ଭୁବନେଶ୍ବର: ରାଜ୍ୟରେ ଏବେ ବି ଅନେକ ଗ୍ରାମପଞ୍ଚାୟତ ଇଣ୍ଟରନେଟ ସେବାରୁ ବଞ୍ଚିତ ରହିଛି । ଏବେବି ୭୦୦ରୁ ଅଧିକ ପଞ୍ଚାୟତରେ ଇଣ୍ଟରନେଟ ସେବା ନଥିବା ନେଇ ଗୃହରେ ସୂଚନା ଦେଇଛନ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ।...
Read moreଭୁବନେଶ୍ୱର: ‘ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍ ଭାବେ କରିବାକୁ ଦେଉ ନାହାନ୍ତି । ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ କଟିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି ।...
Read moreଭୁବନେଶ୍ୱର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା...
Read moreଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୟାଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରାଷ୍ଟ୍ରପତିଙ୍କ ଗସ୍ତ...
Read moreସତ୍ୟବାଦୀ (ଭିଓଭି): ଭାରତ ବିକାଶ ପରିଷଦ, ସତ୍ୟବାଦୀ ଶାଖା ର ନବମତମ ବାର୍ଷିକ ଅଧିବେଶନ ଏବଂ ଆଗାମୀ ଆର୍ଥିକ ବର୍ଷ ପାଇଁ ନିର୍ବାଚନ ଆଜି ୨୨-୦୩-୨୦୨୫, ସାକ୍ଷୀଗୋପାଳ ସ୍ଥିତ ସାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ପ୍ରକୃତି ର ପ୍ରତିକୂଳ...
Read moreନୂଆଦିଲ୍ଲୀ: ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ୫୯ତମ ଜ୍ଞାନପୀଠ ପୁରସ୍କାର ପାଇବାକୁ ଛତିଶଗଡ଼ର ସୁନାମଧନ୍ୟ ହିନ୍ଦୀ ସାହିତ୍ୟିକ ତଥା ଲେଖକ ବିନୋଦ ଶୁକ୍ଳା ମନୋନୀତ ହୋଇଛନ୍ତି। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ଛତିଶଗଡ଼ର ପ୍ରଥମ ଲେଖକ । ଏହି ପୁରସ୍କାର...
Read moreଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା...
Read moreଭୁବନେଶ୍ବର: ଆହୁରି ୩ ଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା । କିଛି ସ୍ଥାନରେ କୁଆ ପଥର ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଯାଏଁ କାଳ ବୈଶାଖୀ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର...
Read moreପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ...
Read moreବାରିପଦା: ପ୍ରବଳ ବର୍ଷା ଏବଂ ବଜ୍ରପାତକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ଦୁଇ ଦିନ ପାଇଁ ବନ୍ଦ ରଖାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର)ର କର୍ତ୍ତୃପକ୍ଷ ଶନିବାର...
Read moreCopyright © 2023.