ଦେଇଛି CPIM

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In