ଭୁବନେଶ୍ବର : କଲବଲ କରୁଛି ଅସହ୍ୟ ଗୁଳୁଗୁଳି ସହ ତାତି । ଭୁବନେଶ୍ବରରେ ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଲା ତାତି । ଭୁବନେଶ୍ବରରେ ୮୧% ଆର୍ଦ୍ରତା ରେକର୍ଡ ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ଅତ୍ୟନ୍ତ...
Read moreମୁମ୍ବାଇ: ମହାରାଷ୍ଟ୍ରର ଥାନେରେ ବଡ଼ ରେଳ ଦୁର୍ଘଟଣା । ଥାନେର ମୁମ୍ବାଇ ରେଲୱେ ଷ୍ଟେସନରୁ ସିଏସଏମଟି ଅଭିମୁଖେ ଯାଉଥିବା ଲୋକାଲ୍ ଟ୍ରେନରୁ ଅନେକ ଯାତ୍ରୀ ଧାରଣାକୁ ଖସି ପଡିଥବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ପରେ ରେଲୱେ...
Read moreପୁରୀ : ଶ୍ରୀମନ୍ଦିର ପାଇଁ ଆରମ୍ଭ ହେବ ଡିଜିଟାଲ ହୁଣ୍ଡି । ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ...
Read moreନୂଆଦିଲ୍ଲୀ: ବଢ଼ୁଛି କରୋନା ଡର । ଦେଶରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୬ ହଜାର ଟପିଲା । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସୂଚନା ମୁତାବକ ଆଜି ସୁଦ୍ଧା ଆକ୍ଟିଭ୍ କେସ୍ ୬ ହଜାର୧୩୩ରେ ପହଞ୍ଚିଛି । ...
Read moreଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ଅନୁଭୂତ ହୋଇଛି ଭୂକମ୍ପର ଝଟକା । ଭୂକମ୍ପର ତୀବ୍ରତା ୨.୩ । ଶନିବାର ବିଳମ୍ବିତ ରାତିରେ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂକମ୍ପର କେନ୍ଦ୍ରସ୍ଥଳ ୫ କିଲୋମିଟର ଗଭୀରତାରେ ବୋଲି ଜଣାପଡିଛି । ବିଳମ୍ବିତ ରାତିରେ ଭୂକମ୍ପ...
Read moreପୁରୀ : ଆଉ ଦୁଇ ଦିନ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ରଥଯାତ୍ରାର ଆଦ୍ୟପର୍ବ ଆରମ୍ଭ ହେବ । ପୂର୍ବବର୍ଷ ତୁଳନାରେ ଚଳିତ ବର୍ଷ ସ୍ନାନଯାତ୍ରାରେ ଅଧିକ ଭକ୍ତ ସମାବେଶ ହେବା ଆଶା କରାଯାଉଛି । ଏଥିପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି...
Read moreପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ ତିନି...
Read moreନୂଆଦିଳ୍ଲୀ: ୟୁକ୍ରେନର ଭୟଙ୍କର ଡ୍ରୋନ ଆକ୍ରମଣ ପରେ ରୁଷ ପ୍ରତିଶୋଧ ନେଇଛି । ଶନିବାର ଦିନ ରୁଷ ପୂର୍ବ ୟୁକ୍ରେନର ଖାରକିଭ ସହର ଉପରେ ଏକ ଭୟଙ୍କର ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । ଯେଉଁଥିରେ ୩ ଜଣଙ୍କର ମୃତ୍ୟୁ...
Read moreଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ଦିଲ୍ଲୀ ପୋଲିସ ଉତ୍ତର ପଶ୍ଚିମ ଜିଲ୍ଲାର ସ୍ୱତନ୍ତ୍ର କର୍ମଚାରୀ ଦଳ ଗାଜିଆବାଦରୁ ଗିରଫ କରିଛି । ଅଭିଯୁକ୍ତ ଜଣକ କହିଛି ଯେ ସେ ମଦ୍ୟପାନ କରି ଏହି କଲ୍...
Read moreଭୁବନେଶ୍ୱର : ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ୧୨ ତାରିଖ ବଦଳରେ ୨୦ ତାରିଖରେ ଆସିବେ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟରେ ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ...
Read moreCopyright © 2023.