ଆଞ୍ଚଳିକ ଖବର

ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମ, ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମ, ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ଭୁବନେଶ୍ୱର : ଆଜି ଐତିହାସିକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବିମା କାର୍ଡ ବଣ୍ଟନ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।...

Read more

ଆଜିଠାରୁ ୨ ଦିନିଆ ଓଡିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଆଜିଠାରୁ ୨ ଦିନିଆ ଓଡିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ଵର: ଆଜିଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା। କଟକର ବାଲିଯାତ୍ରା ପଡ଼ିଆରେ ଐତିହାସିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ...

Read more

ଆଜି ହେଉଛି ବିଶ୍ବ ଛେନାପୋଡ ଦିବସ, ଏହାକୁ କାହିଁକି ପାଳନ କରାଯାଏ ଜାଣନ୍ତି କି ?

ଆଜି ହେଉଛି ବିଶ୍ବ ଛେନାପୋଡ ଦିବସ, ଏହାକୁ କାହିଁକି ପାଳନ କରାଯାଏ ଜାଣନ୍ତି କି ?

ଭୁବନେଶ୍ବର: ଆଜି ହେଉଛି ବିଶ୍ବ ଛେନାପୋଡ ଦିବସ। ଏପ୍ରିଲ ୧୧ ତାରିଖରେ ଓଡିଶାର ବିଭିନ୍ନ ସଂଗଠନ ତରଫରୁ ଧୂମଧାମରେ ଏହି ଦିବସ ପାଳନ କରାଯାଉଛି। ତେବେ କଣ ପାଇଁ ଏହିଦିନ ଛେନାପୋ଼ ଦିବସ କରାଯାଉଛି ତା ପଛରେ ରହିଛି ଏକ ତଥ୍ୟ। ତାହା...

Read more

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହାଙ୍ଗା ଭତ୍ତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ...

Read more

ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୨୮ ଜଣଙ୍କୁ ନୂଆ ନିଯୁକ୍ତି

ଆଇଏଏସ ସ୍ତରରେ ପୁଣି ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର:  ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ‌ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  । ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଥିବା ବେଳେ ରୀନା ମହାପାତ୍ର...

Read more

ଖୁବଶିଘ୍ର ବିଜେଡି ନେତାମାନେ ଗଢିବେ ଏକ ନୂଆ ଦଳ- ସାଂସଦ ପ୍ରଦୀପ ପୁରୋହିତ…

‘ନରେନ୍ଦ୍ର ମୋଦି ପୂର୍ବଜନ୍ମରେ ମହାରାଜ ଛତ୍ରପତି ଶିବାଜୀ ଥିଲେ’; ପ୍ରଦୀପ ପୁରୋହିତ

ଭୁବନେଶ୍ବର: ବିଜେଡି ନେତାମାନେ ଦଳ ଭିତରେ ରହି ଅସନ୍ତୁଷ୍ଠ ହୋଇପଡିଲେଣି। ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ହାବଭାବ ଦେଖି ସେମାନେ ବିତଃସ୍ପ୍ରୁହ। ଖୁବ ଶିଘ୍ର ସେମାନେ ନବୀନ ପାଣ୍ଡିଆନଙ୍କୁ ଛାଡି ନୂଆ ଦଳ ଗଠନ କରିବେ। ଏହିପରି ଏକ ଭବିଷ୍ୟବାଣୀ କରିଛନ୍ତି ବିଜେପି...

Read more

’ନବୀନ ମିଛ କହିଲେ’ ; ପ୍ରେସମିଟରେ ବର୍ଷିଲେ ପ୍ରଭାତ ତ୍ରିପାଠୀ

’ନବୀନ ମିଛ କହିଲେ’ ; ପ୍ରେସମିଟରେ ବର୍ଷିଲେ ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ବୟାନ ପରେ ପ୍ରଭାତ ତ୍ରିପାଠୀଙ୍କ ବିସ୍ଫୋରଣ । ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ପୂର୍ବତନ ବିଧାୟକ । ଉଭୟ ନୀବନ ପଟ୍ଟନାୟକ ଓ ପାଣ୍ଡିଆନକୁ ଟାର୍ଗେଟ କରିଛନ୍ତି । କହିଲେ , ନବୀନ ମିଛ କହିଲେ ।...

Read more

ରାଜ୍ୟରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଯୋଜନା, କଟକରେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଜିଲ୍ଲା ପାଇଁ ମନ୍ତ୍ରୀଙ୍କୁ ଦିଆଗଲା ଦାୟିତ୍ବ

ରାଜ୍ୟରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଯୋଜନା, କଟକରେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଜିଲ୍ଲା ପାଇଁ ମନ୍ତ୍ରୀଙ୍କୁ ଦିଆଗଲା ଦାୟିତ୍ବ

ଭୁବନେଶ୍ବର: ଆସନ୍ତା ଏଗାର ତାରିଖରେ ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା। ଏହାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା ଶୁଭାରମ୍ଭ କରିବେ। କଟକ ବାଲିଯାତ୍ରା ପଡିଆରେ ଏକ ବିଶାଳ ସମାବେଶରେ ଏହାର ଶୁଭାରମ୍ଭ ହେବ। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ...

Read more

ଶେଷରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ପାଣ୍ଡିଆନଙ୍କୁ ନେଇ କହିଲେ……..

ଶେଷରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ପାଣ୍ଡିଆନଙ୍କୁ ନେଇ କହିଲେ……..

ଭୁବନେଶ୍ବର: ଶେଷରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଆଜି ନବୀନ ନିବାସରେ ନିଜର ମତ ରଖିଛନ୍ତି। ଦୀର୍ଘଦିନ ଧରି ଦଳ ଭିତରେ ଯେଉଁ ମେଳି ଚାଲିଛି ତାହା ଉପରେ କହିଛନ୍ତି। ଯାହାକୁ ନେଇ ପାଣ୍ଡିଆନ ବିରୋଧୀଙ୍କ ମୁଣ୍ଡ ଅକଲ...

Read more

ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିସନର, ନିଯୁକ୍ତି ଦେଲେ ରାଜ୍ୟ ସରକାର

ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିସନର, ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିସନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ ପରିଡା । ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି...

Read more
Page 150 of 192 1 149 150 151 192

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.