ମୁଖ୍ୟ ଖବର

ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଶୁଣାଣି: ୧୫୪୦ ଅଭିଯୋଗ ପଞ୍ଜିକୃତ, ଶୁଣିଲେ ୫୦୦୦ରୁ ଅଧିକ ଲୋକଙ୍କ ସମସ୍ୟା

ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଶୁଣାଣି: ୧୫୪୦ ଅଭିଯୋଗ ପଞ୍ଜିକୃତ, ଶୁଣିଲେ ୫୦୦୦ରୁ ଅଧିକ ଲୋକଙ୍କ ସମସ୍ୟା

ଭୁବନେଶ୍ୱର: ଅଭିଯୋଗ ପ୍ରକୋଷ୍ଠରେ ପ୍ରଥମ ଦିନ । ଲୋକଙ୍କ ଅଭିଯୋଗ ଶୁଣି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକେ ନିଜର ସମସ୍ୟା ସମାଧାନ କରି ଖୁସିରେ ଫେରିଲେ । ସମସ୍ତଙ୍କ ଆଖିରେ ଥିଲା ସରକାରଙ୍କ ଉପରେ...

Read more

ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ପ୍ରଥମ ବୈଠକ

ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ପ୍ରଥମ ବୈଠକ

ଭୁବନେଶ୍ୱର: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ...

Read more

ମାଗଣା ବିଜୁଳି ନେଇ କେହି ମୁହଁ ଖୋଲିନାହାନ୍ତି :ପ୍ରତାପ ଦେବ

ମାଗଣା ବିଜୁଳି ନେଇ କେହି ମୁହଁ ଖୋଲିନାହାନ୍ତି :ପ୍ରତାପ ଦେବ

ଭୁବନେଶ୍ୱର: ବିଜେପି ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ମାନେ ନିର୍ବାଚନ ପ୍ରତିଶ୍ରୁତିକୁ ଆଗ ପାଳନ କରାଯିବ ବୋଲି କହୁଛନ୍ତି । ସେହି ଆଧାରରେ ଗତ ୫ ତାରିଖରୁ ଏବେ ପର୍ୟ୍ୟନ୍ତ ମାଗଣା ବିଜୁଳି ନେଇ କେହି ମୁହଁ ଖୋଲିନାହାନ୍ତି...

Read more

ବଣିକ ସଂଘ ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ବଣିକ ସଂଘ ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ବର: ରବିବାର ସନ୍ଧ୍ୟାରେ ଊମା ମହେଶ୍ୱର ବଣିକ ସଂଘ ପକ୍ଷରୁ ସଭା ଗୃହରେ ସଭାପତି ରବି ନାରାୟଣ ନାୟକଙ୍କ ସଭାପତିତ୍ୱରେ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନବନିର୍ବାଚିତ ଚିଲିକା ବିଧାୟକ ତଥା ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ...

Read more

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ, ୮ ଗୁରୁତର

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ, ୮ ଗୁରୁତର

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଅଘଟଣ ଘଟିଛି। ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବା ଯୋଗୁ ୮ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଆଇସିୟୁରେ ଥିବା...

Read more

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି ନୂଆ ପଦବୀରେ ନିଯୁକ୍ତି ଦୁଇ ବରିଷ୍ଠ ଆଇଏଏସ। ସେମାନେ ହେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ।...

Read more

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ବହିସ୍କୃତ ହେଲେ ଭୁବନେଶ୍ବରର କର୍ପୋରେଟର

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ବହିସ୍କୃତ ହେଲେ ଭୁବନେଶ୍ବରର କର୍ପୋରେଟର

ଭୁବନେଶ୍ୱର: ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳରେ ମିଶ୍ରଣ ଓ ନିଲମ୍ବନ କାର୍ଯ୍ୟ ଜାରୀ ରହିଛି। ସେହିପରି ପଦକ୍ଷେପ ଭାରତୀୟ ଜନତା ପାର୍ଟି ଗ୍ରହଣ କରିଛି। ଯେଉଁମାନେ ଦଳ ବିରୋଧୀ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଦଳ ବହିସ୍କାର...

Read more

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ଭୁବନେଶ୍ୱର:  ଆଜିଠୁ ଆରମ୍ଭ ହେଉଛି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର। ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୋହନ ଚରଣ ମାଝୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ...

Read more

ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବ ଟିମ୍ ଇଣ୍ଡିଆ

ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ୨୦୨୪ ଟି -୨୦ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ପରେ ଟିମ୍ ଇଣ୍ଡିଆ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଯିବ। ଭାରତର ଶ୍ରୀଲଙ୍କା ଗସ୍ତ ଜୁଲାଇ ୨୭ ତାରିଖରୁ ଆରମ୍ଭ ହେବ। ଚଳିତ ବର୍ଷ ଜୁଲାଇ ଏବଂ ଅଗଷ୍ଟରେ ଧଳା ବଲ୍ ସିରିଜ୍...

Read more

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେବେ ବରିଷ୍ଠ ଆଇଏଏସ ନିକୁଞ୍ଜ ବିହାରୀ ଧଳ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେବେ ବରିଷ୍ଠ ଆଇଏଏସ ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ୱର: ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେବେ। ସେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଶ୍ରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।...

Read more
Page 569 of 719 1 568 569 570 719

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.