ଭୁବନେଶ୍ବର : ପୁରୀକୁ ଜଗିବ ସିସିଟିଭି। ୬୦୦ରୁ ଅଧିକ ହାଇକାପାସିଟି ସିସିଟିଭି ସର୍ଭେଲାନ୍ସରେ ରହିବ ସମ୍ପୂର୍ଣ୍ଣ ପୁରୀ ସହର। କମାଣ୍ଡ ଏବଂ କଣ୍ଟ୍ରୋଲ ରୁମ୍ ସହିତ ଯୋଡି ହେବ ସମସ୍ତ ସିସିଟିଭି। ସହରକୁ ସୁରକ୍ଷିତ, ଅପରାଧମୁକ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ...
Read moreଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡିଶା ଗସ୍ତ ଓ କାର୍ୟ୍ୟକ୍ରମ ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ୨୩ ତାରିଖ ପରିବର୍ତ୍ତେ ୨୪ ତାରିଖରେ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବ ସୂଚୀରେ...
Read moreନୂଆଦିଲ୍ଲୀ: ଆଜି ନାଗରିକତ୍ୱ ଅଧିନିୟମର ଧାରା 6A ଉପରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ଆସାମ ଚୁକ୍ତିନାମାକୁ ଆଗକୁ ବଢାଇବା ପାଇଁ 1985 ରେ ସଂଶୋଧନ ମାଧ୍ୟମରେ ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ସମ୍ବିଧାନ ଖଣ୍ଡପୀଠ ନାଗରିକତ୍ୱ ଆଇନର...
Read moreନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି। ଦରଦାମ୍ ବୃଦ୍ଧିର ଭରଣା ପାଇଁ ମୂଳ...
Read moreଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ।ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ...
Read moreନୂଆଦିଲ୍ଲୀ: ଦୀର୍ଘ ବର୍ଷ ହେଲା ନ୍ୟାୟଦେବୀଙ୍କ ମୂର୍ତ୍ତି ଆଖିରେ ଅନ୍ଧପୁଟୁଳି ବାନ୍ଧି ହାତରେ ଖଣ୍ଡା ଧରିଥିବାର ସମସ୍ତେ ଦେଖିଆସୁଥିଲେ। ଏବେ ଆଉ ତାହା ଦେଖିବାକୁ ମିଳିବନି। ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। କାରଣ ନ୍ୟାୟଦେବୀଙ୍କ ଆଖିରୁ ହଟାଯାଇଛି କଳାପଟି।...
Read moreନୂଆଦିଲ୍ଲୀ : ପୁଣି ଥରେ ନାଏବ ସିଂ ସୈନୀ ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ । ହରିୟାଣା ବିଜେପି ବିଧାୟକ ଦଳ ବୈଠକରେ ନାଏବ ସିଂ ସୈନୀ ନେତାଭାବେ ନିର୍ବାଚିତ ହୋଇଛନ୍ତି । ଆସନ୍ତାକାଲି ସେ ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିବେ ।...
Read moreନୂଆଦିଲ୍ଲୀ: ଓମାର ଅବଦୁଲ୍ଲା ବୁଧବାର ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଓମାର ଅବଦୁଲ୍ଲାଙ୍କ ସମେତ ପାଞ୍ଚ ଜଣ ବିଧାୟକ ମଧ୍ୟ ଶପଥ ନେଇଛନ୍ତି।...
Read moreଭୁବନେଶ୍ୱର: ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ। ଏଥିରେ କଟକ, ପୁରୀ,...
Read moreଭୁବନେଶ୍ବର: କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ପର୍ୟ୍ୟନ୍ତ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି...
Read moreCopyright © 2023.