ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ବିଜେଡି ମୁଖ୍ୟାଳୟ ଉପସଭାପତି...
Read moreଋଷିଆ : ଋଷିଆରେ ଭାରତୀୟ ଛାତ୍ରଙ୍କୁ ମାରାଣାସ୍ତ୍ରରେ ଆକ୍ରମଣ ହୋଇଛି । ମେଡିକାଲ କଲେଜ ହଷ୍ଟେଲରେ ପଶି ଏହି ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ୪ଜଣ ଭାରତୀୟ ଛାତ୍ର ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।...
Read moreମାଓବାଦୀ ଶେଷ କରିବାକୁ ମାଷ୍ଟର ପ୍ଲାନ । ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦ ସମ୍ପୂର୍ଣ୍ଣ ଶେଷ କରିବା ପାଇଁ ସରକାର ରଖିଥିବା ଲକ୍ଷ୍ୟକୁ ନେଇ ତିନି ଦିନିଆ ଛତିଶଗଡ଼ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗତକାଲି ରାୟପୁରରେ...
Read moreଭୁବନେଶ୍ୱର : ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ୧୯ରୁ ହେବ ମାଟ୍ରିକ ପରୀକ୍ଷା । ପରୀକ୍ଷାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପରୀକ୍ଷା ପରିଚାଳନାରେ କୌଣସି ଅବହେଳାକୁ ବରଦାସ୍ତ...
Read moreରଣପୁର ୦୭/୨: ଗତ ଦୁଇଦିନତଳେ କେରଣ୍ଡାଟାଙ୍ଗୀ ପଞ୍ଚାୟତ କୁକୁଡାଝରି ଗ୍ରାମରେ ଦନ୍ତା ହାତୀ ଜଣକୁ ଆକ୍ରମଣ କରିଥିବା ବେଳେ ସେ ଡାକ୍ତରଖାନା ରେ ଚିକିଶ୍ଚିତ ହେଉ ଛନ୍ତି l ଶୁକ୍ରବାର ରାତ୍ର ୮ଟାବେଳେ ମହତପଲ୍ଲା ଗ୍ରାମପଞ୍ଚାୟତ ର ବିରୁଡ଼ା ଗ୍ରାମ କୋଠଘର...
Read moreନାବାଳିକା ଗର୍ଭବତୀ କ୍ଷେତ୍ରରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଯଦି ପୀଡ଼ିତା ଛୁଆ ଜନ୍ମ କରିବାକୁ ଚାହୁଁ ନ ଥିବେ ତେବେ ତାଙ୍କୁ ବାଧ୍ୟ କରଯାଇପାରିବ ନାହିଁ । ଏମିତିକି ଗର୍ଭବସ୍ଥାର ୩୦ ସପ୍ତାହ ଅର୍ଥାତ ଶେଷ ସମୟରେ ବି ସ୍ବଇଚ୍ଛାରେ...
Read moreନୂଆଦିଲ୍ଲୀ: ୨୫% ରୁଷିଆ ତେଲ ପେନାଲଟି ଶେଷ । ରୁଷିଆରୁ ଭାରତ ତେଲ କିଣିବା ଉପରେ ଲାଗୁ ୨୫% ପେନାଲଟି ହଟାଇଲେ ଟ୍ରମ୍ପ । ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମାରେ ସ୍ୱାକ୍ଷର କରିଛନ୍ତି । ଗତ ଅଗଷ୍ଟରୁ...
Read moreନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଉଛନ୍ତି । ଏହାକୁ ନେଇ ମାଲେସିଆରେ ଥିବା ଭାରତୀୟ ସମ୍ପ୍ରଦାୟ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି...
Read moreସୁଦାନ : ସୁଦାନର ଲୋକପ୍ରିୟ ପାରାମିଲିଟ୍ରି ଗ୍ରୁପ ରାପିଡ ସପୋର୍ଟ ଫୋର୍ସେସ ମଧ୍ୟ ସୁଦାନ ଉପରେ ବଡ଼ ଆକ୍ରମଣ କରିଛି । ଆଜି ଶନିବାରରେ ମଧ୍ୟ ସୁଦାନରେ ବିସ୍ଥାପିତ ପରିବାରକୁ ନେଇ ଯାଉଥିବା ଏକ ଗାଡ଼ି ଉପରେ ଆକ୍ରମଣ ହୋଇଛି । ଏହି...
Read moreଭୁବନେଶ୍ବର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ । ଏଥିରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। ଭୁବନେଶ୍ୱର,...
Read moreCopyright © 2023.