ମୁଖ୍ୟ ଖବର

ମହିଳା କନେଷ୍ଟବଳ ଶୁଭମିତ୍ରା ହତ୍ୟା ଘଟଣାର ନୂଆ ମୋଡ଼, ଟଙ୍କା ପାଇଁ ପ୍ରଥମ ପତ୍ନୀଙ୍କୁ ବି ହତ୍ୟା କରିଥିଲା ଦୀପକ

ମହିଳା କନେଷ୍ଟବଳ ଶୁଭମିତ୍ରା ହତ୍ୟା ଘଟଣାର ନୂଆ ମୋଡ଼, ଟଙ୍କା ପାଇଁ ପ୍ରଥମ ପତ୍ନୀଙ୍କୁ ବି ହତ୍ୟା କରିଥିଲା ଦୀପକ

ଭୁବନେଶ୍ୱର : ବୀମା ପାଇଁ ବଳିପଡିଲେ କି ଶୁଭମିତ୍ରା ।  ବୀମା ଟଙ୍କା ପାଇବା ପାଇଁ ସେ ତାଙ୍କ ପ୍ରଥମ ପତ୍ନୀଙ୍କୁ ହତ୍ୟା କରିଥିବା ଚର୍ଚ୍ଚାକୁ ଆସିଛି । ତାଙ୍କ ନାଁରେ ୧ କୋଟି ଟଙ୍କାର ଟର୍ମ ଲାଇଫ ଇନ୍ୟୁସରାନ୍ସ ଥିଲା । ...

Read more

ଆଜିଠୁ ରାଜଧାନୀରେ ବୁଲା କୁକୁର ଗଣନା, BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି

ଆଜିଠୁ ରାଜଧାନୀରେ ବୁଲା କୁକୁର ଗଣନା, BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି

ଭୁବନେଶ୍ୱର : ଆଜିଠୁ ରାଜଧାନୀରେ ବୁଲାକୁକୁର ଗଣତି । ରାଜ୍ୟରେ ପ୍ରଥମ ଥର ପାଇଁ ବିଏମସି ପକ୍ଷରୁ ବୁଲା କୁକୁର ଗଣନା ଆରମ୍ଭ ହୋଇଛି ।  BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି । ୨୫ ତାରିଖ ପର୍ଯ୍ୟନ୍ତ ବିଏମସିର...

Read more

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ଦିଆଯିବ ପ୍ରାଥମିକତା

ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ଵର : ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ...

Read more

ଅର୍ଚ୍ଚନାଙ୍କୁ ଓକିଲାତି ପେଶାରୁ କରାଯାଇଛି ନିଲମ୍ବନ, ସୂଚନା ଦେଲେ ରାଜ୍ୟ ଆଇନଜୀବୀ ପରିଷଦର ଅଧ୍ୟକ୍ଷ

ଅର୍ଚ୍ଚନାଙ୍କୁ ଓକିଲାତି ପେଶାରୁ କରାଯାଇଛି ନିଲମ୍ବନ, ସୂଚନା ଦେଲେ ରାଜ୍ୟ ଆଇନଜୀବୀ ପରିଷଦର ଅଧ୍ୟକ୍ଷ

ଭୁବନେଶ୍ୱର : ଅର୍ଚ୍ଚନା ନାଗ ଓକିଲାତି ପେଶାରୁ ନିଲମ୍ବିତ ।  ନିଲମ୍ବନ କଲେ ରାଜ୍ୟ ଆଇନଜୀବୀ ପରିଷଦ।  ତଥ୍ୟ ଗୋପନ ରଖି ଓକିଲାତି ଲାଇସେନ୍ସ ହାତେଇ ଥିଲେ ଅର୍ଚ୍ଚନା ।  ତାଙ୍କ ନାମରେ କୌଣସି ଫୌଜଦାରୀ ମାମଲା ନ ଥିବା ଦର୍ଶାଇ ଥିଲେ। ...

Read more

ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରା,ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଲେ ଶାଳିନୀ ପଣ୍ଡିତ

ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରା,ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଲେ ଶାଳିନୀ ପଣ୍ଡିତ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରା ।  ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ ଆଜି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ଛାତ୍ରଛାତ୍ରୀଙ୍କୁ ମାଗଣା ବସ୍ ଯାତ୍ରା...

Read more

ପତଞଳି ଯୋଗ କେନ୍ଦ୍ର ପକ୍ଷରୁ ବୃକ୍ଷ ରୋପଣ

ପତଞଳି ଯୋଗ କେନ୍ଦ୍ର ପକ୍ଷରୁ ବୃକ୍ଷ ରୋପଣ

କଟକ : କଟକ, ଗାନ୍ଧି ପଲ୍ଲୀ ଯାଚକେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଥିବା ପତଞଳି ଯୋଗ କେନ୍ଦ୍ର ଠାରେ ଯୋଗ ଶିକ୍ଷକ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ବିଭିନ୍ନ ଔଷଧୀୟ ଚାରା ରୋପଣ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସସ୍ମିତା ପ୍ରଧାନ, ଖୁଲଣା ବଳ,...

Read more

କଂଗ୍ରେସକୁ ଝଟକା, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ଏଆଇ ଭିଡିଓ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଲେ ପାଟନା ହାଇକୋର୍ଟ

କଂଗ୍ରେସକୁ ଝଟକା, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ଏଆଇ ଭିଡିଓ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଲେ ପାଟନା ହାଇକୋର୍ଟ

ବିହାର : କଂଗ୍ରେସ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ କଂଗ୍ରେସକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ...

Read more

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ଟ୍ରମ୍ପ, କହିଲେ କିଛି ଏପରି କଥା…

ଚୀନ୍, କାନାଡାକୁ ବଡ ଝଟକା ଦେଲା ଆମେରିକା, କିନ୍ତୁ ଭାରତ ସହ ବନ୍ଧୁତା ବଜାୟ ରଖିଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦୀଙ୍କ ଜନ୍ମଦିନ ଅବସରରେ ସେ ତାଙ୍କୁ ଫୋନ୍ କରିଥିଲେ । ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ମୋଦୀଙ୍କ ଉଦ୍ୟମ...

Read more

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ, ମାଷ୍ଟରକ୍ୟାଣ୍ଟିନରେ ସ୍ବଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ, ମାଷ୍ଟରକ୍ୟାଣ୍ଟିନରେ ସ୍ବଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୫ ବର୍ଷ ବୟସରେ ପାଦ ଦେଲେ ମୋଦି । ଏହି ଅବସରରେ ଦେଶର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଛି। ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ସ୍ବଛ ଭାରତ ଅଭିଯାନ କାର୍ଯ୍ୟକ୍ରମ...

Read more

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ରହିଛି ମୋଟ୍ ୭ଟି କାର୍ଯ୍ୟଦିବସ

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ରହିଛି ମୋଟ୍ ୭ଟି କାର୍ଯ୍ୟଦିବସ

ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସରଗରମ ହେବ ଅଧିବେଶନ ।  ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି...

Read more
Page 211 of 729 1 210 211 212 729

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.