ଭୁବନେଶ୍ୱର : ସ୍ବାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ୧ହଜାର ୯୦ଙ୍କୁ ମିଳିବ ମେଡାଲ । ପୋଲିସ, ଅଗ୍ନିଶମ, ହୋମ ଗାର୍ଡ ଏବଂ ସିଭିଲ ଡିଫେନ୍ସ କ୍ଷେତ୍ରରେ ଗାଲାଣ୍ଟ୍ରି ଏବଂ ସର୍ଭିସ୍ ମେଡାଲ ପ୍ରଦାନ କରାଯିବ ।...
Read moreଭୁବନେଶ୍ୱର : ନୂଆ ଢ଼ାଞ୍ଚାରେ ଭୁବନେଶ୍ବରରେ ମେଟ୍ରୋ । କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ଟେକ୍ନିକାଲ କମିଟି । ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ...
Read moreପୁରୀ : ଆଜି ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଭାଦ୍ରବ କୃଷ୍ଣପକ୍ଷ ତିଥି ବା ରେଖା ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀବିଗ୍ରହଙ୍କ ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା...
Read moreଭୁବନେଶ୍ୱର : ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଯୋଗାଯୋଗରୁ ହଟିବ “ହରିଜନ” ଶବ୍ଦ । ଏଣିକି ଜାତି ପ୍ରମାଣପତ୍ର ଏବଂ ଅନୁସୂଚିତ ଜାତି ସମ୍ପର୍କରେ “ହରିଜନ” ଶବ୍ଦ ବ୍ୟବହାର ନ କରିବା ପାଇଁ ଜାରି ହେଲା ନିର୍ଦ୍ଦେଶାବଳୀ । ଏସ୍ସି/ ଏସଟି...
Read moreଭୁବନେଶ୍ୱର : ଆଜିବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ପୂର୍ତ୍ତ, ଜଳସମ୍ପଦ, ନଗର...
Read moreଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ ! । ପଶ୍ଚିମ କେନ୍ଦ୍ରୀୟ ନିକଟସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପ । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ...
Read moreଭୁବନେଶ୍ୱର : ବରଗଡ଼ ଗାଇସିଲେଟ ବ୍ଲକ ପିରିଙ୍ଗିମାଳ ଗାଁରେ ନାବାଳିକାଙ୍କ ମୃତ୍ୟୁ ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଝିଅମାନେ ନିଜକୁ ଜାଳି ଜୀବନ ହାରିବା ଅତ୍ୟନ୍ତ ଦୁଃଖଦାୟକ ବୋଲି ନବୀନ କହିଛନ୍ତି ।...
Read moreଅନୁଗୁଳ : ସମୂହ ଛୁଟିରେ ରାଜ୍ୟ ଅମଲା ସଂଘ କର୍ମଚାରୀ । ଠପ୍ ହୋଇଯାଇଛି ସରକାରୀ କାମ । ୯ଦଫା ଦାବିରେ ୩୦ ଜିଲ୍ଲାର ୧୦ ହଜାରରୁ ଅଧିକ ରାଜସ୍ବ ଅମଲା ସଂଘ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି । ଜୁଲାଇ ୭...
Read moreଜଳେଶ୍ୱର : ଅନଲାଇନ୍ ଗେମ୍ ଖେଳିବା ହେଲା କାଳ । ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକ ମନା କରିବାରୁ ଜୀବନ ହାରିଲେ ଛାତ୍ର । ଗାମୁଛା ଲଗାଇ ବାଥରୁମରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀର ଛାତ୍ର । ବାଲେଶ୍ବର ଜିଲ୍ଲା ସିଂଲା...
Read moreଭୁବନେଶ୍ୱର : ୧୩ରେ ଲଘୁଚାପ। ତିନି ଦିନ ପ୍ରବଳ ବର୍ଷିବ। ଉତ୍ତର ପଶ୍ଚିମ ଓ ସଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯିବ । ତିନି ଦିନ ଯାଏ ରାଜ୍ୟର...
Read moreCopyright © 2023.