ଭୁବନେଶ୍ବର: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ତେବେ ତାଙ୍କ ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ କୁଆଡେ ରାଜ୍ୟ ସଭାପତି ଚୟନ ବୋଲି ଜଣାପଡିଛି। ନଡ୍ଡା ଆସନ୍ତା ଏପ୍ରିଲ 12 ତାରିଖରେ ଆସିବେ...
Read moreଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।...
Read moreଭୁବନେଶ୍ୱର: ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ୍ ଅବସର ଗ୍ରହଣ କରିଛନ୍ତି । ସ୍ୱେଚ୍ଛାକୃତ ଭାବେ ସେ ଅବସର ନେଇଛନ୍ତି ବୋଲି ସୂଚନା ରହିଛି । ସୁଜାତା ୨୦୦୦ ଆଇଏଏସ ବ୍ୟାଚର ଅଧିକାରୀ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି। ଏବେ...
Read moreରଣପୁର, ୨୮/୦୩ : ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣିତ-ବିଜ୍ଞାନ ପ୍ରଦର୍ଶନୀ ମେଳା, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଉତ୍ସାହମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ...
Read moreଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରେ ୨୦୨୪-୨୫ ମସିହାରେ ୯୬୪୧ ଛାତ୍ରଛାତ୍ରୀ ଅଧାରୁ ପାଠ(ଡ୍ରପଆଉଟ) ଛାଡ଼ିଛନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...
Read moreଭୁବନେଶ୍ଵର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ...
Read moreଭୁବନେଶ୍ୱର: ରାଜ୍ୟର ଅନ୍ୟ ୮ଟି ସହରରେ ଗଡ଼ିବ ଆମ ବସ୍। କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର ଓ ରାୟଗଡ଼ାରେ ଆମ...
Read moreଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି। ମାର୍ଚ୍ଚ ୨୯ ତାରିଖରୁ ତାପମାତ୍ରା ବୃଦ୍ଧି ପାଇବାର ପୂର୍ବାନୁମାନ କରିଛି।୨୯ ମାର୍ଚ୍ଚ ପାଇଁ ଆଇଏମଡିର ପୂର୍ବାନୁମାନ ଅନୁସାରେ, ସମ୍ବଲପୁର ଏବଂ ବୌଦ୍ଧ...
Read moreଭୁବନେଶ୍ବର: ରାଜ୍ୟ ସରକାର ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବେ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ମଧ୍ୟାହ୍ଣ...
Read moreଭୁବନେଶ୍ବର: ରଣକ୍ଷେତ୍ର ପାଲଟିଛି ଭୁବନେଶ୍ବରର ପିଏମଜି ଛକ। କଂଗ୍ରେସ ଆନ୍ଦୋଳନ ବର୍ତ୍ତମାନ ପାଲଟିଛି ଯୁଦ୍ଧ। ପୋଲିସ ଏବଂ କଂଗ୍ରେସ କର୍ମିଙ୍କ ମଧ୍ୟରେ ଚାଲିଛି ଧସ୍ତାଧସ୍ତା। ଗୋଟିଏ ପରେ ଗୋଟିଏ ବାରିକେଟ ଭାଙ୍ଗିବା ପରେ କର୍ମିମାନେ ବିଧାନସଭାକୁ ପଶିବାକୁ ଉଦ୍ୟମ କରୁଥିଲେ। ହେଲେ...
Read moreCopyright © 2023.