ମୁଖ୍ୟ ଖବର

କେବଳ ତେଲ ପାଇଁ ଯୁଦ୍ଧ, ଟ୍ରମ୍ପଙ୍କୁ କମଲା ହାରିସଙ୍କ ଖୋଲା ଚ୍ୟାଲେଞ୍ଜ

କେବଳ ତେଲ ପାଇଁ ଯୁଦ୍ଧ, ଟ୍ରମ୍ପଙ୍କୁ କମଲା ହାରିସଙ୍କ ଖୋଲା ଚ୍ୟାଲେଞ୍ଜ

ଆମେରିକା : ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କଲେ କମଲା ହାରିସ୍ । କେବଳ ତେଲ ଓ ନିଜକୁ ଜଣେ ଶକ୍ତିଶାଳୀ ନେତା ଭାବେ ଦେଖାଇବା ଟ୍ରମ୍ପଙ୍କ ଏକ ଜିଦ୍ ବୋଲି କହିଛନ୍ତି କମଲା । ଏହା ଆମେରିକା ପାଇଁ ବିପଜ୍ଜନକ । ମାଦୁରୋଙ୍କ...

Read more

ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍, କଟକଣା ଲଗାଇଛନ୍ତି ସରକାର

ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍, କଟକଣା ଲଗାଇଛନ୍ତି ସରକାର

ଭୁବନେଶ୍ବର: ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍ । ଏଣିକି ସରକାରୀ ଅଫିସରେ ରିଲ୍ସ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ ।  ସରକାରୀ ଅଫିସ୍ ରେ ରିଲ୍ସ କରିବା ଉପରେ କଟକଣା ଲଗାଇଛନ୍ତି ସରକାର । ଲୋକସେବା ଭବନ, ରାଜୀବ ଭବନ ଓ ଖାରବେଳ ଭବନରେ ରିଲ୍ସ ମନା ହୋଇଛି ।  ସେହିପରି ସମ୍ବେଦନଶୀଳ ସରକାରୀ ପ୍ରତିଷ୍ଠାନରେ ମଧ୍ୟ ରିଲ୍ସ କରିବା ଉପରେ କଟକଣା ଲାଗିଛି ।  ଭିଡିଓ, ଫଟୋ ସୋସିଆଲ ମିଡିଆରେ ଅପଲୋଡିଂ କରିପାରିବେ ନାହିଁ । ଏନେଇ ଗୃହ ବିଭାଗ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ସମସ୍ତ ସରକାରୀ କର୍ମଚାରୀ, ଅଧିକାରୀ ଓ ଭିଜିଟର୍ସଙ୍କ ପାଇଁ କଟକଣା ଲାଗୁ ହୋଇଛି । ନିୟମ ଉଲ୍ଲଙ୍ଘନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି । ଏଭଳି କାର୍ଯ୍ୟକଳାପ ଦ୍ୱାରା ଶାସନ ବ୍ୟବସ୍ଥାର ଗୁରୁତ୍ୱ ଏବଂ ଅଫିସ ଶୃଙ୍ଖଳା ପ୍ରଭାବିତ ହେବା ଆଶଙ୍କା ରହିଛି। ଭିତର ଦୃଶ୍ୟ ସୋସିଆଲ ମିଡିଆରେ ପ୍ରସାରିତ ହେବା ସୁରକ୍ଷା ଦୃଷ୍ଟିକୋଣରୁ ବିପଜ୍ଜନକ ।

Read more

ଶ୍ରୀମନ୍ଦିରରେ ଠେଲାପେଲା, ଦର୍ଶନ ବନ୍ଦ

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ: ଶ୍ରୀମନ୍ଦିରରେ ଠେଲାପେଲା ସ୍ଥିତି ।  କିଛି ସମୟ ବନ୍ଦ ରହିଥିଲା ଦର୍ଶନ ।  ମନ୍ଦିର କମାଣ୍ଡରଙ୍କୁ ସ୍ବତନ୍ତ୍ର ସୁରକ୍ଷାକର୍ମୀଙ୍କ ଧକ୍କା ।  ସେବକ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି ।  ଯାହାକୁ ନେଇ ସାତ ପାହାଚ ଧାଡ଼ି ଦର୍ଶନ ବନ୍ଦ...

Read more

ଆମ ବସ୍ ଧକ୍କା ମୃତ୍ୟୁ ଘଟଣା, ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆମ ବସ୍ ଧକ୍କା ମୃତ୍ୟୁ ଘଟଣା, ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆମ ବସ୍ ’ ଧକ୍କାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ ।  ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୋହନ ମାଝୀ ।  ସିଏମ ରିଲିଫ ପାଣ୍ଠିରୁ ୪...

