ଦନ୍ତେୱାଡା : ଛତିଶଗଡ଼ର ଦନ୍ତେୱାଡାରେ ଏକ ଆଇଇଡି ବିସ୍ଫୋରଣ ଘଟିଛି । ଦନ୍ତେୱାଡାର ମାଲେଭାହି ଶିବିରରୁ ୮୦୦ ମିଟର ଦୂରରେ ନକ୍ସଲମାନେ ଲଗାଇଥିବା ଆଇଇଡି ବାହିନୀର ଅଞ୍ଚଳ ଦଖଲ ସମୟରେ ଏହି ବିସ୍ଫୋରଣ ହୋଇଥିଲା । ଚାପ ଆଇଇଡି ବିସ୍ଫୋରଣରେ ସିଆରପିଏଫ ୧୯୫...
Read moreନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ ଅତିରିକ୍ତ...
Read moreକାଠମାଣ୍ଡୁ : ନେପାଳରେ କେପି ଶର୍ମା ଓଲିଙ୍କ ଇସ୍ତଫା ଦେବା ପରେଏବେ ଅନ୍ତରୀଣ ସରକାରଙ୍କ ମୁଖ୍ୟଙ୍କ ନାମ ଉପରେ ଏକ ସହମତି ହୋଇଛି । ବାଲେନ ଶାହ ଏବଂ ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କିଙ୍କ ପ୍ରତ୍ୟାହାର ପରେ, ନେପାଳର ଜେନ-ଜେଡ ଆନ୍ଦୋଳନକାରୀମାନେ...
Read moreଭୁବନେଶ୍ୱର : ପୁଣି ଭିଜିବ ଓଡିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷା ସମ୍ଭାବନା । ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ୧୬ ତାରିଖ...
Read moreନୂଆଦିଲ୍ଲୀ : ନୂଆଦିଲ୍ଲୀ ଅର୍ନ୍ତଜାତୀୟ ବିମାନବନ୍ଦରରୁ ସିଙ୍ଗାପୁରୁକୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଫଳରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି । ବିମାନ କ୍ୟାବିନରେ ତାପମାତ୍ରା ସମସ୍ୟା କାରଣରୁ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦେଇଥିଲେ କ୍ୟାବିନ କ୍ରୁ...
Read moreଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ଦିଆଯାଇଛି । କେଉଁ ତାରିଖରେ ଓଡ଼ିଶା ଆସିବେ ତାହା କିଛି ଦିନ ମଧ୍ୟରେ ସ୍ପଷ୍ଟ ହୋଇପାରେ...
Read moreଭୁବନେଶ୍ୱର : ୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ । ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ । ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା । ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି...
Read moreଭୁବନେଶ୍ବର: ଭୁବନେଶ୍ବରରେ ହେବ ଆଦର୍ଶ ଗୋଶାଳା । ୪୦ କୋଟି ବ୍ୟୟରେ ଗୋଶାଳା ନିର୍ମାଣ କରାଯିବ । ଭୁବନେଶ୍ବରର ବୁଲା ଗାଈଗୋରୁଙ୍କୁ ସେଠାରେ ରଖାଯିବ । ରାଜଧାନୀକୁ ସମ୍ପୂର୍ଣ୍ଣ ଭାବେ ବୁଲା ଗାଈଗୋରୁ ମୁକ୍ତ କରାଯିବ । ଆଦର୍ଶ ଗୋଶାଳା ପାଇଁ ଜମି...
Read moreନୂଆଦିଲ୍ଲୀ: ନରମିଲେ ଟ୍ରମ୍ପ । ଭାରତ ସହ ଟାରିଫ ବିବାଦର ସମାଧାନ ପାଇଁ ଆଗ୍ରହୀ । ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିବେ ଟ୍ରମ୍ପ । ଆମେରିକା-ଭାରତ ବାଣିଜ୍ୟିକ ବୁଝାମଣା ଜାରି ରହିବ । ଏନେଇ ଘୋଷଣା କରିଛନ୍ତି ଆମେରିକା...
Read moreପୁରୀ : ପୁଣି ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ଭିତରକୁ ଚପଲ ପିନ୍ଧି ପ୍ରବେଶ ପାଇଁ ଯୁବକଙ୍କ ଉଦ୍ୟମ । ସିଂହଦ୍ଵାର ବନ୍ଦ ଥିବା ସମୟରେ ଯୁବକ ଜଣକ ଏଭଳି ଉଦ୍ୟମ କରିଥିଲେ । ତେବେ ସୁରକ୍ଷା ଦାୟିତ୍ବରେ ଥିବା ପୋଲିସ ଓ...
Read moreCopyright © 2023.