ଆଞ୍ଚଳିକ ଖବର

ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଭୁବନେଶ୍ୱର: ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଆଜି ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ।...

Read more

‘ଏହି ଗୃହରୁ ମୁଁ ବହୁତ କିଛି ଶିଖିଛି’: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

‘ଏହି ଗୃହରୁ ମୁଁ ବହୁତ କିଛି ଶିଖିଛି’: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଜୟ ଜଗନ୍ନାଥରୁ ନିଜ ଅଭିଭାଷଣ ଆରମ୍ଭ କଲେ ରାଷ୍ଟ୍ରପତି । “ମୋତେ ଆଜି home coming ଭଳି ଲାଗୁଛି ବୋଲି କହିଲେ । ଦେଶର ଏକାଧିକ ବିଧାନସଭା କୁ ସମ୍ବୋଧନ କରିବାର ସୁଯୋଗ ପାଇଚି । ଓଡିଶା କିନ୍ତୁ ଅନନ୍ୟ ।...

Read more

ପତଞଳି ଯୋଗ କେନ୍ଦ୍ରରେ ସମ୍ବିଧାନ ଦିବସ ପାଳନ

ପତଞଳି ଯୋଗ କେନ୍ଦ୍ରରେ ସମ୍ବିଧାନ ଦିବସ ପାଳନ

କଟକ, ଗାନ୍ଧି ପଲ୍ଲୀ ଯାଚକେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଅବସ୍ଥିତ ପତଞଳି ଯୋଗ କେନ୍ଦ୍ର ଠାରେ ଯୋଗ ଶିକ୍ଷକ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଅନ୍ୟମାନଙ୍କ ମଧ୍ୟରେ ମହାନଦୀ ବିହାର ମହିଳା ମହାବିଦ୍ୟାଳୟର ଅଧ୍ୟାପିକା କସ୍ତୁରୀ ବେହେରା,...

Read more

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅବହେଳା ଘଟଣା, ୯୧ ବଦଳରେ ୩୬ ଜଣ ଅଧିକାରୀଙ୍କ ଦରମା ବନ୍ଦ ନେଇ ସୂଚନା

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି କାର୍ଯ୍ୟକୁ ଅବଧି ସମୟ ଭିତରେ କାର୍ଯକାରୀ କରି ନଥିବା ଅଭିଯୋଗରେ କଟକ ଜିଲ୍ଲାର 91 ଜଣ ସରକାରୀ ଅଧିକାରୀଙ୍କ ନଭେମ୍ବରର ମାସ ଦରମା ବନ୍ଦ୍ ପାଇଁ ନିର୍ଦ୍ଦେଶ ଦେଇଥିଲା କଟକ ଜିଲ୍ଲା ପ୍ରଶାସନ ।  ଗଣମାଧ୍ୟମରେ...

Read more

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ବିଧାନସଭାରେ ସାଉଁଟିବେ ତାଙ୍କର ପୁରୁଣା ସ୍ମୃତି

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ବିଧାନସଭାରେ ସାଉଁଟିବେ ତାଙ୍କର ପୁରୁଣା ସ୍ମୃତି

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ବିଧାନସଭାରେ ଉଦବୋଧନ ଦେବେ ମହାମହିମ । ଏଥିସହ ବିଧାନସଭାରେ ତାଙ୍କର ପୁରୁଣା ସ୍ମୃତି ସାଉଁଟିବେ । ପରିବହନ ମନ୍ତ୍ରୀ ଭାବେ ସେ ପୂର୍ବରୁ କାର୍ଯ୍ୟ କରିଛନ୍ତି ।  ବିଧାନସଭାରେ ସେ ଯେଉଁ ଚାମ୍ବରରେ...

Read more

ଶୀତକାଳୀନ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଶୀତକାଳୀନ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସମେତ ଆଇନ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତ ରହିଛନ୍ତି...

Read more

ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର

ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର

ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ଏନେଇ ଆଜି ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା...

Read more

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର ଟ୍ରାଫିକ୍ କଟକଣା ଜାରି

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର ଟ୍ରାଫିକ୍ କଟକଣା ଜାରି

ଭୁବନେଶ୍ୱର :  କମିଶନରେଟ୍ ପୋଲିସ ଆଜି ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ପାଇଁ ଏକ ଟ୍ରାଫିକ୍ ପରାମର୍ଶ ଜାରି କରିଛି, ଯାହା ନଭେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି । କମିଶନରେଟ୍ ପୋଲିସ ଏକ  କଟକଣା ଜାରି କରି  ସହର...

Read more

ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପରୁ ଦାନା ବାନ୍ଧିବ କି ବଡ଼ ବାତ୍ୟା ? ବାତ୍ୟା ନେଇ ପୂର୍ବାନୁମାନ କରିଛି ଆଇଏମଡି

ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ

ଭୁବନେଶ୍ବର: ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପରୁ ଦାନା ବାନ୍ଧିବ କି ବଡ଼ ବାତ୍ୟା ? ଷ୍ଟ୍ରେଟ ଅଫ ମଲାକ୍କା ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୁଦୃଶ୍ୟ ଲଘୁଚାପ ।  ଦକ୍ଷିଣ ପଶ୍ଚିମବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ...

Read more

ଭିଜିଲାନ୍ସ ଜାଲରେ ଏଆରଆଇ, ୨ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଭିଜିଲାନ୍ସ ଜାଲରେ ଏଆରଆଇ, ୨ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ।  କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା ଘର ବାରିପଟ୍ଟା କରାଇଦେବା ନାଁରେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ...

Read more
Page 111 of 245 1 110 111 112 245

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.