ନୂଆଦିଲ୍ଲୀ : ବଦଳିଲା UPSC ନିୟମ । ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ଏଣିକି ବାରମ୍ବାର UPSC ପରୀକ୍ଷା ଦେବା ସହଜ ନୁହେଁ । ବାରମ୍ବାର UPSC ପରୀକ୍ଷା ଦେବା ହେବ କଷ୍ଟସାଧ୍ୟ । UPSC ପରୀକ୍ଷାର୍ଥୀଙ୍କ ପାଇଁ...
Read moreରାଜସ୍ଥାନ : ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦ । ପତ୍ନୀ ସାଜିଲା ଯମ । ସାତ ଜନ୍ମର ସାଥୀ ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର । ନିର୍ମମ ମର୍ଡର ପରେ ଏହାକୁ ହିଟ୍-ଆଣ୍ଡ୍-ରନ ମାମଲାର ରୂପ ଦେବାକୁ ଉଦ୍ୟମ କରିଥିଲେ।...
Read moreଭୁବନେଶ୍ୱର : ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ । ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ମୋଟ୍ ୧୧ ଜିଲ୍ଲାର ୨୫ଟି ସ୍ଥାନରେ ଇଂରାଜୀ ନାଁ ମଧ୍ୟ ସଂଶୋଧନ ହେବ । ଏନେଇ ରାଜସ୍ବ...
Read moreଯାଜପୁର: ନ୍ୟୁ ଜଲପାଇଗୁଡ଼ି ସୁପରଫାଷ୍ଟ ଏକ୍ସପ୍ରେସ୍ ଲାଇନଚ୍ୟୁତ। ଯାଜପୁର ଜିଲ୍ଲା ଯଖପୁରା ରେଳଷ୍ଟେସନରେ ଲାଇନଚ୍ୟୁତ ହୋଇଛି । ଷ୍ଟେସନର ୪ ନମ୍ବର ପ୍ଲାଟଫର୍ମରେ ଟ୍ରାକରୁ ଖସିଥିଲା ୩ଟି ବଗି । ଗୋଟିଏ ଏସି ଓ ଦୁଇଟି ଜେନେରାଲ ବଗି ଲାଇନଚ୍ୟୁତ ହୋଇଛି। ଅଘଟଣ...
Read moreକୋରାପୁଟ: ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ । ପ୍ରେସମିଟରେ ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ । ଏସିଏମ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି । ରାଇଫଲ ଓ ବିଭିନ୍ନ ଗୋଳାବାରୁଦ ସହ ମମତା...
Read moreନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ଭୋଟର ତାଲିକା ସଂଶୋଧନକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ କୋର୍ଟରେ ହାଜର ହୋଇ ECI ଙ୍କ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାକୁ ବିରୋଧ କରିଛନ୍ତି । ଶୁଣାଣି ବେଳେ ମମତା...
Read moreଭୁବନେଶ୍ୱର : ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ଜମି ଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ...
Read moreରାଇରଙ୍ଗପୁର: ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି । ମୟୂରଭଞ୍ଜ ଗସ୍ତରେ ଯାଇ ରାଇରଙ୍ଗପୁର ଠାରେ ପୁର୍ନେଶ୍ବର ମନ୍ଦିରରେ ଝାଡୁ ମାରିଛନ୍ତି । ରାଇରଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ମନ୍ଦିର ଯାଇ ବାବା ପୁର୍ନେଶ୍ୱରଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।...
Read moreମୁମ୍ବାଇ : ମୁମ୍ବାଇର ବିମାନ ବନ୍ଦରରେ ଏୟାର୍ ଇଣ୍ଡିଆର ବିମାନ ଓ ଇଣ୍ଡିଗୋ ବିମାନର ଡେଣା ଭିତରେ ଧକ୍କା । ସୌଭାଗ୍ୟବଶତଃ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ । ଦୁର୍ଘଟଣା ପରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟର ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ ।...
Read moreଭୁବନେଶ୍ୱର : ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ । ତା ପୂର୍ବରୁ ଚାରି ସାଙ୍ଗଠନିକ ଜିଲ୍ଲାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚାରି ଜଣ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି । ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ବିଧାୟକ ବ୍ୟୋମକେଶ...
Read moreCopyright © 2023.