ମୁଖ୍ୟ ଖବର

ନବ ଦାସ ହତ୍ୟା ମାମଲା,ପୁଣି ସିବିଆଇ ତଦନ୍ତ ଦାବି କଲେ ପରିବାର ଲୋକେ : କହିଲେ ମୁଖ୍ୟମନ୍ତ୍ରୀଙ୍କ ଉପରେ ରହିଛି ଭରସା

ନବ ଦାସ ହତ୍ୟା ଘଟଣାର ହେବ ସାନି ତଦନ୍ତ; ବିଧାନସଭାରେ ଆଇନ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ନବ ଦାସଙ୍କ ପରିବାର ଲୋକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ଦାବି ଜଣାଇବାକୁ ପାଖାପାଖି ମାସେ ହେଲାଣି । ହେଲେ ରାଜ୍ୟ ସରକାର ସିବିଆଇ ତଦନ୍ତ ପାଇଁ କ’ଣ ପଦକ୍ଷେପ ନେଇଛନ୍ତି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।...

Read more

ପୁଣି ଭାରତକୁ ଆସିବ ୮ ଚିତା; ଆସନ୍ତା ମେ’ରେ ପ୍ରଥମ ପର୍ଯ୍ୟାୟରେ ଆସିବେ ୪

ପୁଣି ଭାରତକୁ ଆସିବ ୮ ଚିତା; ଆସନ୍ତା ମେ’ରେ ପ୍ରଥମ ପର୍ଯ୍ୟାୟରେ ଆସିବେ ୪

ଭୋପାଳ: ଆଗାମୀ ଦିନରେ ଦକ୍ଷିଣ ଆଫ୍ରିକାର ବୋତସୱାନାରୁ ଆଠଟି ଚିତା ଦୁଇଟି ପର୍ଯ୍ୟାୟରେ ଭାରତର ମଧ୍ୟପ୍ରଦେଶକୁ ଅଣାଯିବ। ମେ ମାସରେ ଚାରୋଟି ଚିତାବାଘ ଆସିବ, ତା’ପରେ ଆଉ ଚାରୋଟି ଚିତାବାଘ ଭାରତକୁ ଅଣାଯିବ। ପ୍ରୋଜେକ୍ଟ ଚିତା ଅଧୀନରେ, ସେମାନଙ୍କୁ ଏବେ ପର୍ଯ୍ୟାୟକ୍ରମେ...

Read more

ଦିଲ୍ଲୀ ବିମାନବନ୍ଦରର ପରିଚାଳନାକୁ ନେଇ କଡ଼ା ନିନ୍ଦା କଲେ ଜମ୍ମୁ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ବିମାନବନ୍ଦରର ପରିଚାଳନାକୁ ନେଇ କଡ଼ା ନିନ୍ଦା କଲେ ଜମ୍ମୁ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲାଙ୍କୁ ନେଇ ଯାଉଥିବା ଇଣ୍ଡିଗୋ ବିମାନଟି ଦିଲ୍ଲୀରେ ଅବତରଣ କରିପାରି ନଥିଲା । ଏହା ପରେ, ମୁଖ୍ୟମନ୍ତ୍ରୀ ଓମର ଦିଲ୍ଲୀ ବିମାନବନ୍ଦରରେ ପରିଚାଳନା’କୁ କଡ଼ା ସମାଲୋଚନା କରିଥିଲେ ।  X ରେ ବିଳମ୍ବିତ ରାତିରେଏକ ପୋଷ୍ଟରେ,ମୁଖ୍ୟମନ୍ତ୍ରୀ...

Read more

OISFର ହେବ ଆଉ ଏକ ବାଟାଲିଅନ, ମୋଟ୍ ୧୦୪୦ଟି ପଦବୀ ସୃଷ୍ଟି ହେବ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ୱର : ରାଜ୍ୟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଉ ଏକ ବାଟାଲିଅନ ହେବ ।  ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମଞ୍ଜୁରି ମିଳିଛି ।  ନୂଆ ବାଟାଲିଅନ ପାଇଁ ମୋଟ୍ ୧୦୪୦ଟି ପଦବୀ ସୃଷ୍ଟି ହେବ ବୋଲି ସୂଚନା...

Read more

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ Sand Master Award ରେ ସମ୍ମାନିତ ହୋଇଥିବାରୁ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ ଯେ, ସଂଯୁକ୍ତ ରାଷ୍ଟ୍ରର ଡୋରସେଟ୍‍...

Read more

ଇଡି ଅଫିସ ଘେରାଉ କଲା ପ୍ରଦେଶ ଯୁବ କଂଗ୍ରେସ, ପୋଲିସ ସହିତ ଧସ୍ତାଧସ୍ତି

ଇଡି ଅଫିସ ଘେରାଉ କଲା ପ୍ରଦେଶ ଯୁବ କଂଗ୍ରେସ, ପୋଲିସ ସହିତ ଧସ୍ତାଧସ୍ତି

ଭୁବନେଶ୍ବର: ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରଣଜିତ ପାତ୍ରଙ୍କ ନେତୃତ୍ୱରେ ଭୁବନେଶ୍ବର ସ୍ଥିତ ଇଡି କାର୍ଯ୍ୟାଳୟ ଘେରାଉ କରାଯାଇଥିଲା । ଶ୍ରୀ ପାତ୍ରଙ୍କ ନେତୃତ୍ବରେ ଯୁବ କଂଗ୍ରେସର କର୍ମୀମାନେ ଏକ ଗ୍ୟାଲିରେ ଯାଇ ଇଡି ଅଫିସ ସମ୍ମୁଖରେ ଥ‌ିବା ପୋଲିସ ବାରିକେଡ...

Read more

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ, ଜାଣନ୍ତୁ କାରଣ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ, ଜାଣନ୍ତୁ କାରଣ

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ...

Read more

ସୁଭଦ୍ରା ଆବେଦନକାରୀଙ୍କ ପାଇଁ ଖୁସିର ଖବର; ୨୪ରେ ମିଳିବ ଷଷ୍ଠ ପର୍ଯ୍ୟାୟ ଟଙ୍କା

ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର: ୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ...

Read more

ମେ’ ୨ରେ ଖୋଲିବ ବାବା କେଦାରନାଥଙ୍କ ମନ୍ଦିର ଦ୍ବାର

ଉତ୍ତରାଖଣ୍ଡର ଚାରିଧାମ ଯାତ୍ରାରେ ଏପର୍ଯ୍ୟନ୍ତ ୬୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଡେରାଡୁନ: ବଦ୍ରିନାଥ-କେଦାରନାଥ ମନ୍ଦିର କମିଟିର ଏକ ଟିମ୍ ଶ୍ରୀ କେଦାରନାଥ ଧାମରେ ​​ପହଞ୍ଚିଛନ୍ତି । ଏହି କମିଟିର ଜଣେ ମୁଖପାତ୍ର କହିଛନ୍ତି ଯେ ଶ୍ରୀ କେଦାରନାଥ ଧାମର ଦ୍ୱାରଗୁଡ଼ିକ ମେ ୨ ତାରିଖରେ ଆନୁଷ୍ଠାନିକ ଭାବରେ ଖୋଲିବ । ହେଲେ ଏହା...

Read more

ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌

ଶ୍ରୀମନ୍ଦିର ପ୍ରଶାସନ ଏବଂ ଦଇତାପତି ନିଯୋଗ ମୁହାଁମୁହିଁ

ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍‌କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି।...

Read more
Page 307 of 727 1 306 307 308 727

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.