ଭୁବନେଶ୍ବର: ଦୁର୍ବଳ ହୋଇଛି ବାତ୍ୟା ମନ୍ଥା । ଗଭୀର ଅବପାତରୁ ଏବେ ପରିଣତ ହୋଇଛି । ଯାହାଫଳରେ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ...
Read moreଭୁବନେଶ୍ବର: ଆଜି ଭକ୍ତ ପାଇବେ ଲିଙ୍ଗରାଜଙ୍କ ମହାପ୍ରସାଦ । ଗୋଟେ ଦିନର ଉପବାସ ପରେ ଆଜି ଲିଙ୍ଗରାଜଙ୍କ ପାଖରେ ଲାଗୁ ହେବ ମହାପ୍ରସାଦ । ହବିଶିଆଳି ପାଇପାରିବେ ଲିଙ୍ଗରାଜଙ୍କ ଅଭଡ଼ା ।ଲିଙ୍ଗରାଜ ମନ୍ଦିର ରେ ୨୪ ଘଣ୍ଟା ଧରି ଉପବାସ ରହିବା ପରେ ଆଜି ଦେଉଳରେ ସବୁ ସ୍ବଭାବିକ ହୋଇଛି । ମନ୍ଦିରକୁ ଆସି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ମନ୍ଦିର ଟ୍ରଷ୍ଟି ସୁର ରାଉତରାୟ ।ଏଥିପାଇଁ ପ୍ରଶାସନ ସଜାଗ ରହିବା ଦରକାର ବୋଲି ସେ କହିଛନ୍ତି । ସେଭଳି ଆଜି ସମୟ ଅନୁଯାୟ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଚାଲିଛି । ସକାଳୁ ଦ୍ଵାରା ଫିଟା ନୀତି, ଦ୍ଵାରପାଳ ପୂଜା ସହ ମଙ୍ଗଳ ଆଳତୀ, ଅବକାଶ ନୀତି, ମାଘ ସ୍ନାନ ଆଦି ସରିଛି । ବର୍ତମାନ ମନ୍ଦିର ବେଢାରେ ଆରମ୍ଭ ହୋଇଛି କୋଠ ଭୋଗ ପ୍ରକ୍ରିୟା । ଆଜି ସମର୍ଥା ସେବାୟତ କାର୍ଯ୍ୟ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି ।
Read moreରଣପୁର 28/10 : ଶହୀଦ୍ ରଘୁ ଦିବାକର ଙ୍କ ଜନ୍ମ ସ୍ଥାନ ଐତିହାସିକ ରଣପୁର ମାଟିର ମଣିନାଗ ପୀଠରେ ଗତ ଅକ୍ଟୋବର ୨୬ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚାଲିଥିବା କୃଷକ ସଭା ର ୨୫ ତମ ରାଜ୍ୟ ସମ୍ମିଳନୀ...
Read moreଚମ୍ପୁଆ: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ରଜିଆ ଗ୍ରାମ ରେ ପୋଖରୀ ରେ ଭାସୁଥିବା ଅବସ୍ଥାରେ ଜଣେ ମହିଳା ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ରଜିଆ ଗ୍ରାମ ର ଲକ୍ଷ୍ମଣ ମୁଣ୍ଡା ଙ୍କ ସ୍ତ୍ରୀ କମଲି...
Read moreଭୁବନେଶ୍ଵର: ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ...
Read moreଭୁବନେଶ୍ଵର: ଆଜି ଲୋକସେବା ଭବନରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା । ଏକ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଥିବାବେଳେ ନିଆଁକୁ ଆୟତ୍ତ କରାଯାଇଛି । ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ତେବେ...
Read more୨୮ ଅକ୍ଟୋବର ୨୦୨୫: କ୍ଷେତ୍ର କୋଣର୍କ ଚନ୍ଦ୍ରଭାଗା ତ୍ରୀର୍ଥପୁଷ୍କରିଣୀ ଠାରେ ସୋମବାର ସୂର୍ଯ୍ୟ ଅସ୍ତ ଓ ସୂର୍ଯ୍ୟ ଉଦୟ ସମୟରେ ଛତିଶଗଡ଼, ବିହାର ଓ ଉତ୍ତର ପ୍ରଦେଶରୁ ଅସିଥିବା ଅନେକ ଶ୍ରଦ୍ଧାଳୁ ମାନଙ୍କ ଦ୍ୱାରା ସୂର୍ଯ୍ୟ ପୂଜା ତଥା ‘ଛଟପୂଜା’ ରୀତିନୀତି...
Read moreବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର ଇଣ୍ଡିଆ...
Read moreଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଛି ବାତ୍ୟା ମୋନ୍ଥା । ଆନ୍ଧ୍ରରେ ତାଣ୍ଡବ କରିବ। ବ୍ୟାପକ କ୍ଷୟକ୍ଷତି କରିବା ଆଶଂକା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନିଆଯାଇଛି । ଉପକୂଳ ଆନ୍ଧ୍ର ପ୍ରଦେଶ ରୁଟ୍ ରେ ୬୫ଟି...
Read moreପାରଦୀପ: ଗିରଫ ହେବ ପଣ୍ୟବାହୀ ଜାହାଜ ଏମଭି ମ୍ୟାଗନେଟ । ପାରଦୀପ ବନ୍ଦରରେ ଲାଗିଥିବା ପଣ୍ୟବାହୀ ଜାହାଜ ଏମଭି ମ୍ୟାଗନେଟକୁ ଗରିଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏକ ସାମୁଦ୍ରିକ ବିବାଦ ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ ଭି ନରସିଂହଙ୍କ...
Read moreCopyright © 2023.