ଆଞ୍ଚଳିକ ଖବର

କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର : କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ । ବୁଢ଼ାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ ରହିଛି ।  କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ...

Read more

ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ, ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ

ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ, ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ

ଭୁବନେଶ୍ବର : ପିଛା ଛାଡ଼ୁନି ଲଘୁଚାପ । ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ ।...

Read more

ଆସନ୍ତା ୯ରେ ଉପ ରାଷ୍ଟ୍ରପତି ନିର୍ବାଚନ, ଆଜି ବସିବ ବିଜେଡିର ଗୁରୁତ୍ୱପୂର୍ଣ୍ଣ ପିଏସି ବୈଠକ

ଆସନ୍ତା ୯ରେ ଉପ ରାଷ୍ଟ୍ରପତି ନିର୍ବାଚନ, ଆଜି ବସିବ ବିଜେଡିର ଗୁରୁତ୍ୱପୂର୍ଣ୍ଣ ପିଏସି ବୈଠକ

ଭୁବନେଶ୍ବର: ଆସନ୍ତା ୯ତାରିଖରେ ଉପ ରାଷ୍ଟ୍ରପତି ନିର୍ବାଚନ ନେଇ କଣ ରହିବ ବିଜେଡିର ଆଭିମୁଖ୍ୟ । ଆଜି ସନ୍ଧ୍ୟାରେ ବସୁଛି ବ୍ରେଠକ ।ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଏହାରି ଭିତରେ ଆଜି ବସିବ ବିଜେଡିର ଗୁରୁତ୍ୱପୂର୍ଣ୍ଣ ପିଏସି ବୈଠକ ଆଜି ସନ୍ଧ୍ୟାରେ ନବୀନ ନିବାସରେ ରାଜନୈତିକ ବ୍ୟାପାର କମିଟି–ପିଏସି ବୈଠକ ଅନୁଷ୍ଠିତ ହେବ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ପିଏସି ବୈଠକରେ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ସୁଦାମ ମାର୍ଣ୍ଡି, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରଣବପ୍ରକାଶ ଦାସ, ଟୁକୁନି ସାହୁ, ସସ୍ମିତ ପାତ୍ର ଓ ସନ୍ତୃପ୍ତ ମିଶ୍ର ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ଏଥିସହ ବିଗତ ତିନିଟି ଉପ ରାଷ୍ଟ୍ରପତି ନିର୍ବାଚନ ଦେଖିଲେ, ସମର୍ଥନ ନେଇ ବିଜେଡିର କୌଣସି ଏକ ନିର୍ଦ୍ଦିଷ୍ଟ ଧାରା ନାହିଁ । ବିଜେଡି ଏନଡିଏ ଛାଡ଼ିବା ପରଠାରୁ ସମଦୂରତା ନୀତିରେ ରହିଛି । କୌଣସି ଏକ ନିର୍ଦ୍ଦିଷ୍ଟ ଧାରାରେ ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂ କରି ନାହାନ୍ତି ବିଜେଡି ସାଂସଦ । ୨୦୨୨ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ କରିଥିଲା । ୨୦୧୭ରେ ଉପରାଷ୍ଟ୍ରପତି ନିର୍ବାଚନରେ ୟୁପିଏ ପ୍ରାର୍ଥୀ ଗୋପାଳକୃଷ୍ଣ ଗାନ୍ଧୀଙ୍କୁ ସମର୍ଥନ ଦେଇଥିଲା ।  ଜାଣିରଖନ୍ତୁ ଯେ, ୨୦୧୨ ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିଥିଲା ବିଜେଡି । ଏହି ନିର୍ବାଚନରେ ଭୋଟ୍ ଦେଇ ନଥିଲା ବିଜେଡି । ଏଥର ବିଜେଡି କ‘ଣ କରିବ? ସଂସଦରେ ଏନଡିଏର ୪୨୨ ସାଂସଦଙ୍କ ସମର୍ଥନ ରହିଛି । ଇଣ୍ଡିଆ ମେଣ୍ଟ ହାତରେ ରହିଛି ୩୧୩ ଜଣଙ୍କ ସମର୍ଥନ । ତେଣୁ ଏନଡିଏ ପ୍ରାର୍ଥୀ ସି ପି ରାଧାକ୍ରିଷ୍ଣନଙ୍କ ବିଜୟ ସୁନିଶ୍ଚିତ । ତଥାପି ୭ ବିଜେଡି ସାଂସଦ କାହାକୁ ଭୋଟେ ଦେବେ, ତାର ରାଜନୈତିକ ଗୁରୁତ୍ବ ବହନ କରୁଛି ।

Read more

ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମନୀତି : ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନଜନ୍ମ ନୀତି। ଭାଦ୍ରବ ଶୁକ୍ଳ ଦ୍ବାଦଶୀ ତିଥିରେ ବାମନଜନ୍ମ ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଆଜି ନୂଆପଇତା ଲାଗି କରାଯାଇଥାଏ । ଏହି ନୀତି ପାଇଁ ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ...

Read more

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର, ପତ୍ର ଉପରେ GST ୫%କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫...

Read more

ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ଭୁବନେଶ୍ବର ଏମ୍‌ସ ସ୍ଥାନାନ୍ତର

ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ଭୁବନେଶ୍ବର ଏମ୍‌ସ ସ୍ଥାନାନ୍ତର

କଟକ:  ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ । ଅଭିଜିତ୍ ଅସୁସ୍ଥ ଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍‌ସ ସ୍ଥାନାନ୍ତର କରାଯାଇଛି । ପ୍ରାରମ୍ଭିକ ଭାବେ...

Read more

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ: ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍‌କମିଟି ଗଠନକୁ ଅନୁମୋଦନ

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ: ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍‌କମିଟି ଗଠନକୁ ଅନୁମୋଦନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି ।...

Read more

ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି : ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା...

Read more

ବକେୟା ଦରମା ଦାବିରେ ସିଆରପି ସିଏମଙ୍କର ଆମରଣ ଅନଶନ

ବକେୟା ଦରମା ଦାବିରେ ସିଆରପି ସିଏମଙ୍କର ଆମରଣ ଅନଶନ

ବାଲେଶ୍ଵର (ଭିଓଭି),୨/୯ - ବାଲେଶ୍ଵର ଜିଲ୍ଲା ସିମୁଳିଆ ବ୍ଲକ ଅନ୍ତର୍ଗତ ମଇତାପୁର ଗ୍ରାମପଞ୍ଚାୟତ ଅଧିନ ମଇତାପୁର ଜିପିଏଲଏଫ ର ୧୩ ଜଣ ସିଆରପି ସିଏମ୍ ୨୧ ମାସର ବକେୟା ଦରମା ପାଇବା ପାଇଁ ଜିଲ୍ଲାପାଳ ଙ୍କ ଅଫିସ ସାମ୍ନାରେ ଆମରଣ ଅନଶନରେ...

Read more

ଉପ-ନିର୍ଦ୍ଦେଶକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିଦ୍ୟାଳୟ ପରିଦର୍ଶନ

ଉପ-ନିର୍ଦ୍ଦେଶକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିଦ୍ୟାଳୟ ପରିଦର୍ଶନ

ରଣପୁର, ୦୨/୦୯ : ଆଜି ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଉପ-ନିର୍ଦ୍ଦେଶକ ସୁଶ୍ରୀ ସଙ୍ଗୀତା ପଣ୍ଡା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ ପରିଦର୍ଶନ କରିଥିଲେ | ପରିଦର୍ଶନ ସମୟରେ...

Read more
Page 97 of 197 1 96 97 98 197

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.