• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

by Voice of Victims
March 29, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

କ୍ୟାଟ ବାର ଆସୋସିଏସନର ୨୦୨୬-୨୭ ବର୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହେଇ ଫଳାଫଳ ଘୋଷଣା ହୋଇଯାଇଛି। ଏହି ନିର୍ବାଚନରେ ଦେବେନ୍ଦ୍ର କୁମାର ବେହେରା ସଭାପତି, ପ୍ରଭାସ ରଞ୍ଜନ ଜୀବନ ଦାଶ ଉପ-ସଭାପତି, ରମାକାନ୍ତ ସାହୁ ସମ୍ପାଦକ, ଅର୍ପିତ ସିକଦାର ସହ-ସମ୍ପାଦକ ଓ ଛବିଳେନ୍ଦୁ ମହାନ୍ତ କୋଷାଧ୍ୟକ୍ଷ ଭାବରେ ନିର୍ବାଚିତ ହେଇଛନ୍ତି।

କାର୍ଯ୍ୟନିର୍ବାହୀ ପରିଷଦକୁ ତିନି ଜଣ ମହିଳା ଆଇନଜୀବୀଙ୍କ ସମେତ ମୋଟ ପାଞ୍ଚ ଜଣ ନିର୍ବାଚିତ ହେଇଛନ୍ତି। ସୁଶାନ୍ତ କୁମାର ନାୟକ, ସ୍ବର୍ଣ୍ଣପ୍ରଭା ଧଳ, କୈଳାସ ଚନ୍ଦ୍ର ଶତପଥୀ, ଜ୍ୟୋସ୍ନା ମିଶ୍ର ଓ ଯୋଗମାୟା ପ୍ରଧାନ ପ୍ରମୁଖ କାର୍ଯ୍ୟନିର୍ବାହୀ ପରିଷଦକୁ ନିର୍ବାଚିତ ହେଇଛନ୍ତି ବୋଲି ନିର୍ବାଚନ ଅଧିକାରୀ ନିର୍ମଳ ରଞ୍ଜନ ରାଉତରାୟ ଜଣାଇଛନ୍ତି।

Post Views: 127
Share210Tweet132Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In