• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

by Voice of Victims
October 26, 2024
in ମୁଖ୍ୟ ଖବର, ରାଜ୍ୟ
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ୟ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି ଏବଂ ରବିବାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପୂର୍ବ କାର୍ୟ୍ୟ ଦିବସ ପରି ଏହି ଦୁଇଦିନ ସରକାରୀ କାର୍ୟ୍ୟାଳୟଗୁଡ଼ିକ ଖୋଲା ରହିବ। ସ୍ବତନ୍ତ୍ର ରିଲିଫ ଆୟୁକ୍ତ ଦେଓରଞ୍ଜନ କୁମାର ସିଂ ଏ ସଂକ୍ରାନ୍ତରେ ଶୁକ୍ରବାର ସମସ୍ତ ବିଭାଗକୁ ଚିଠି ଲେଖି ଜଣାଇଛନ୍ତି। ବାତ୍ୟା ‘ଦାନା’ ପରବର୍ତ୍ତୀ ସମୟରେ ବିପନ୍ନଙ୍କୁ ରିଲିଫ ପ୍ରଦାନ ସହିତ ପୁନରୁଦ୍ଧାର କାର୍ୟ୍ୟ ପ୍ରାଥମିକତା ଭିତ୍ତିରେ ସମ୍ପାଦନ କରାଯିବାର ଆବଶ୍ୟକତା ରହିଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି। ସମସ୍ତ ବିଭାଗ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଏସଆରସି ଶ୍ରୀ ସିଂ କହିଛନ୍ତି। ସେହିପରି ପ୍ରଭାବିତ ଜିଲାରେ ଥିବା ବିଭାଗୀୟ କର୍ମଚାରୀ ଓ ଅଫିସରମାନେ ମୁଖ୍ୟାଳୟ ନଛାଡ଼ିବାକୁ ଅବଗତ ଯାଇଛି।

Post Views: 44
Share199Tweet125Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In