ମୁଖ୍ୟ ଖବର

ସୋଆ ପକ୍ଷରୁ ଚେନ୍ନାଇରେ ‘ଆଲିସିପ୍‌++ ୨.୦’ ଆୟୋଜିତ

ସୋଆ ପକ୍ଷରୁ ଚେନ୍ନାଇରେ ‘ଆଲିସିପ୍‌++ ୨.୦’ ଆୟୋଜିତ

ଭୁବନେଶ୍ୱର; ଶିଳ୍ପ ଓ ଶିକ୍ଷାନୁଷ୍ଠାନ ମଧ୍ୟରେ ସହଯୋଗକୁ ଆହୁରି ସୁଦୃଢ଼ କରିବା ସହ ସମାବେଶୀ ନେତୃତ୍ୱକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଶୁକ୍ରବାର ଚେନ୍ନାଇଠାରେ ‘ଆଲିସିପ୍‌++ ୨.୦’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ‘ପ୍ରାକ୍ଟିସିଂ...

Read more

ସୋଆ ବିଶ୍ୱବିଦ୍ୟାଳୟରେ “ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ” ଆୟୋଜିତ

ସୋଆ ବିଶ୍ୱବିଦ୍ୟାଳୟରେ “ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ” ଆୟୋଜିତ

ଭୁବନେଶ୍ୱର: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱବିଦ୍ୟାଳୟ ଅଡିଟୋରିୟମ୍‌‌ରେ ରବିବାର "ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ" କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଯୁବ ସମାଜକୁ ନିଶାଦ୍ରବ୍ୟର କୁପ୍ରଭାବ ସଂପର୍କରେ ସଚେତନ କରିବା ଏବଂ ନିଶାମୁକ୍ତ ଭାରତ...

Read more

ବିଭିନ୍ନ ବିଦ୍ୟାଳୟରେ ଅଭିଭାବକ–ଶିକ୍ଷକ ବୈଠକ ଅନୁଷ୍ଠିତ

ବିଭିନ୍ନ ବିଦ୍ୟାଳୟରେ ଅଭିଭାବକ–ଶିକ୍ଷକ ବୈଠକ ଅନୁଷ୍ଠିତ

ରଣପୁର, ୪/୮ : ରଣପୁର ବ୍ଲକ ଅନ୍ତର୍ଗତ ଗୌରାଙ୍ଗପୁର କ୍ଲଷ୍ଟରର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ଓ ନରସିଂହପୁର କ୍ଲଷ୍ଟର ନାଟିମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟରେ ଅଭିଭାବକ–ଶିକ୍ଷକ ବୈଠକ (PTM) ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ...

Read more

ପତଞ୍ଜଳି ପକ୍ଷରୁ ଜଡ଼ିବୁଟି ଦିବସ ପାଳିତ

ପତଞ୍ଜଳି ପକ୍ଷରୁ ଜଡ଼ିବୁଟି ଦିବସ ପାଳିତ

କଟକ, ପତଞ୍ଜଳି ଯୋଗପୀଠ ପକ୍ଷରୁ ଆଚାର୍ଯ୍ୟ ବାଳକୃଷ୍ଣଙ୍କ ଜନ୍ମଦିନକୁ ସାରାଦେଶରେ ଜଡ଼ିବୁଟି ଦିବସ ଭାବେ ପାଳନ କରାଯାଇଛି। ଏହି ଉପଲକ୍ଷେ ପତଞ୍ଜଳି କିଷାନ ସେବା ସମିତି ଆନୁକୁଲ୍ୟରେ ତେଲେଙ୍ଗାପେଣ୍ଠ ସ୍ଥିତ ଗାନ୍ଧୀ ସ୍ମୃତି ପୀଠ ଠାରେ ଜିଲ୍ଲା ସ୍ତରୀୟ ଜଡ଼ିବୁଟି ଦିବସ...

Read more

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

ଚେନ୍ନାଇ: ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ଅରୁଚିକର ମନ୍ତବ୍ୟ ଦେବା ପରେ ଡିଏମକେ ନେତା ଉଦୟନିଧି ଷ୍ଟାଲିନ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ଏଫଆଇଆର ରୁଜୁ ହେବା ପରେ ଚେନ୍ନାଇସ୍ଥିତ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, କାବେରୀ ଜଳ ବିବାଦକୁ...

