• About Us
  • Contact Us
Saturday, September 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଟେଣ୍ଡର ଆହ୍ବାନ

by Voice of Victims
February 18, 2024
in ମୁଖ୍ୟ ଖବର, ରାଜ୍ୟ
ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଟେଣ୍ଡର ଆହ୍ବାନ

ଭୁବନେଶ୍ବର: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । ଏପ୍ରିଲ  ୨୧  ତାରିଖରେ ଖୋଲାଯିବ ଟେଣ୍ଡର । ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ  ମଧ୍ୟରେ ପିପିପି ମୋଡରେ  ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ୟ୍ୟ ଶେଷ କରାଯିବ।  ୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି। 

Post Views: 61
Share198Tweet124Send
Voice of Victims

Voice of Victims

Recent Posts

  • ଆଉ ୨୪ ଘଣ୍ଟା ପ୍ରବଳ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ
  • ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍
  • UNGAରେ ପାକିସ୍ତାନକୁ ଭାରତର କଡ଼ା ଜବାବ, ଉଠିଲା ଓସାମା ବିନ୍ ଲାଦେନ୍ ପ୍ରସଙ୍ଗ
  • ପତଞ୍ଜଳି ପକ୍ଷରୁ ଭାଗବତ ଜୟନ୍ତୀ ପାଳିତ
  • ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In