ନୂଆଦିଲ୍ଲୀ: ଆଜି ଓଡିଆ ନୂଆ ବର୍ଷ। ଆଜିଠାରେ ଶ୍ରୀମନ୍ଦିରରେ ଓଡିଆ କ୍ୟାଲେଣ୍ଡରର ପ୍ରଚଳନ ଆରମ୍ଭ ହୋଇଛି। ଏହି ଉପଲକ୍ଷେ ସାରା ରାଜ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଯାହା କହିଛନ୍ତି...
Read moreପୁରୀ: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।...
Read moreଭୁବନେଶ୍ବର: ଆଜି ହେଉଛି ଭୁବନେଶ୍ବର ପ୍ରତିଷ୍ଠା ଦିବସ। ରାଜଧାନୀ ପ୍ରତିଷ୍ଠା ହେବାରେ ଆଜିକୁ ପୁରିଲା ୭୭ ବର୍ଷ। ସେଥିପାଇଁ ଆଜି ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଆଜି ସକାଳେ ଓଡିଶା ବିଧାନସୌଧ ସମ୍ମୁଖସ୍ଥ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିଛନ୍ତି ବାଚସ୍ପତି ସୁରମା ପାଢୀ।...
Read moreଭୁବନେଶ୍ବର: ଆଜି ହେଉଛି ରାଜଧାନୀ ଭୁବନେଶ୍ବରର ପ୍ରତିଷ୍ଠା ଦିବସ। ଏହି ଦିବସକୁ ସରକାରୀ ଭାବେ ବିଧାନସଭା ସମ୍ମୁଖରେ ପାଳନ କରାଯାଇଛି। ଏଥିରେ ବାଚସ୍ପତି ସୁରମା ପାଢୀ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ। ଏଥିରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଯୋଗ ଦେଇପାରି ନ...
Read moreନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେନ୍ଦ୍ରରେ ଉପପ୍ରଧାନମନ୍ତ୍ରୀ ହେବା ଉଚିତ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅଶ୍ବିନୀ ଚୌବେଙ୍କ ଏଭଳି ମନ୍ତବ୍ୟ ବିହାର ରାଜନୀତିରେ ଗୁଞ୍ଜରଣ ସୃଷ୍ଟି କରିଛି । ଯଦି ଅଶ୍ବିନୀ ଚୌବେଙ୍କ କଥାକୁ...
Read moreଭୁବନେଶ୍ୱର: ପ୍ରସନ୍ନ ପାଟ୍ଟଶାଣୀଙ୍କ ବିଷୋଦ୍ଗାର । ଟାର୍ଗେଟ୍ରେ ନବୀନ ଓ ପାଣ୍ଡିଆନ । ବୁଲେଇ ବଙ୍କାଇ ନୁହେଁ ବରଂ ସିଧାସଳଖ କହିଛନ୍ତି ବିଜେଡିର ଏ ଅବସ୍ଥା ଲାଗି ପାଣ୍ଡିଆନ ହିଁ ଦାୟୀ । ଖାଲି ଏତିକି ନୁହେଁ ବିଜେଡି ବୁଡ଼ିଯାଉଥିବା କଥା...
Read moreଭୁବନେଶ୍ୱର: ଖୋଦ୍ ବିଜେଡି ଦଳର ନେତାମାନେ ବିଜେଡିର ତଥାକଥିତ ନମ୍ବର ଦୁଇ ମୁଖିଆଙ୍କ ବିରୋଧରେ ସ୍ବର ଉଠାଇବା ପରେ ଏବେ ବିଜେପିର ବରିଷ୍ଠ ନେତା ତଥା ବିଜେପିର ବିଧାୟକ ଜୟନାରାୟଣ ମିଶ୍ର ଦେଇଛନ୍ତି ବିସ୍ଫୋରକ ବୟାନ । କହିଛନ୍ତି , ବିଜେଡିର...
Read moreନୂଆଦିଲ୍ଲୀ: ଆଗ ପ୍ରଭାତ ତ୍ରିପାଠୀ, ଏବେ ପ୍ରଫୁଲ୍ଲ ମଲ୍ଲିକ । ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି ବିଜେଡି କଳି । ଜଣକ ପରେ ଜଣେ ବରିଷ୍ଠ ବିଜେଡି ନେତା ମୁହଁ ଖୋଲୁଛନ୍ତି, ବିସ୍ଫୋରଣ କରୁଛନ୍ତି । ୨୪ବର୍ଷ ଧରି ବିଜେଡି...
Read moreଭୁବନେଶ୍ୱର : ଆଜି ଐତିହାସିକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବିମା କାର୍ଡ ବଣ୍ଟନ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।...
Read moreଭୁବନେଶ୍ଵର: ଆଜିଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା। କଟକର ବାଲିଯାତ୍ରା ପଡ଼ିଆରେ ଐତିହାସିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ...
Read moreCopyright © 2023.