• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

by Voice of Victims
August 1, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ।  ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା ।  ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ ।

ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ ।  ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ msme ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଓଡ଼ିଶା ଦ୍ରବ୍ୟର ସେବା ଅଧିନିୟମ ସଂଶୋଧନ ।  ଟ୍ୟାକ୍ସ ପେୟରଙ୍କୁ ଅଧିକ ସୁବିଧା ପାଇଁ ଉଦ୍ୟମ ।

ଭାରତୀୟ ନ୍ୟାୟ ସଂହିତା, ୨୦୨୩; ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧୁନିୟମ, ଭଳି ୩ ନୂଆ ଆଇନ ଅନୁସାରେ ଯାହା ସଂଶୋଧନ ଆବଶ୍ୟକ ଥିଲା କରାଯାଇଛି ।  ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି  ।  ଓଡ଼ିଶା ଲ’ ଅଫିସର୍ସ ନିୟମାବଳୀ, ୧୯୭୧ ସଂଶୋଧନ କରାଯାଇଛି ।  ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ ।   ଏହା ସହ ଜିଲ୍ଲା ମୁଖ୍ୟାଳୟ କୋର୍ଟ ଓ ଏହା ଅଧିନସ୍ତ ଅଫିସରେ ଲ ଅଫିସର ନିଯୁକ୍ତ କରାଯିବ।

Post Views: 82
Share199Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In