ଭୁବନେଶ୍ୱର: ଓଡ଼ିଶାର ସାଢ଼େ ୪ କୋଟି ଜନତାଙ୍କ ଆଶୀର୍ବାଦରେ ବିଜେପି ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡିଶାରେ ବିଜେପିକୁ ଏହି ସଫଳତା ମିଳିପାରିଛି। ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ...
Read moreଭୁବନେଶ୍ୱର: ରାଜ୍ୟର ବିଜେପି ସରକାର ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ୟ୍ୟକାରୀ କରିବା ନିମନ୍ତେ ନିଷ୍ପତ୍ତି ନେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ୟ୍ୟକାରୀ...
Read moreନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ୟ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ୟ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି।ମନ୍ କି ବାତ୍ରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଆସନ୍ତା ସପ୍ତାହରେ...
Read moreଭୁବନେଶ୍ଵର: ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜା ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଅପରାହ୍ନରେ ଲୋକସେବା ଭବନରେ ମନୋଜ ଦାୟିତ୍ଵ ଗ୍ରହଣ କରିଛନ୍ତି। ଶ୍ରୀ ଆହୁଜା ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ...
Read moreନୂଆଦିଲ୍ଲୀ: ଆଜି ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିବାରୁ ଭାରତୀୟ କ୍ରିକେଟ ଟିମକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ ଭିଡିଓ ପୋଷ୍ଟ କରି ସେ କହିଛନ୍ତି, ଭାରତୟ ଟିମର ଏହି କୃତିତ୍ୱ ପାଇଁସମଗ୍ର ଦେଶ ଗର୍ବିତ ଏବଂ ଟିମର ପ୍ରଦର୍ଶନକୁ...
Read moreଭୁବନେଶ୍ୱର: ଓଡ଼ିଶା ବିଧାନସଭା ସ୍ୱରୂପ ବଦଳିଛି ଓ କାର୍ଯ୍ୟଧାରାରେ ବ୍ୟାପକ ପରିବର୍ତ୍ତନ ସମ୍ଭବ ହୋଇପାରିଛି। ସମସ୍ତ କାର୍ଯ୍ୟର ଡିଜିଟାଇଜେସନ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଧାନସଭାର କାର୍ଯ୍ୟକୁ କାଗଜବିହୀନ କରିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଏହା ଫଳ ସ୍ୱରୂପ ଜାତୀୟ ଇନ୍ଫର୍ମେଟିକ୍ ସେଣ୍ଟର...
Read moreନୂଆଦିଲ୍ଲୀ: ଦୀର୍ଘ ୧୭ ବର୍ଷର ସ୍ଵପ୍ନ ସାକାର ହୋଇଛି। ଭାରତ ବିଶ୍ଵ କ୍ରିକେଟରେ ନୂଆ ଚମ୍ପିୟାନ ହୋଇଛି। ଦକ୍ଷିଣ ଆଫ୍ରିକାକୁ ହରାଇ ରୋହିତ ବାହିନୀ ବିଶ୍ଵ ବିଜେତା ହୋଇଛି। ଭାରତକୁ ବିଶ୍ଵ ବିଜେତା କରିବାରେ ମୁଖ୍ୟ ଭୂମିକା ବିରାଟ କୋହିଲି, ହାର୍ଦ୍ଧିକ ପାଣ୍ଡ୍ୟା,...
Read moreନୂଆଦିଲ୍ଲୀ: ହିମାଚଳ ପ୍ରଦେଶର ତିନୋଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି। ଉପ-ନିର୍ବାଚନରେ ମତଦାନ ଜୁଲାଇ ୧୦ ତାରିଖରେ ହେବ ଏବଂ ଏହାର ଫଳାଫଳ ଜୁଲାଇ ୧୩ ତାରିଖରେ ଆସିବ। ଏହାପୂର୍ବରୁ ଭାରତୀୟ ଜନତା ପାର୍ଟି ବିଦ୍ରୋହୀ ନେତାଙ୍କ ବିରୋଧରେ ବଡ଼...
Read moreନୂଆଦିଲ୍ଲୀ: ଦିଲ୍ଲୀରେ ଜନତା ଦଳ ୟୁନାଇଟେଡ (ଜେଡିୟୁ) ର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟସଭା ସାଂସଦ ସଞ୍ଜୟ କୁମାର ଝାଙ୍କୁ ଦଳର କାର୍ଯ୍ୟକାରୀ ସଭାପତି କରାଯାଇଛି। ସଞ୍ଜୟ ଝା ଦଳର ପ୍ରଥମ କାର୍ଯ୍ୟକାରୀ ସଭାପତି। ରାଜଧାନୀରେ ଅନୁଷ୍ଠିତ ଏହି ବୈଠକରେ ସଞ୍ଜୟ...
Read moreଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ...
Read moreCopyright © 2023.