• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବସ୍ କଣ୍ଡକ୍ଟରଙ୍କ ଉତ୍ପାତ, ମାତ୍ର ୫ ଟଙ୍କା ପାଇଁ ଦୁଇ ଦୁଇ ନାବାଳକଙ୍କୁ ୨୫ କିଲୋମିଟର ବୁଲାଇଲା ଲକ୍ଷ୍ମୀ ବସ୍

by Voice of Victims
September 8, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବସ୍ କଣ୍ଡକ୍ଟରଙ୍କ ଉତ୍ପାତ, ମାତ୍ର ୫ ଟଙ୍କା ପାଇଁ ଦୁଇ ଦୁଇ ନାବାଳକଙ୍କୁ ୨୫ କିଲୋମିଟର ବୁଲାଇଲା ଲକ୍ଷ୍ମୀ ବସ୍

ମୟୂରଭଞ୍ଜ: ମାନବିକତା ଭୁଲିଗଲେ ବସ୍ କଣ୍ଡକ୍ଟର । ୫ ଟଙ୍କା ଭଡା ଦେଲେନି ବୋଲି ଦୁଇ ନାବାଳକ ଭାଇଙ୍କୁ ୨୫ କିଲୋମିଟର ବୁଲାଇଲା ଲକ୍ଷ୍ମୀ ବସ୍ । ୨ ଘଣ୍ଟା ପରେ ବସକୁ ଅଟକାଇ ଦୁଇ ଭାଇଙ୍କୁ ଉଦ୍ଧାର କଲେ ପରିବାରବର୍ଗ । କଣ୍ଡକ୍ଟରଙ୍କୁ ବଜାର ଭିତରେ କରାଇଲେ ଉଠ ବସ । ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ବେତନଟୀ ବ୍ଲକର ବୈଶିଙ୍ଗା ବଜାରରେ ।

ବୈଶିଙ୍ଗା ଗାଁର ସରୋଜ ପୁଥାଳଙ୍କ ପୁଅ ପୀୟୁଷ ଓ ନଡ଼ପୁର ଗାଁର ବ୍ରଜମୋହନ ବେହେରାଙ୍କ ପୁଅ ରୋହିତ ବୈଶିଙ୍ଗା ଆସିବା ପାଇଁ ଅପେକ୍ଷା କରିଥିଲେ । ନଡ଼ପୁର ଗାଁ ଛକରେ ଲକ୍ଷ୍ମୀ ବସରେ ଚଢ଼ିଥିଲେ । ତେବେ ଭଡ଼ା ଦେବାପାଇଁ ପାଖରେ ଟଙ୍କା ନଥିବା କହିଥିଲେ । ବୈଶିଙ୍ଗା ବସଷ୍ଟାଣ୍ଡରେ ତାଙ୍କ ବାପା ଭଡ଼ା ଦେବେ ବୋଲି କହିଥିଲେ । କିନ୍ତୁ ବୈଶିଙ୍ଗା ପହଞ୍ଚିବା ପରେ ବସଷ୍ଟାଣ୍ଡରେ ବାପା ନଥିବାରୁ ବସରୁ ଓହ୍ଲାଇ ଦେବାକୁ ଅନୁରୋଧ କରିଥିଲେ । ହେଲେ ମାନବିକତା ଭୁଲି ଯାଇଥିଲେ ବସ କଣ୍ଡକ୍ଟର । ବସର ଲାଷ୍ଟ ଷ୍ଟପେଜ କଲମା ପର୍ଯ୍ୟନ୍ତ ନେଇଯାଇଥିଲେ । ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା ।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In