ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା । ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ ଉପରେ...
Read moreଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି । ଏଣିକି ଗ୍ରାମରକ୍ଷୀମାନେ ୧୮୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ । ଏଥିସହିତ...
Read moreଭୁବନେଶ୍ୱର : ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ଆଜି ନବୀନ ନିବାସରେ ବିଜେଡିର ରାଜନୈତିକ ବ୍ୟାପାର କମିଟି-ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଏହାକୁ ନେଇ ସ୍ପଷ୍ଟ ସୂଚନା ଦିଆଯିବ ବୋଲି...
Read moreତା.୨୧.୦୧.୨୦୨୬, ଭୁବନେଶ୍ୱର ରାଜ୍ୟ ଇଲେକ୍ଟ୍ରୋହୋମିଓପାଥିକ୍ ଚିକିତ୍ସକ ସଂଘ(ସେପା), ଓଡ଼ିଶା ଆନୁକୁଲ୍ୟରେ ଇଲେକ୍ଟ୍ରୋହୋମିଓପାଥିକ୍ ଚିକିତ୍ସ ବିଜ୍ଞାନର ଉଦ୍ଭାବକ ଡା. କାଉଂଟ ସିଜର ମେଟ୍ଟୀଙ୍କ ୨୧୭ ତମ ଜନ୍ମ ବାର୍ଷିକ ଉତ୍ସବ ଏବଂ ୨୨ ତମ ଇଲେକ୍ଟ୍ରୋହୋମିଓପାଥିକ୍ ଜାତୀୟ ସମ୍ମିଳନୀ ସ୍ଥାନୀୟ ଗୀତଗୋବିନ୍ଦ ସଦନ...
Read moreରଣପୁର, ୨୦/୦୧ : ରଣପୁର ବିଜ୍ଞାପିତ ପରିଷଦ ଆୟୋଜିତ “ବନ୍ଦେ ମାତରମ” ସଙ୍ଗୀତ ଗାନ ପ୍ରତିଯୋଗିତା ଗତ ସୋମବାର ଦିନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ବିଜ୍ଞାପିତ ପରିଷଦ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟ ଓ...
Read moreବାଲେଶ୍ୱର (ଭିଓଭି) ୨୧/୧ ; - ବାଲେଶ୍ଵର ଜିଲ୍ଲା ରେମୁଣା ର ପୁରୁଷୋତ୍ତମପୁର ଗ୍ରାମ ଠାରେ ଜିଲ୍ଲା କୋୟର ବୋର୍ଡ଼ ତରଫରୁ ୨୦ ଜଣ ମହିଳା ଙ୍କୁ ନେଇ ଏକ ଦୁଇମାସିଆ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ତାଲିମ...
Read moreପୁରୀ : ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ । ଜୁଲି ରାନୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ରହିଥିବା ଦେଖିବାକୁ ମିଳିଛି । ପୁରୀ...
Read moreଭୁବନେଶ୍ଵର : ଆମ ବସ୍ ସେବାର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ । ଆମ ବସ୍ ଚଳାଇବେ ମହିଳା ଡ୍ରାଇଭର, ପୁନେରେ ଦିଆଯିବ ତାଲିମ । କ୍ରୁଟ୍ ଆମ ବସ୍ ସେବାକୁ ନେଇ ଗୃହ ନିର୍ମାଣ...
Read moreପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ...
Read moreଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ କୋର୍ଟ ଉଠାଇଥିବା ଜଣାପଡିଛି। ଜାନୁଆରୀ ୧୦ ତାରିଖରେ ପୀୟୂଷଙ୍କୁ ଭୁବନେଶ୍ବର କୋର୍ଟ ଅର୍ଡର କପି...
Read moreCopyright © 2023.