ମୁଖ୍ୟ ଖବର

୪ର୍ଥ ଟେଷ୍ଟରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା; ୬ ସପ୍ତାହ ବିଶ୍ରାମ ନେବାକୁ କହିଲେ ଡାକ୍ତର

୪ର୍ଥ ଟେଷ୍ଟରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା; ୬ ସପ୍ତାହ ବିଶ୍ରାମ ନେବାକୁ କହିଲେ ଡାକ୍ତର

ନୂଆଦିଲ୍ଲୀ : ଟିମ୍ ଇଣ୍ଡିଆକୁ ୪ର୍ଥ ଟେଷ୍ଟରେ ବଡ଼ ଝଟକା ଳାଗିଛି । ଟିମର ଷ୍ଟାର ବ୍ୟାଟର ତଥା ଉପ ଅଧିନାୟକ ରିଷଭ ପନ୍ତ ଆହତ ଜନିତ ସମସ୍ୟା ଯୋଗୁଁ ବାକି ଥିବା ମ୍ୟାଚରେ ୱିକେଟ କିପିଂ କରିବେ ନାହିଁ ।...

Read more

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିର ପ୍ରଶାସନ ଏବଂ ଦଇତାପତି ନିଯୋଗ ମୁହାଁମୁହିଁ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଚିତାଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ଣ ୨ଟା ୩୦ ରୁ ସନ୍ଧ୍ୟା ୬ଟା ୩୦ ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ...

Read more

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ।...

Read more

ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ

ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ ଏକ ସ୍ପଷ୍ଟ ଚିହିନ୍ତ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି...

Read more

 ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ, ସମସ୍ତ ଯାତ୍ରୀ ସୁରକ୍ଷିତ

 ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ, ସମସ୍ତ ଯାତ୍ରୀ ସୁରକ୍ଷିତ

ସମ୍ୱଲପୁର: ଟ୍ରାକରୁ ଖସିଲା ଟ୍ରେନ୍  । ଶାଲିମାର-ସମ୍ୱଲପୁର ମହିମା ଗୋସ୍ବାମୀ ଏକ୍ସପ୍ରେସ୍ ଲାଇନଚ୍ୟୁତ । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରେନଟି ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ଜେନେରାଲ୍ କୋଚର ଗୋଟିଏ ବଗି ଡିରେଲ...

Read more

ରାଜ୍ୟରେ ପ୍ରତିଷ୍ଠା ହେବ OISFର ତୃତୀୟ ଓ ଚତୁର୍ଥ ବାଟାଲିୟନ୍, ସୃଷ୍ଟି ହେବ ୧୯୪୪ଟି ନୂଆ ପଦବୀ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ୱର : ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ ହେବ ।  ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ ।...

Read more

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଆଜି ଲଘୁଚାପ  । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ...

Read more

ଆସନ୍ତାକାଲି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ : ଆସନ୍ତାକାଲି ଚିତାଲାଗି ଅମାବାସ୍ୟା ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ...

Read more

ସ୍ବର ଉତ୍ତୋଳନ କଲେ ନ୍ୟାୟ ନିଶ୍ଚିତ ମିଳିବ: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାରେ ଯେଉଁମାନେ ଟଙ୍କା ପାଇନାହାନ୍ତି, ସେମାନେ ବ୍ୟାଙ୍କକୁ ଯାଆନ୍ତୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ଭୁବନେଶ୍ୱର : ଶିକାର ହେଲେ ବିରୋଧ କର ।  ନାରୀଙ୍କ ସୁରକ୍ଷା ସରକାରଙ୍କ ପ୍ରାଥମିକତା ।  ଲୋକସେବା ଭବନରେ କର୍ମକ୍ଷେତ୍ରରେ ଯୌନ ନିର୍ଯାତନା ନିବାରଣ କର୍ମଶାଳାରେ ଉଦବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ପୁଅ ଭିତରେ ପାତର ଅନ୍ତର...

Read more

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ: ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ହେଲେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ: ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ହେଲେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର: ପ୍ରଥମେ ପୁରୀ ଜିଲ୍ଲାପାଳ ଥିବା ବିଜୟ କୁମାର ଦାଶ ନିର୍ବାଚନ ସମୟରେ ସି ଏମ୍ ସି କମିଶନର ଭାବେ ଓ ପରେ ପରେ ଗଜପତି ଜିଲ୍ଲାର ଜିଲ୍ଲାପାଳ ଭାବେ ଯୋଗ ଦେଇ ଜିଲ୍ଲାରେ ଚାଲିଥିବା ସୀମା ବିବାଦର ସମାଧାନ ପାଇଁ...

Read more
Page 244 of 728 1 243 244 245 728

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.