Read more

ଆମ ବସ୍ ଦୁର୍ଘଟଣା, ବସ୍ ଡ୍ରାଇଭରଙ୍କ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ ଯାଞ୍ଚ

ଆମ ବସ୍ ଦୁର୍ଘଟଣା, ବସ୍ ଡ୍ରାଇଭରଙ୍କ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ ଯାଞ୍ଚ

ଭୁବନେଶ୍ବର : ଭୁବନେଶ୍ବରରେ ଆମ ବସ୍ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା ପରେ ତତ୍ପର ହୋଇଛି ପରିବହନ ବିଭାଗ । ସ୍ବତନ୍ତ୍ର ଏନଫୋର୍ସଟିମ୍ ପକ୍ଷରୁ ଚାଲିଛି ଯାଞ୍ଚ କଡ଼ାକଡ଼ି । ଆମ ବସ୍ ର ଗାଡ଼ି ଫିଟନେସ୍, ଡ୍ରାଇଭରଙ୍କ ସ୍ଥିତି ଓ...

Read more

ବିସିସିଆଇର ନିର୍ଦ୍ଦେଶ, KKR ରୁ ବିଦା ହେବେ ବାଂଲାଦେଶୀ କ୍ରିକେଟର

ବିସିସିଆଇର ନିର୍ଦ୍ଦେଶ, KKR ରୁ ବିଦା ହେବେ ବାଂଲାଦେଶୀ କ୍ରିକେଟର

କୋଲକତା : ବାଂଲାଦେଶରେ ହିନ୍ଦୁ ବିରୋଧୀ ଘଟଣା ପରେ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରେହମାନଙ୍କୁ ନେଇ ଚର୍ଚ୍ଚା । ଆଇପିଏଲ୍ ୨୦୨୬ରେ ଅଂଶଗ୍ରହଣ କରିପାରିବେ ନାହିଁ ମୁସ୍ତାଫିଜୁର ରେହମାନ । ବିସିସିଆଇର ସଚିବ ଦେବଜିତ ସାଇକିଆ ଏନେଇ ସ୍ପଷ୍ଟ କରିଛନ୍ତି ।...

Read more

ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର, ୧୪  ମାଓବାଦୀ ନିପାତ

ଏନକାଉଣ୍ଟରରେ ୫ ହାର୍ଡକୋର ମାଓବାଦୀ ନିପାତ

ଭୁଷୁଡ଼ୁଛି ଲାଲଗଡ଼। ୧୪  ମାଓବାଦୀ ନିପାତ । ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର ହୋଇଛି । କୋଣ୍ଟା କିସ୍ତରାମ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୧୨ ମାଓବାଦୀ । ଘଟଣାସ୍ଥଳରୁ ଏକେ...

Read more

ରୁପାଲି ଛକରେ ଅଟୋକୁ ଧକ୍କା ଦେଲା ଆମ ବସ୍ , ଚାଳକଙ୍କ ମୃତ୍ୟୁ

ରୁପାଲି ଛକରେ ଅଟୋକୁ ଧକ୍କା ଦେଲା ଆମ ବସ୍ , ଚାଳକଙ୍କ ମୃତ୍ୟୁ

ଭୁବନେଶ୍ୱର: ଅଟୋକୁ ଧକ୍କା ଦେଲା ଆମ ବସ୍ । ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ ପଛପଟେ ଆସି ଧକ୍କା ଦେଇଥିଲା ଆମ ବସ୍ । ଅଟୋରେ ମୋଟ ୩...

Read more

ନୂଆ ରୂପ ପାଇବ ଲୋକସେବା ଭବନ, ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା

ହାଇ ଆଲର୍ଟରେ ଲୋକସେବା ଭବନ, ସମସ୍ତ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ପହଞ୍ଚିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ନୂଆ ରୂପ ପାଇବ ଲୋକସେବା ଭବନ। ସମ୍ପୂର୍ଣ୍ଣ ଲୋକସେବା ଭବନର ହେବ ପୁନଃବିନ୍ୟାସ । ଏନେଇ ଡିପିଆର ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି । ଚଳିତ ବର୍ଷ ଶେଷ ସୁଦ୍ଧା ପୂରା ଲୋକସେବା ଭବନ ପୁନଃବିନ୍ୟାସ...

Read more

ଉତ୍ତରାଖଣ୍ଡ ଆର୍ମି କ୍ୟାମ୍ପରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଅନେକ ଉପକରଣ

ଉତ୍ତରାଖଣ୍ଡ ଆର୍ମି କ୍ୟାମ୍ପରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଅନେକ ଉପକରଣ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଚମୋଲି ଜିଲ୍ଲାର ଜୋଶୀମଠ ଓଲି ରୋଡରେ ଥିବା ଏକ ଆର୍ମି କ୍ୟାମ୍ପରେ ଅଗ୍ନିକାଣ୍ଡ । ଆର୍ମି କ୍ୟାମ୍ପ ଭିତରେ ଥିବା ଏକ ଷ୍ଟୋରରେ ଭୟଙ୍କର ନିଆଁ ଲାଗିଛି । ଘଟଣା ସ୍ଥଳରେ ଫାୟାର ବ୍ରିଗେଡ ଟିମ୍ ପହଞ୍ଚି ନିଆଁକୁ...

Read more
Page 147 of 730 1 146 147 148 730

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.