ଆଞ୍ଚଳିକ ଖବର

ଆରବ ସାଗରରେ ଆମେରିକୀୟ ନୌସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ଜଣେ ନିଖୋଜ

ଆରବ ସାଗରରେ ଆମେରିକୀୟ ନୌସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ଜଣେ ନିଖୋଜ

ଆରବ ସାଗର: ଆରବ ସାଗରରେ ଏକ ସାମୁଦ୍ରିକ ଦୁର୍ଘଟଣା ଘଟିଛି। ଆମେରିକୀୟ ନୌସେନାର ଏକ MH-60S ସି-ହକ୍ (Sea Hawk) ହେଲିକପ୍ଟର ଜରୁରୀକାଳୀନ ଅବତରଣ ସମୟରେ ସମୁଦ୍ରରେ ଖସିପଡ଼ିଛି। ତେବେ ଆଶ୍ଚର୍ଯ୍ୟର ବିଷୟ ହେଉଛି ଏହା ମଧ୍ୟରେ ଜଣେ କ୍ରିଉ ମେମ୍ବର...

Read more

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ଘୂର୍ଣ୍ଣିବଳୟ ସକ୍ରିୟ

ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ, ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ

ଭୁବନେଶ୍ୱର : କାଲି ଲଘୁଚାପ, ପ୍ରବଳ ବର୍ଷିବ। ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । କାଲି ଲୋପ୍ରେସର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ...

Read more

ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଡ଼ ଘୋଷଣା: ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମିଳିବ ମାଗଣା ମଧ୍ୟାହ୍ନ ଭୋଜନ

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର: ରାଜ୍ୟରେ କିଶୋର-କିଶୋରୀମାନଙ୍କ ପୁଷ୍ଟିସାଧନକୁ ଗୁରୁତ୍ୱ ଦେବା ସହ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ବଢ଼ାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ପ୍ରାଥମିକ ସ୍ତର ପରି ମାଧ୍ୟମିକ ସ୍ତରରେ ଅର୍ଥାତ୍ ନବମ ଓ ଦଶମ ଶ୍ରେଣୀରେ...

Read more

ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥଯାତ୍ରା ପ୍ରସ୍ତୁତି ବୈଠକ : ସୁରକ୍ଷା, ସ୍ୱଚ୍ଛତା ଓ ପ୍ଲାଷ୍ଟିକମୁକ୍ତ ରଥଯାତ୍ରା ଉପରେ ଗୁରୁତ୍ୱ

ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥଯାତ୍ରା ପ୍ରସ୍ତୁତି ବୈଠକ : ସୁରକ୍ଷା, ସ୍ୱଚ୍ଛତା ଓ ପ୍ଲାଷ୍ଟିକମୁକ୍ତ ରଥଯାତ୍ରା ଉପରେ ଗୁରୁତ୍ୱ

ରଣପୁର, ୦୧/୦୭ : ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରର ଐତିହ୍ୟବାହୀ ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ରଥଯାତ୍ରାକୁ ସୁଚାରୁ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ବୁଧବାର ରଣପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

Read more

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) କର୍ମଶାଳା ଉଦ୍‌ଘାଟିତ

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର, ଜୁନ୍ ୩୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଗଣିତ ବିଭାଗ ପକ୍ଷରୁ ମଙ୍ଗଳବାର “ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ” (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) ସମ୍ପର୍କିତ ଏକ ୫ ଦିବସୀୟ କର୍ମଶାଳା ଉଦ୍‌ଘାଟିତ...

Read more

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ, ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ, ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

ରଣପୁର, ୩୦/୦୬: ରଣପୁର ବ୍ଲକ ଅନ୍ତର୍ଗତ ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦର୍ଶ ଶିକ୍ଷକ ପର୍ଶୁରାମ ସାହୁ ଓ ପ୍ରଫୁଲ ଦେବତାଙ୍କ ଅବସର ଉପଲକ୍ଷେ ଏକ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ, ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ...

Read more

ଅବପାତ ରୂପ ନେବ ଲଘୁଚାପ ୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ଜୁନ୍‌ରେ ସ୍ବାଭାବିକରୁ କମ୍‌ ବର୍ଷା ହୋଇଥିବା ବେଳେ ଜୁଲାଇରେ ମଧ୍ୟ ଦେଶରେ ସ୍ବାଭାବିକରୁ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ ଏବଂ ପୂର୍ବାଞ୍ଚଳ ଦ୍ବୀପପୁଞ୍ଜ ଅଞ୍ଚଳର କେତେକ ସ୍ଥାନରେ ସ୍ବାଭାବିକ ବର୍ଷାର ସମ୍ଭାବନା ରହିଛି। ଜୁଲାଇରେ ସର୍ବାଧିକ ଏବଂ...

Read more

ତ୍ରୁଟିର ଏବେ ତର୍ଜମା ଚାଲିଛି, ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ

ତ୍ରୁଟିର ଏବେ ତର୍ଜମା ଚାଲିଛି, ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ ତର୍ଜମା...

Read more

SI ଆଶାୟୀଙ୍କ ପାଇଁ ବଡ଼ ଖବର, ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପରୀକ୍ଷା

SI ଆଶାୟୀଙ୍କ ପାଇଁ ବଡ଼ ଖବର, ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପରୀକ୍ଷା

ଭୁବନେଶ୍ୱର : SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ...

Read more

ବର୍ଷାରେ ଭିଜୁଛି ପୁରା ଓଡ଼ିଶା, ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ...

Read more
Page 15 of 242 1 14 15 16 242

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.