ମୁଖ୍ୟ ଖବର

ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ହୋଇପାରେ ରାଜ୍ୟ ସଭାପତିଙ୍କ ନାମ ଘୋଷଣା

ଡବଲ୍ୟୁଏଚଓର ଦକ୍ଷିଣ ପୂର୍ବ ଏସିଆର ଅଧ୍ୟକ୍ଷ ହେଲେ ଜେପି ନଡ୍ଡା

ଭୁବନେଶ୍ବର: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ତେବେ ତାଙ୍କ ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ କୁଆଡେ ରାଜ୍ୟ ସଭାପତି ଚୟନ ବୋଲି ଜଣାପଡିଛି। ନଡ୍ଡା ଆସନ୍ତା ଏପ୍ରିଲ 12 ତାରିଖରେ ଆସିବେ...

Read more

ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।...

Read more

ବଢୁଛି ମିଆଁମାର ଭୂକମ୍ପ ମୃତ୍ୟୁସଂଖ୍ୟା, ୧୦୦୦ ଟପିଲା

ବଢୁଛି ମିଆଁମାର ଭୂକମ୍ପ ମୃତ୍ୟୁସଂଖ୍ୟା, ୧୦୦୦ ଟପିଲା

ନୂଆଦିଲ୍ଲୀ: ବଢୁଛି ମିଆଁମାର ଭୂକମ୍ପ ମୃତ୍ୟୁସଂଖ୍ୟା । ଏହାରି ଭିତରେ ହଜାରେ ଟପିଲାଣି ମୃତ୍ୟୁସଂଖ୍ୟା । ମିଆଁମାର ଭୂମିକମ୍ପରେ ଏଯାବତ୍ ୧୦୦୨ ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି । ସେହିପରି ଭୂମିକମ୍ପରେ ୨୩୭୬ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ବିଭିନ୍ନ ହସ୍ପିଟାଲରେ...

Read more

ଆଇଏଏସ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଲେ ସୁଜାତା କାର୍ତ୍ତିକେୟନ୍

ଛଅ ମାସ ପାଇଁ ଛୁଟିରେ ଗଲେ ପାଣ୍ଡିଆନଙ୍କ ଆଇଏଏସ ପତ୍ନୀ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ୍ ଅବସର ଗ୍ରହଣ କରିଛନ୍ତି । ସ୍ୱେଚ୍ଛାକୃତ ଭାବେ ସେ ଅବସର ନେଇଛନ୍ତି ବୋଲି ସୂଚନା ରହିଛି । ସୁଜାତା ୨୦୦୦ ଆଇଏଏସ ବ୍ୟାଚର ଅଧିକାରୀ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି। ଏବେ...

Read more

ମାଓବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ: ୧୬ ମାଓବାଦୀ ନିହତ, ଅସ୍ତ୍ରଶସ୍ତ୍ର ଜବତ

ଏନକାଉଣ୍ଟରରେ ୫ ହାର୍ଡକୋର ମାଓବାଦୀ ନିପାତ

ସୁକୁମା: ଛତିଶଗଡ଼ର ସୁକମା ଜିଲ୍ଲାରେ ଶନିବାର ସକାଳେ ସୁରକ୍ଷାବାହିନୀ ସହ ଘମାଘୋଟ୍ ଗୁଳି ବିନିମୟରେ ଅତି କମରେ ୧୬ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ଦୁଇ ଜଣ ସୁରକ୍ଷାକର୍ମୀ ସାମାନ୍ୟ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ...

Read more

ଗଣିତ-ବିଜ୍ଞାନ ପ୍ରଦର୍ଶନୀ, ଶିକ୍ଷଣ ସାମଗ୍ରୀ କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣିତ-ବିଜ୍ଞାନ ପ୍ରଦର୍ଶନୀ, ଶିକ୍ଷଣ ସାମଗ୍ରୀ କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ରଣପୁର, ୨୮/୦୩ : ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣିତ-ବିଜ୍ଞାନ ପ୍ରଦର୍ଶନୀ ମେଳା, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଉତ୍ସାହମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ...

Read more

ଭାରତ ସମେତ ତିନୋଟି ଦେଶରେ ଭୂମିକମ୍ପ, ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବିପର୍ଯ୍ୟୟ

ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ; ଆସିପାରେ ସୁନାମି

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ଭାରତ ସମେତ ତିନୋଟି ଦେଶରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହା ଯୋଗୁଁ ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବିନାଶ ଘଟିଛି। ଯେଉଁଠାରେ ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ଅନେକ ଅଟ୍ଟାଳିକା ଭୁଶୁଡି ପଡିଛି। ମିଆଁମାରର ନଦୀ ଉପରେ ନିର୍ମିତ...

Read more

ସରକାରୀ କର୍ମଚାରୀମାନଙ୍କୁ ବଡ ଉପହାର ଦେଲେ ମୋଦୀ ସରକାର, ବୃଦ୍ଧି କଲେ ମହଙ୍ଗା ଭତ୍ତା

ସରକାରୀ କର୍ମଚାରୀମାନଙ୍କୁ ବଡ ଉପହାର ଦେଲେ ମୋଦୀ ସରକାର, ବୃଦ୍ଧି କଲେ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ଆରମ୍ଭ ପୂର୍ବରୁ ମଧ୍ୟ ମୋଦୀ ସରକାର ସରକାରୀ କର୍ମଚାରୀଙ୍କ ସମ୍ପର୍କରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆଜି କେନ୍ଦ୍ର ସରକାର ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ବର୍ତ୍ତମାନ ଡିଏ ୫୩...

Read more

୨୦୨୪-୨୫ ବର୍ଷରେ ଅଧାରୁ ସ୍କୁଲ ଛାଡ଼ିଛନ୍ତି ୯୬୪୧ ଛାତ୍ରଛାତ୍ରୀ

୨୦୨୪-୨୫ ବର୍ଷରେ ଅଧାରୁ ସ୍କୁଲ ଛାଡ଼ିଛନ୍ତି ୯୬୪୧ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରେ ୨୦୨୪-୨୫ ମସିହାରେ ୯୬୪୧ ଛାତ୍ରଛାତ୍ରୀ ଅଧାରୁ ପାଠ(ଡ୍ରପଆଉଟ) ଛାଡ଼ିଛନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

Read more

ଏଏପି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବଢିଲା ସମସ୍ୟା, ଏଫଆଇଆର ପଞ୍ଜୀକୃତ କଲା ଦିଲ୍ଲୀ ପୋଲିସ

କେଜ୍ରିୱାଲଙ୍କୁ ବର୍ତ୍ତମାନ କୌଣସି ଆଶ୍ବସ୍ତି ନାହିଁ, ହାଇକୋର୍ଟର ନିଷ୍ପତ୍ତିକୁ ଅପେକ୍ଷା କରିବାକୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପବ୍ଲିକ୍ ପ୍ରପର୍ଟି ଆକ୍ଟ ଉଲ୍ଲଂଘନ ଅଭିଯୋଗରେ ଦିଲ୍ଲୀ ପୋଲିସ ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଏବଂ ଅନ୍ୟମାନଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକରଣ କରିଛି। ଦିଲ୍ଲୀ ପୋଲିସ ରାଉସ୍ ଆଭେନ୍ୟୁ କୋର୍ଟରେ ଏକ ଅନୁପାଳନ ରିପୋର୍ଟ ଦାଖଲ କରି...

Read more
Page 321 of 727 1 320 321 322 727

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.