• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

by Voice of Victims
October 21, 2024
in ମୁଖ୍ୟ ଖବର, ରାଜ୍ୟ
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ସାମ୍ଭାବ୍ୟ  ବାତ୍ୟା ‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ରବିବାର ସାରେ ବାତ୍ୟା ମୁକାବିଲା ପାଇଁ  ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।ବୈଠକ ପରେ ଏସଆର୍‌ସି ଦେଓ ରଞ୍ଜନ ସିଂହ  କହିଥିଲେ ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ତେବେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଚନ୍ତି। ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ପ୍ରକାଶ ଯେ ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେ ତ୍ରସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟାଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ ‘ଦାନା’ ରଖାଯାଇଛି। 

Post Views: 154
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In