ବିଶେଷ ପୃଷ୍ଠା

ବନ୍ଦ ରହିବ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ

ବନ୍ଦ ରହିବ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ

ଭୁବନେଶ୍ବର: ପୁରୀରେ ହେବାକୁ ଥିବା ବାହୁଡା ଯାତ୍ରା ନେଇ ଆସିଛି ଏକ ଗୁରୁତ୍ବପୂର୍ଣ୍ଣ ଖବର। ତାହା ହେଲା ଯେ, ମହାପ୍ରଭୃଙ୍କ ଆ଼ଡପ ଦର୍ଶନ ବନ୍ଦ ରହିବ। ଅର୍ଥାତ ଆସନ୍ତାକାଲି ରବିବାର ଦିନ ଅପରାହ୍ନ ପାଞ୍ଚଟାରୁ ଆଡପ ମଣ୍ଡପ ଦର୍ଶନ ବନ୍ଦ କରିଦିଆଯିବ।...

Read more

ହସ୍ପିଟାଲରୁ ଡିସଚାର୍ଜ ହେଲେ ରାଜନାଥ ସିଂ

ହସ୍ପିଟାଲରୁ ଡିସଚାର୍ଜ ହେଲେ ରାଜନାଥ ସିଂ

ନୂଆଦିଲ୍ଲୀ: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ପିଠି ଯନ୍ତ୍ରଣା ଅଭିଯୋଗ କରିବା ପରେ ତାଙ୍କୁ ଏମ୍ସ ରେ ଭର୍ତ୍ତି କରାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା, ଯାହା ପରେ...

Read more

ପାସିଂ ଆଉଟ୍ ପ୍ୟାରେଡରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ: ଟ୍ରେନିଂ ସମ୍ପୂର୍ଣ୍ଣ କଲେ ୧୧୩ ପୋଲିସ ସବ୍ ଇନ୍ସପେକ୍ଟର

ପାସିଂ ଆଉଟ୍ ପ୍ୟାରେଡରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ: ଟ୍ରେନିଂ ସମ୍ପୂର୍ଣ୍ଣ କଲେ ୧୧୩ ପୋଲିସ ସବ୍ ଇନ୍ସପେକ୍ଟର

ଭୁବନେଶ୍ବର: ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ। ସାଧାରଣ ନାଗରିକ, ଆମର ମା, ଭଉଣୀ ଏବଂ ପିଲାମାନଙ୍କର ସୁରକ୍ଷା ଆମ ଉପରେ ନିର୍ଭର କରେ। ଏ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ସହିତ ଉତ୍ତମ ବ୍ୟବହାର ପୋଲିସର ଭାବମୂର୍ତ୍ତିକୁ...

Read more

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ

ଭୁବନେଶ୍ୱର: ରୁଷିଆର ସେଣ୍ଟ ପିଟର୍ସବର୍ଗ ଠାରେ ଆୟୋଜିତ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ...

Read more

ଘୋଷଣା କଲେ ମୋଦୀ ସରକାର :୨୫ ଜୁନ୍ ଏଣିକି ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳିତ ହେବ

ଘୋଷଣା କଲେ ମୋଦୀ ସରକାର :୨୫ ଜୁନ୍ ଏଣିକି ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳିତ ହେବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀ କେନ୍ଦ୍ର ସରକାର ଆଜି ଏକ ବଡ଼ ନିଷ୍ପତ୍ତି ଗ୍ରହଣ ପୂର୍ବକ ଜୁନ୍ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ଘୋଷଣା କରିଛନ୍ତି । ଅର୍ଥାତ୍ ଏଣିକି ପ୍ରତିବର୍ଷ ଜୁନ୍ ୨୫ ତାରିଖକୁ ସମ୍ବିଧାନ ହତ୍ୟା...

Read more

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୪ରେ ସେହି...

