ମୁଖ୍ୟ ଖବର

ରାସ୍ତାକଡ଼ରେ ପଡିଛି କୁଢ଼ କୁଢ଼ ଅଳିଆ ଓ ମଦ ବଟଲ, ଦେଖିକି ରାଗି ଗଲେ BMC ମେୟର

ରାସ୍ତାକଡ଼ରେ ପଡିଛି କୁଢ଼ କୁଢ଼ ଅଳିଆ ଓ ମଦ ବଟଲ, ଦେଖିକି ରାଗି ଗଲେ BMC ମେୟର

ଭୁବନେଶ୍ୱର: ରାସ୍ତାକଡ଼ରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର । ରୁପାଲି ଛକ ନିକଟରେ ଆଜି ସକାଳୁ ବିଏମସି ପକ୍ଷରୁ ଗଣ ସଫେଇ କାର୍ଯ୍ୟକ୍ରମ ଚାଲିଥିବାବେଳେ ରାସ୍ତା ଉପରେ ହୋଇଥିବା ଜବରଦଖଲ ସହ ରାସ୍ତା କଡରେ...

Read more

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

ନୂଆଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ହୌଜରାଣୀ ଅଞ୍ଚଳରେ ଥିବା ଫ୍ଲୋରିଷ୍ଟ ଇନ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ହୋଟେଲକୁ ଖାଲି କରାଯାଉଛି। ଏହି ସମୟରେ ଅଗ୍ନିଶମ କର୍ମଚାରୀମାନେ ହୋଟେଲରୁ ମୋଟ ୩୭ ଜଣଙ୍କୁ ଉଦ୍ଧାର...

Read more

ସିବିଏସଇ ରି-ଇଭାଲ୍ୟୁସନ ପୋର୍ଟାଲରେ ସାଇବର ଆଟାକ୍, ୱେବସାଇଟକୁ ହ୍ୟାକ୍ କରିବା ଚେଷ୍ଟା

ସିବିଏସଇ ରି-ଇଭାଲ୍ୟୁସନ ପୋର୍ଟାଲରେ ସାଇବର ଆଟାକ୍, ୱେବସାଇଟକୁ ହ୍ୟାକ୍ କରିବା ଚେଷ୍ଟା

ନୂଆଦିଲ୍ଲୀ : ସିବିଏସଇ ପୁନଃ ମୂଲ୍ୟାୟନ ପୋର୍ଟାଲରେ ସାଇବର ଆଟାକ୍ । ବୋର୍ଡ ତରଫରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି କି, ପୋର୍ଟାଲରେ ମନ୍ଦ ଉଦ୍ଦେଶ୍ୟରେ ଲୋକମାନେ ସାଇବର ଆଟାକ୍ କରି ସର୍ଭିସରେ ବାଧା ଦେବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ଆମ...

Read more

ବିଜେପିରୁ ଇସ୍ତଫା ଦେଲେ ଆନ୍ନାମଲାଇ

ବିଜେପିରୁ ଇସ୍ତଫା ଦେଲେ ଆନ୍ନାମଲାଇ

ପୂର୍ବତନ ତାମିଲନାଡୁ ବିଜେପି ରାଜ୍ୟ ସଭାପତି କେ ଆନ୍ନାମଲାଇ, ମଙ୍ଗଳବାର ଦଳର ରାଷ୍ଟ୍ରୀୟ ସଭାପତି ନୀତିନ ନବିନଙ୍କୁ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତଥାପି ବିଜେପି ତାଙ୍କ ଇସ୍ତଫା ଗ୍ରହଣ କରିଛି କି ନାହିଁ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ...

Read more

ତେଲ ପରେ ବଢ଼ିଲା ବସ୍‌ ଭଡ଼ା

ତେଲ ପରେ ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର: ରାଜ୍ୟ ସରକାର ପୁଣି ବସ୍ ଭଡ଼ା ବଢ଼ାଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡ଼ା କିମି ପିଛା ୨ ପଇସା ବଢ଼ିଲା। ସାଧାରଣ ବସ୍ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି ହୋଇଛି। ସେହିପରି ଏକ୍ସପ୍ରେସ୍...

