ଆଞ୍ଚଳିକ ଖବର

ନବ ଦାସ ହତ୍ୟାକାଣ୍ଡ ତଦନ୍ତ ପ୍ରକ୍ରିୟାକୁ ନେଇ ଜୟନାରାୟଣଙ୍କ ବିସ୍ଫୋରଣ, କହିଲେ- ’ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି’

ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ- ଆମକୁ କିଏ ପଚାରେ?

ଭୁବନେଶ୍ୱର: ‘ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍‌ ଭାବେ କରିବାକୁ ଦେଉ ନାହାନ୍ତି । ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ କଟିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି ।...

Read more

୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ

୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ

ଭୁବନେଶ୍ୱର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍‌ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା...

Read more

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷାରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ

ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଉଦ୍‌ବୋଧନ: ‘ସମ୍ବିଧାନ’ ଆମ ସାମୂହିକ ପରିଚୟର ସର୍ବୋଚ୍ଚ ମୂଳଦୂଆ

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୟାଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।  ରାଷ୍ଟ୍ରପତିଙ୍କ ଗସ୍ତ...

Read more

ଭାରତ ବିକାଶ ପରିଷଦ, ସତ୍ୟବାଦୀ ଶାଖାର ବାର୍ଷିକ ଅଧିବେଶନ ଓ ନିର୍ବାଚନ

ଭାରତ ବିକାଶ ପରିଷଦ, ସତ୍ୟବାଦୀ ଶାଖାର ବାର୍ଷିକ ଅଧିବେଶନ ଓ ନିର୍ବାଚନ

ସତ୍ୟବାଦୀ (ଭିଓଭି): ଭାରତ ବିକାଶ ପରିଷଦ, ସତ୍ୟବାଦୀ ଶାଖା ର ନବମତମ ବାର୍ଷିକ ଅଧିବେଶନ ଏବଂ ଆଗାମୀ ଆର୍ଥିକ ବର୍ଷ ପାଇଁ ନିର୍ବାଚନ ଆଜି ୨୨-୦୩-୨୦୨୫, ସାକ୍ଷୀଗୋପାଳ ସ୍ଥିତ ସାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ପ୍ରକୃତି ର ପ୍ରତିକୂଳ...

Read more

ସାହିତ୍ୟର ସର୍ବୋଚ୍ଚ ସମ୍ମାନ ଜ୍ଞାନପୀଠ ପୁରସ୍କାର ପାଇବେ ‘ବିନୋଦ ଶୁକ୍ଳା’

ସାହିତ୍ୟର ସର୍ବୋଚ୍ଚ ସମ୍ମାନ ଜ୍ଞାନପୀଠ ପୁରସ୍କାର ପାଇବେ ‘ବିନୋଦ ଶୁକ୍ଳା’

ନୂଆଦିଲ୍ଲୀ: ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ୫୯ତମ ଜ୍ଞାନପୀଠ ପୁରସ୍କାର ପାଇବାକୁ ଛତିଶଗଡ଼ର ସୁନାମଧନ୍ୟ ହିନ୍ଦୀ ସାହିତ୍ୟିକ ତଥା ଲେଖକ ବିନୋଦ ଶୁକ୍ଳା ମନୋନୀତ ହୋଇଛନ୍ତି। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ଛତିଶଗଡ଼ର ପ୍ରଥମ ଲେଖକ । ଏହି ପୁରସ୍କାର...

Read more

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା...

Read more

ଆହୁରି ୩ ଦିନ ଭିଜିବ ଓଡ଼ିଶା, ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ବର: ଆହୁରି ୩ ଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା । କିଛି ସ୍ଥାନରେ କୁଆ ପଥର ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଯାଏଁ କାଳ ବୈଶାଖୀ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର...

Read more

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ...

Read more

୨ ଦିନ ପାଇଁ ବନ୍ଦ ରହିବ ଶିମିଳିପାଳ

୨ ଦିନ ପାଇଁ ବନ୍ଦ ରହିବ ଶିମିଳିପାଳ

ବାରିପଦା: ପ୍ରବଳ ବର୍ଷା ଏବଂ ବଜ୍ରପାତକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ଦୁଇ ଦିନ ପାଇଁ ବନ୍ଦ ରଖାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର)ର କର୍ତ୍ତୃପକ୍ଷ ଶନିବାର...

Read more

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ...

Read more
Page 157 of 192 1 156 157 158 192

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.