Read more

ସରକାରଙ୍କ ବଡ଼ ପଦକ୍ଷେପ, ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା

ଫ୍ରିବିଜ୍ ପ୍ରସଙ୍ଗରେ କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ କଡ଼ା ଟିପ୍ପଣୀ, ‘ମାଗଣା ଯୋଜନା ଯୋଗୁ କାମ କରିବାକୁ ବିମୁଖ ଲୋକେ’

ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ ସୋମବାର ଲୋକସଭାରେ ବାଚନିକା ଭୋଟରେ ପାରିତ ହୋଇଛି। ବିଲଟିକୁ ଆଇନ ଓ ନ୍ୟାୟମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ...

Read more

ହୀରାକୁଦର ୧୩ ଗେଟ୍ ଖୋଲା, କମିଲା ତଳମୁଣ୍ଡରେ ଜଳପ୍ରବାହ

ହୀରାକୁଦର ୧୩ ଗେଟ୍ ଖୋଲା, କମିଲା ତଳମୁଣ୍ଡରେ ଜଳପ୍ରବାହ

ଭୁବନେଶ୍ବର: ହୀରାକୁଦର ୧୩ ଗେଟ୍ ଖୋଲା ।  ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ହ୍ରାସ ପାଉଛି।  ଆଜି ସକାଳ ୬ଟା ସୁଦ୍ଧା ଜଳସ୍ତର ୬୧୮.୭୧ ଫୁଟରେ ପହଞ୍ଚିଛି । ବର୍ତ୍ତମାନ ବନ୍ଧର ୧୩ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଯେଉଁଥିରୁ...

Read more

ଯୁବପିଢ଼ିଙ୍କୁ ରାଷ୍ଟ୍ରପତିଙ୍କ ବଡ଼ ବାର୍ତ୍ତା, ବିକଶିତ ଭାରତ ପାଇଁ ଦକ୍ଷ ଯୁବଶକ୍ତି ଆବଶ୍ୟକ

ଯୁବପିଢ଼ିଙ୍କୁ ରାଷ୍ଟ୍ରପତିଙ୍କ ବଡ଼ ବାର୍ତ୍ତା, ବିକଶିତ ଭାରତ ପାଇଁ ଦକ୍ଷ ଯୁବଶକ୍ତି ଆବଶ୍ୟକ

କଟକ: ବିକଶିତ ଓଡ଼ିଶା, ବିକଶିତ ଭାରତ ପାଇଁ ଦକ୍ଷ ଯୁବଶକ୍ତି ଆବଶ୍ୟକ। କଟକରୁ ଯୁବପିଢିଙ୍କୁ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଟକ ବାଆଁରା ଠାରେ ନବନିର୍ମିତ ଜଗଦ୍ ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି...

Read more

ସ୍ୱତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ୱତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଟ୍ରେନରେ ବ୍ରହ୍ମପୁର ଅଭିମୁଖେ ରାଷ୍ଟ୍ରପତି । ସ୍ୱତନ୍ତ୍ର ଟ୍ରେନ୍ ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାତ୍ରା । ଭୁବନେଶ୍ୱରରୁ ଟ୍ରେନ୍ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି । ସ୍ୱତନ୍ତ୍ର ଟ୍ରେନରେ ଭୁବନେଶ୍ୱରରୁ ବ୍ରହ୍ମପୁର ଗସ୍ତ ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

Read more

ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, ସ୍ପେଶାଲ ଟ୍ରେନରେ କରିବେ ଯାତ୍ରା

ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, ସ୍ପେଶାଲ ଟ୍ରେନରେ କରିବେ ଯାତ୍ରା

ଭୁବନେଶ୍ୱର : ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ଆଜିଠାରୁ ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଗସ୍ତ । କଟକ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ଆସିବେ ରାଷ୍ଟ୍ରପତି ଦ୍ରୌପଦୀ...

Read more
Page 18 of 730 1 17 18 19 730

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.