Read more

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସମାଧାନ ହୋଇଛି ୯୬% ଅଭିଯୋଗ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସମାଧାନ ହୋଇଛି ୯୬% ଅଭିଯୋଗ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ୟୁନିଟ୍-୨ରେ ତାଙ୍କର ୧୮ତମ ସାଧାରଣ ଅଭିଯୋଗ ଶୁଣାଣି କରିଛନ୍ତି। ବରିଷ୍ଠ ସରକାରୀ ଅଧିକାରୀଙ୍କ ଉପସ୍ଥିତିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ୟକ୍ତିଗତ ଭାବରେ ନାଗରିକଙ୍କ ଅଭିଯୋଗ ଶୁଣିଥିଲେ ଏବଂ ବିଭିନ୍ନ ମାମଲାରେ ତୁରନ୍ତ...

Read more

୯୪ ଟି ରାଫେଲ ଜେଟ୍ ତିଆରି କରିବ ଭାରତ, ଚୁକ୍ତି ପାଇଁ ଫ୍ରାନ୍ସକୁ ଚିଠି ପଠାଇଛନ୍ତି ସରକାର

୯୪ ଟି ରାଫେଲ ଜେଟ୍ ତିଆରି କରିବ ଭାରତ, ଚୁକ୍ତି ପାଇଁ ଫ୍ରାନ୍ସକୁ ଚିଠି ପଠାଇଛନ୍ତି ସରକାର

ନୂଆଦିଲ୍ଲୀ : ମେକ୍ ଇନ୍ ଇଣ୍ଡିଆକୁ ବଡ଼ ପ୍ରୋତ୍ସାହନ ମିଳିବାକୁ ଯାଉଛି । ଏବେ ଭାରତରେ ଫାଇଟର ଜେଟ୍ ତିଆରି ହେବାକୁ ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଆଲୋଚନା ପରେ ଭାରତ ସରକାର ୩.୨୫ ଲକ୍ଷ କୋଟି ଟଙ୍କାର ଚୁକ୍ତି ପାଇଁ...

Read more

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି. କିଷନ ରେଡ୍ଡୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି. କିଷନ ରେଡ୍ଡୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ଵର: ଓଡ଼ିଶାର ଖଣିଜ କ୍ଷେତ୍ରକୁ ଅଧିକ ସୁଦୃଢ଼ କରାଯିବ। ଜାତୀୟ ଅର୍ଥନୀତିରେ ରାଜ୍ୟର ଅବଦାନ ବୃଦ୍ଧି କରିବା ରହିଛି ଲକ୍ଷ୍ୟ। ଓଡ଼ିଶାର ଖଣିଜ ଅଭିବୃଦ୍ଧି ପାଇଁ କେନ୍ଦ୍ରର ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମସ୍ୟାର ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ...

Read more

ମହଙ୍ଗା ମାଡ଼!: ୫ ଟଙ୍କା ବୃଦ୍ଧି ହେଲା କ୍ଷୀର ଦର

ମହଙ୍ଗା ମାଡ଼!: ୫ ଟଙ୍କା ବୃଦ୍ଧି ହେଲା କ୍ଷୀର ଦର

ଶ୍ରୀନଗର: ଜମ୍ମୁ କାଶ୍ମୀରରେ କ୍ଷୀର ଦର ବୃଦ୍ଧି ପାଇଛି। ଜମ୍ମୁ କାଶ୍ମୀର ଡେରୀ ଫାର୍ମର୍ସ ଆସୋସିଏସନ (JKDFA) କ୍ଷୀରର ମୂଲ୍ୟ ଲିଟର ପିଛା ୫ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ନୂତନ ଦର ଆଜିଠାରୁ ଲାଗୁ ହୋଇଛି। ବର୍ଦ୍ଧିତ ଖର୍ଚ୍ଚ ଏବଂ...

Read more

୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ । ଖୁବଶ୍ରୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ମେଡିକାଲ କ୍ଷେତ୍ରରେ ଅନ୍ୟ ୫ହଜାର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ମେଡିକାଲ କ୍ଷେତ୍ରକୁ...

Read more
Page 53 of 730 1 52 53 54 730

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.