ଭୁବନେଶ୍ୱର: ୭୦ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ...
Read moreଖୋର୍ଦ୍ଧା: ବାଙ୍ଗାଲୋର-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ପୂର୍ବତଟ ରେଳବାଇର ଖୋର୍ଦ୍ଧା ରୋଡ୍ ଡିଭିଜନର କଟକ-ନର୍ଗୁଣ୍ଡି ରେଳ ବିଭାଗର ନର୍ଗୁଣ୍ଡି ଷ୍ଟେସନ ନିକଟରେ ଉକ୍ତ ସୁପରଫାଷ୍ଟ ଏକ୍ସପ୍ରେସର 11 ଟି କୋଚ୍ ଖସିପଡିଛି। ପୂର୍ବତଟ ରେଳବାଇ ସୂଚନା ଅନୁଯାୟୀ, କୌଣସି ଯାତ୍ରୀ ଆହତ...
Read moreସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ ବୟାନ । ସୁଭଦ୍ରା ଦ୍ଵିତୀୟ କିସ୍ତିରେ ୧, ୮୩, ୭୮୫ ମହିଳା ବାଦ୍ ପଡ଼ିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବିଧାନସଭାରେ ଏକ ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି ।...
Read moreପୁରୀ: ମାର୍ଚ୍ଚ ୩୧ ତାରିଖ ଅର୍ଥାତ୍ ଆସନ୍ତାକାଲିଠୁ ଏପ୍ରିଲ୍ ୩ ତାରିଖ ଯାଏଁ ବନ୍ଦ ରହିବ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି କାମ । ୪ ଦିନ ପାଇଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାମ । ଖସାପଡ଼ାଲାଗି ଓ...
Read moreଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ ରଞ୍ଜନ ନାୟକ ବୋଲି ଜଣାପଡିଛି ।...
Read moreଭୁବନେଶ୍ବର: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ତେବେ ତାଙ୍କ ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ କୁଆଡେ ରାଜ୍ୟ ସଭାପତି ଚୟନ ବୋଲି ଜଣାପଡିଛି। ନଡ୍ଡା ଆସନ୍ତା ଏପ୍ରିଲ 12 ତାରିଖରେ ଆସିବେ...
Read moreଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।...
Read moreଭୁବନେଶ୍ୱର: ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ୍ ଅବସର ଗ୍ରହଣ କରିଛନ୍ତି । ସ୍ୱେଚ୍ଛାକୃତ ଭାବେ ସେ ଅବସର ନେଇଛନ୍ତି ବୋଲି ସୂଚନା ରହିଛି । ସୁଜାତା ୨୦୦୦ ଆଇଏଏସ ବ୍ୟାଚର ଅଧିକାରୀ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି। ଏବେ...
Read moreରଣପୁର, ୨୮/୦୩ : ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣିତ-ବିଜ୍ଞାନ ପ୍ରଦର୍ଶନୀ ମେଳା, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଉତ୍ସାହମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ...
Read moreଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରେ ୨୦୨୪-୨୫ ମସିହାରେ ୯୬୪୧ ଛାତ୍ରଛାତ୍ରୀ ଅଧାରୁ ପାଠ(ଡ୍ରପଆଉଟ) ଛାଡ଼ିଛନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...
Read moreCopyright © 2023.