ଆଞ୍ଚଳିକ ଖବର

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା, ଏକାସାଙ୍ଗରେ ଆସିବ ଦୁଇଟି କିସ୍ତି

ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର: ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର । ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା...

Read more

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ, ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ, ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

ବାଲେଶ୍ୱର: ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ । ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ । ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାର ହଜାର ଲୋକ ଅନ୍ତିମ ଯାତ୍ରାରେ ହେଲେ ସାମିଲ ।  ମୃତ ପ୍ରଶାନ୍ତଙ୍କ...

Read more

ଅଙ୍ଗନବାଡି ସୁପରଭାଇଜର ପାଇଁ ଯୋଗ୍ୟତା ରହିବ ଗ୍ରାଜୁଏସନ, କ୍ୟାବିନେଟ ବୈଠକର ନିଷ୍ପତି

ସ୍ୱୟଂ ସହାୟିକା ଗ୍ରୁପ ମାଧ୍ୟମରେ ଶିଶୁଙ୍କୁ ପୋଷାକ ବଣ୍ଟନ ନିଷ୍ପତ୍ତିକୁ ବିରୋଧ କରି ସମନ୍ବିତ ଶିଶୁ ମଙ୍ଗଳଅଫିସି ସମ୍ମୁଖରେ ଅଙ୍ଗନବାଡି କର୍ମୀଙ୍କ ଗଣଧାରଣା ଓ ପ୍ରତିବାଦ

ଭୁବନେଶ୍ବର : ଏଣିକି ଅଙ୍ଗନବାଡି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ରହିବ ଗ୍ରାଜୁଏସନ ।  ଆଗରୁ ମାଟ୍ରିକ ଥିଲା ।  ଆଜି କ୍ୟାବିନେଟ ବୈଠକରେ ଏହି ନିଷ୍ପତି ନିଆଯାଇଛି ।  ଏହା ସହ ଅନୁସୂଚିତ ଜାତି ଜନଜାତିର କ୍ୟାଡର ପୁନଃ ଗଠନ କରାଯାଇ...

Read more

ଦୁଇ ପୋଲିସ୍‌ଙ୍କ ମୃତ୍ୟୁ,୧୦ଲକ୍ଷ ସହାୟତା

ଦୁଇ ପୋଲିସ୍‌ଙ୍କ ମୃତ୍ୟୁ,୧୦ଲକ୍ଷ ସହାୟତା

-କଟକରେ ଦୁର୍ଘଟଣାରେ ୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା-ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ-ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା

Read more

ତାତି ପାଇଁ ଆଜିଠୁ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି: ପ୍ରଭାବିତ ହେବନି ପିଲାଙ୍କ ପରୀକ୍ଷା

ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ୱର: ସରକାର ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।  ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ...

Read more

କାଲିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଘୋଷଣା କଲେ ସରକାର । କାଲିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ । ସୂଚନାଥାଉକି ଆଜି ଝାରସୁଗୁଡ଼ାରେ ରେକର୍ଡ ତାତି ହୋଇଛି । ଆଜି ଝାରସୁଗୁଡ଼ାରେ ୪୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ ରହିଛି...

Read more

ଦେବ ପ୍ରସାଦ ଦାସ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ

ଦେବ ପ୍ରସାଦ ଦାସ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ବର: ବିଳମ୍ବରେ ହେଉ ପଛେ ବରିଷ୍ଠ ପ୍ରଶାସକ ଦେବ ପ୍ରସାଦ ଦାସଙ୍କୁ ମିଳିଛି ନ୍ୟାୟ। ତାଙ୍କର ପଦନ୍ନୋତି ସହିତ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ତାଙ୍କୁ ବର୍ତ୍ତମାନ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ...

Read more

କେନ୍ଦୁଝର ଯୋଡା ନିକଟରେ ସଡକ ଦୁର୍ଘଟଣାରେ ତିନି ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କଲେ ସରକାର: ୬.୬୬ ଲକ୍ଷ ଚାଷୀଙ୍କୁ ଏସଡ଼ିଆରଏଫରୁ ୨୯୧.୫୯ କୋଟିର ଇନ୍‌ପୁଟ୍ ସବ୍‌ସିଡ୍‌

କେନ୍ଦୁଝର: ଯୋଡ଼ା ନିକଟରେ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ...

Read more

ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ, ୧୪୦୦ ଲୋକଙ୍କ ଅଭିଯୋଗର ଶୁଣାଣି, ୧୦ ଜଣ ମନ୍ତ୍ରୀ, ସଚିବ ଓ ଅଫିସର ଉପସ୍ଥିତ

ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ, ୧୪୦୦ ଲୋକଙ୍କ ଅଭିଯୋଗର ଶୁଣାଣି, ୧୦ ଜଣ ମନ୍ତ୍ରୀ, ସଚିବ ଓ ଅଫିସର ଉପସ୍ଥିତ

ଭୁବନେଶ୍ୱର: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର । କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ...

Read more

ବିଜେପି ରାଜ୍ଯ ସଭାପତି କିଏ ହେବେ ? ଖୁବଶୀଘ୍ର ନାମ ଘୋଷଣା ନେଇ ବଢିଲା ଚର୍ଚ୍ଚା

ଓଡ଼ିଶା ବିଧାନସଭା ଫଳାଫଳ: ଜାଣନ୍ତୁ କିଏ କେଉଁ ଆସନରୁ ଜିତିଲେ

ଭୁବନେଶ୍ୱର : ବିଜେପି ରାଜ୍ଯ ସଭାପତି କିଏ ହେବେ ? ଏହା ଉପରୁ ସସପେନ୍ସ ହଟିବ କି ? ଖୁବଶୀଘ୍ର ରାଜ୍ଯ ବିଜେପି ସଭାପତିଙ୍କ ନାମ ଘୋଷଣା ହେବା ନେଇ ବଢିଲା ଚର୍ଚ୍ଚା  । ଏହାକୁ ଖୋରାକ୍ ଯୋଗାଇଛି ବିଜେପି ରାଜ୍ଯ କାର୍ଯ୍ୟାଳୟରେ...

Read more
Page 196 of 243 1 195 196 197 243

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.