• About Us
  • Contact Us
Tuesday, June 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ତେଲ ପରେ ବଢ଼ିଲା ବସ୍‌ ଭଡ଼ା

by Voice of Victims
June 2, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ତେଲ ପରେ ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର: ରାଜ୍ୟ ସରକାର ପୁଣି ବସ୍ ଭଡ଼ା ବଢ଼ାଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡ଼ା କିମି ପିଛା ୨ ପଇସା ବଢ଼ିଲା। ସାଧାରଣ ବସ୍ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି ହୋଇଛି। ସେହିପରି ଏକ୍ସପ୍ରେସ୍ ବସ୍ ଭଡ଼ା କିମି ପିଛା ୯୪ ପଇସାରୁ ୯୬ ପଇସାକୁ ବୃଦ୍ଧି ହୋଇଛି। ଡିଲକ୍ସ ଭଡ଼ା ୧୩୧ ପଇସାରୁ ୧୩୫ ପଇସାକୁ ବୃଦ୍ଧି ହୋଇଛି। ବସ୍ ଭଡ଼ା ବଢ଼ାଇବା ନେଇ ଦାବି କରିଥିଲା ଘରୋଇ ବସ୍ ମାଲିକ ସଂଘ।

ଏସି  ଡିଲକ୍ସ ବସ୍ ଭଡ଼ା ୧ଟଙ୍କା ୫୯ପଇସାରୁ ବଢ଼ି ୧ଟଙ୍କା ୬୩ ପଇସା ହୋଇଛି । ସୁପର ଡିଲକ୍ସ ବସ ଭଡ଼ା ୨ଟଙ୍କା ୪୭ ପଇସାରୁ ବଢ଼ି ୨ଟଙ୍କା ୫୩ ପଇସା ହୋଇଛି । ତେଲ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ଦ୍ବିତୀୟ ଥର ପାଇଁ ରାଜ୍ୟରେ ବସ୍ ଭଡ଼ା ବଢ଼ାଇଛନ୍ତି ସରକାର। ଦୁଇ ଦିନ ତଳେ ଭଡ଼ା ବୃଦ୍ଧି ପାଇଁ ଦାବି କରିଥିଲେ ଘରୋଇ ବସ୍ ମାଲିକ ସଂଘ। ଭଡ଼ା ବୃଦ୍ଧି ନକଲେ ୧୧ରୁ ବସ ବନ୍ଦ କରିବାକୁ ଚେତାବନୀ ଦେଇଥିଲେ।

ତୈଳ ଦର ବୃଦ୍ଧି ପାଇବା ପରେ ହିଁ ୨୪ ଘଣ୍ଟା ଭିତରେ ରାଜ୍ୟରେ ଘରୋଇ ବସ୍ ଭଡ଼ା ବୃଦ୍ଧି ପାଇଥିଲା। ଏବେ ପୁଣି ଆଉ ଥରେ ବୃଦ୍ଧି ପାଇବା ପରେ ଯାତ୍ରୀଙ୍କ ପକେଟକୁ ଝଟକା ଲାଗିବ।

The Review

Post Views: 16
Share198Tweet124Send
Voice of Victims

Voice of Victims

Recent Posts

  • ସିବିଏସଇ ରି-ଇଭାଲ୍ୟୁସନ ପୋର୍ଟାଲରେ ସାଇବର ଆଟାକ୍, ୱେବସାଇଟକୁ ହ୍ୟାକ୍ କରିବା ଚେଷ୍ଟା
  • ବିଜେପିରୁ ଇସ୍ତଫା ଦେଲେ ଆନ୍ନାମଲାଇ
  • ତେଲ ପରେ ବଢ଼ିଲା ବସ୍‌ ଭଡ଼ା
  • ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସମାଧାନ ହୋଇଛି ୯୬% ଅଭିଯୋଗ
  • ୯୪ ଟି ରାଫେଲ ଜେଟ୍ ତିଆରି କରିବ ଭାରତ, ଚୁକ୍ତି ପାଇଁ ଫ୍ରାନ୍ସକୁ ଚିଠି ପଠାଇଛନ୍ତି ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In