Read more

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିମ୍ସଟେକ୍ ବିଦେଶ ମନ୍ତ୍ରୀଗଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିମ୍ସଟେକ୍ ବିଦେଶ ମନ୍ତ୍ରୀଗଣ

ନୂଆଦିଲ୍ଲୀ: ବିମ୍ସଟେକ୍ ସଦସ୍ୟ ରାଷ୍ଟ୍ରଗୁଡ଼ିକର ବିଦେଶ ମନ୍ତ୍ରୀମାନେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିଳିତ ଭାବେ ସାକ୍ଷାତ କରିଛନ୍ତି। ଯୋଗାଯୋଗ, ଶକ୍ତି, ବାଣିଜ୍ୟ, ସ୍ୱାସ୍ଥ୍ୟ, କୃଷି, ବିଜ୍ଞାନ, ନିରାପତ୍ତା ଏବଂ ନାଗରିକ ସମ୍ପର୍କ ସମେତ ବିଭିନ୍ନ କ୍ଷେତ୍ରରେ ଆଞ୍ଚଳିକ ସହଯୋଗକୁ ଆହୁରି...

Read more

ଶିକ୍ଷକଙ୍କ ବଦଳି ପ୍ରକ୍ରିୟା ସାରିବାକୁ ସି. ବି. ଟି. ଶିକ୍ଷକ ସଂଘର ଦାବି, ନହେଲେ ଆନ୍ଦୋଳନ ଚେତାବନୀ

ଶିକ୍ଷକଙ୍କ ବଦଳି ପ୍ରକ୍ରିୟା ସାରିବାକୁ ସି. ବି. ଟି. ଶିକ୍ଷକ ସଂଘର ଦାବି, ନହେଲେ ଆନ୍ଦୋଳନ ଚେତାବନୀ

ଭୁବନେଶ୍ବର: ଶିକ୍ଷାବର୍ଷରେ ଓଡିଶାର ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକମାନଙ୍କ ବଦଳି ପ୍ରକ୍ରିୟାକୁ ଶୀଘ୍ର ଶେଷ କରିବା ପାଇଁ ଓଡିଶା ସରକାରୀ ହାଇସ୍କୁଲ ସି. ବି. ଟି. ଶିକ୍ଷକ ସଂଘ ଦାବି କରିଛି। ଏହାସହ ବଦଳି ପ୍ରକ୍ରିୟା ସପ୍ତାହେ ଭିତରେ ଶେଷ ନହେଲେ...

Read more

ଲାଞ୍ଚ ନେଉଥିବା ବେଳେ ସିଜିଏସଟି ଓ କେନ୍ଦ୍ରୀୟ ଅବକାରୀ ବିଭାଗର ଅଧୀକ୍ଷକଙ୍କୁ ଗିରଫ କଲା ସିବିଆଇ

ଲାଞ୍ଚ ନେଉଥିବା ବେଳେ ସିଜିଏସଟି ଓ କେନ୍ଦ୍ରୀୟ ଅବକାରୀ ବିଭାଗର ଅଧୀକ୍ଷକଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ଵର: ଜିଏସଟି ଫେରସ୍ତ କରିବା ବଦଳରେ ଜନୈକ ଅଭିଯୋଗକାରୀଙ୍କଠାରୁ ୧୫,୦୦୦/- ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର କେନ୍ଦ୍ରୀୟ ଜିଏସଟି ଏବଂ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକ ମନୋଜ କୁମାର ସୁବୁଦ୍ଧିଙ୍କୁ ସିବିଆଇ ଗିରଫ କରିଛି। ବ୍ରହ୍ମପୁରର କେନ୍ଦ୍ରୀୟ ଜିଏସଟି...

Read more

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ହଠାତ୍ ବିଗିଡିଲା ସ୍ୱାସ୍ଥ୍ୟ: ଏମ୍ସରେ ଭର୍ତ୍ତି

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ହଠାତ୍ ବିଗିଡିଲା ସ୍ୱାସ୍ଥ୍ୟ: ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା, ଯାହା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା। ସୂଚନାନୁସାରେ, ପିଠି ଯନ୍ତ୍ରଣା ଅଭିଯୋଗ କରିବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ...

Read more
Page 96 of 177 1 95 96 97 177

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.