ଆଞ୍ଚଳିକ ଖବର

୫ଦିନ କାଳବୈଶାଖୀ ଆଶଙ୍କା, କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୧୪ ଯାଏଁ ଢ଼ାଙ୍କିବ କୁହୁଡ଼ି

ଭୁବନେଶ୍ବର: ୫ଦିନ କାଳବୈଶାଖୀ ଆଶଙ୍କା । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି...

Read more

ପତଞ୍ଜଳି ଯୋଗପୀଠ ପକ୍ଷରୁ ହିନ୍ଦୁ ନବବର୍ଷ ପାଳିତ

ପତଞ୍ଜଳି ଯୋଗପୀଠ ପକ୍ଷରୁ ହିନ୍ଦୁ ନବବର୍ଷ ପାଳିତ

କଟକ, ଚୈତ୍ର ଶୁକ୍ଳ ପ୍ରତିପଦ ତିଥିରେ ପତଞ୍ଜଳି ଯୋଗପୀଠ ପକ୍ଷରୁ ଜିଲ୍ଲା ପ୍ରଭାରୀ ଶିଶିର ଜେନା ଓ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ହିନ୍ଦୁ ନବବର୍ଷ ଉତ୍ସବ ପାଳିତ ହୋଇଯାଇଛି। ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ ଦାଶ, ପ୍ରଦୀପ୍ତ ଆଚାର୍ଯ୍ୟ, କୁରେଶ ପାତ୍ର,...

Read more

ଆଜି ବନକ ଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ: ଚୈତ୍ର ମାସ କୃଷ୍ଣ ଚତୁର୍ଦଶୀ ତିଥିରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର...

Read more

ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ, ଶୁଭ କି ଅଶୁଭ ନେଇ ନାନା ଚର୍ଚ୍ଚା

ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ, ଶୁଭ କି ଅଶୁଭ ନେଇ ନାନା ଚର୍ଚ୍ଚା

ପୁରୀ : ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ । ଆଜି ଚୁନେରା ସେବକ ଶ୍ରୀମନ୍ଦିର ପତିତପାବନ ବାନା ପରିଵର୍ତ୍ତନ କରିବା ବେଳେ ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡରେ ବସିଥିବା ଦେଖିବାକୁ ମିଳିଥିଲା ।  କେତେକ...

Read more

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ରଣପୁର, ୧୭/୦୩ : ରାଷ୍ଟ୍ରୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ସଂସ୍ଥାନ ଦ୍ୱାରା ପରିଚାଳିତ “ଉଲ୍ଲାସ : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ” ଅଧୀନରେ ମୌଳିକ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକର ବିଭିନ୍ନ କେନ୍ଦ୍ରରେ ଶୃଙ୍ଖଳାବଦ୍ଧ ଓ ସୁଚାରୁ ଭାବେ ଅନୁଷ୍ଠିତ ହୋଇଯାଇଛି...

Read more

ପୁରୀ ବାଲାଜୀ ମନ୍ଦିରରେ ମାଗଣା ବ୍ରତୋପନୟନ, 2 ରାଜ୍ୟର 7 ଜଣ ହେଲେ ବ୍ରହ୍ମଚାରୀ

ପୁରୀ ବାଲାଜୀ ମନ୍ଦିରରେ ମାଗଣା ବ୍ରତୋପନୟନ, 2 ରାଜ୍ୟର 7 ଜଣ ହେଲେ ବ୍ରହ୍ମଚାରୀ

ପୁରୀ (ଭିଓଭି): ଶ୍ରୀରାମ ଚନ୍ଦ୍ର ସ୍ୱାମୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ବୈଦିକ ରୀତିନୀତିରେ  ସାମୁହିକ ମାଗଣା ବ୍ରତୋପନୟନ ପୁରୀ ଲୋକନାଥ ମନ୍ଦିର ନିକଟ ଥାନ ପତି ଆଶ୍ରମର ବାଲାଜୀ ମନ୍ଦିର ପରିସରରେ ଜୀୟର ସ୍ୱାମୀ ମଠର...

Read more

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ଏସସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ସମବେଦନା...

Read more

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାର ୫୪ ପ୍ରକୋଷ୍ଠରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ଏଥିରେ ଚାରିଟି ଖାଲିଥିବା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ଆସନ ପାଇଁ ପାଞ୍ଚଜଣ ପ୍ରତିଦ୍ବନ୍ଦିତା କରୁଛନ୍ତି। ତେବେ ତିନୋଟି ଆସନରେ ବିଜେପି...

Read more

ମୟୁରଭଞ୍ଜରେ କାଳବୈଶାଖୀର ତାଣ୍ଡବ; ୨ ମୃତ୍ୟୁ, ୨୦ରୁ ଉର୍ଦ୍ଧ୍ବ ଆହତ

ମୟୁରଭଞ୍ଜରେ କାଳବୈଶାଖୀର ତାଣ୍ଡବ; ୨ ମୃତ୍ୟୁ, ୨୦ରୁ ଉର୍ଦ୍ଧ୍ବ ଆହତ

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍‌ଣରେ କାଳବୈଶାଖୀ ହୋଇଛି। ସବୁଠୁ ଅଧିକ ମୟୁରଭଞ୍ଜରେ ତାଣ୍ଡବ ରଚିଛି କାଳବୈଶାଖୀ । ପ୍ରବଳ ପବନ ‌ଯୋଗୁଁ ଅନେକ ସ୍ଥାନରେ ଚାଳଘର ଭାଙ୍ଗିଛି। ସେହିପରି କାରକୁ କ୍ଷତି ପହଞ୍ଚାଇଥିବା ବେଳେ ବିଦ୍ୟୁତ ଖୁଣ୍ଟ ଭାଙ୍ଗିଛି। ଏହା...

Read more

କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

କଟକ : ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ...

Read more
Page 3 of 191 1 2 3 4 191

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.