ମୁଖ୍ୟ ଖବର

ଭୋଟ୍ ତଥ୍ୟ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, ଏଡିଆରକୁ ଝଟକା

ଭୋଟ୍ ତଥ୍ୟ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, ଏଡିଆରକୁ ଝଟକା

ନୂଆଦିଲ୍ଲୀ: ଭୋଟ୍ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ଭୋଟ୍ ତଥ୍ୟ ସାର୍ବଜନୀନ କରାଯିବାକୁ ଦାବି କରି ଆଜି ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି ଆବେଦନରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ,...

Read more

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତା 26 ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ଆଜି ମାଟ୍ରିକ ବୋର୍ଡ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସେହିଦିନ ସକାଳ 10 ଟା 30 ରେ ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଇଣ୍ଟରନେଟରେ...

Read more

ରିଗିଂ ଆଶଙ୍କାରେ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ରିଗିଂ ଆଶଙ୍କାରେ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର: ଆସନ୍ତା କାଲି ହାଇ ପ୍ରୋଫାଇଲ ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ମାତ୍ର ଏଥର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଏହା ପଛରେ ୨...

Read more

କେଜରିଓ୍ବାଲଙ୍କ ବଡ଼ ବୟାନ, ଦେବି ନାହିଁ ଇସ୍ତଫା ଜେଲ୍‌ରୁ ଚଳାଇବି ସରକାର !

କେଜରିଓ୍ବାଲଙ୍କ ବଡ଼ ବୟାନ, ଦେବି ନାହିଁ ଇସ୍ତଫା ଜେଲ୍‌ରୁ ଚଳାଇବି ସରକାର !

ନୂଆଦିଳ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲ ଜୁନ ୨ରେ ଆତ୍ମସମର୍ପଣ କରିବେ। ଲୋକ ସଭା ନିର୍ବାଚନ ପ୍ରଚାର କରିବା ପାଇଁ ସୁପ୍ରିମକୋର୍ଟ ତାଙ୍କୁ ମେ ୧୦ ରେ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ଏହାକୁ...

Read more

ଖୋର୍ଦ୍ଧା ରାଜନୀତିର ନୂଆ ମୋଡ, ବିଜେପିରେ ମିଶିଲେ ବିଧାୟକ ଜିତୁ ମିତ୍ର

ଖୋର୍ଦ୍ଧା ରାଜନୀତିର ନୂଆ ମୋଡ, ବିଜେପିରେ ମିଶିଲେ ବିଧାୟକ ଜିତୁ ମିତ୍ର

ଭୁବନେଶ୍ବର: ଆଜି ହେଉଛି ଭୁବନେଶ୍ବର ଲୋକସଭା ପ୍ରଚାରର ଶେଷ ଦିନ। ଏହି ଶେଷ ଦିନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ରାଜନୀତି ଏକ ରୋଚକ ମୋଡ ନେଇଛି। ଖୋର୍ଦ୍ଧାର ବିଜେଡି ବିଧାୟକ ଜିତୁ ମିତ୍ର ଆଜି ବିଜେପିରେ ସାମିଲ ହୋଇଛନ୍ତି। ତାହା ପୁଣି...

Read more

ଆସନ୍ତା ୨୫ ରେ ମତଦାନ: ଆଜିଠୁ ବୁଥକୁ ଗଲେ ପୋଲିଂ ଅଧିକାରୀ

ଆସନ୍ତା ୨୫ ରେ ମତଦାନ: ଆଜିଠୁ ବୁଥକୁ ଗଲେ ପୋଲିଂ ଅଧିକାରୀ

ଭୁବନେଶ୍ବର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ମତଦାନ ହେବ। ଆଜିଠାରୁ ପୋଲିଂ ଅଧିକାରୀ ବୁଥକୁ ଯାତ୍ରା କରିଛନ୍ତି। ଖୋର୍ଦ୍ଧା ଓ ବେଗୁନିଆ ପାଇଁ ଜିଲ୍ଲା ପଣ୍ୟାଗାର ଏବଂ ଚିଲିକା ପାଇଁ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ, ଖୋର୍ଦ୍ଧା ଷ୍ଟଙ୍ଗରୁମ...

Read more

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’: ଯୋଗୀ ଆଦିତ୍ୟ ନାଥ

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’: ଯୋଗୀ ଆଦିତ୍ୟ ନାଥ

ଭୁବନେଶ୍ବର: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆଜି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ...

Read more

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା...

Read more

ଧର୍ମ ଆଧାରରେ ସଂରକ୍ଷଣ ପ୍ରଦାନ କରେ ନାହିଁ ସମ୍ବିଧାନ, ସମାପ୍ତ ହେବ ମୁସଲମାନ ସଂରକ୍ଷଣ: ଅମିତ ଶାହା

ଧର୍ମ ଆଧାରରେ ସଂରକ୍ଷଣ ପ୍ରଦାନ କରେ ନାହିଁ ସମ୍ବିଧାନ, ସମାପ୍ତ ହେବ ମୁସଲମାନ ସଂରକ୍ଷଣ: ଅମିତ ଶାହା

ନୂଆଦିଲ୍ଲୀ: ଧର୍ମ ଆଧାରରେ ମୁସଲିମ ସଂରକ୍ଷଣକୁ ବିଜେପି ଶେଷ କରିବ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି। ଆମର ସମ୍ବିଧାନ ଧର୍ମ ଆଧାରରେ ସଂରକ୍ଷଣକୁ ସମର୍ଥନ କରେ ନାହିଁ। ସେ କଂଗ୍ରେସ ଏବଂ ସମାଜବାଦି ପାର୍ଟିକୁ କଡ଼ା ଟାର୍ଗେଟ କରି...

Read more

କାଲି ବିଜେଡିରୁ ଦେଇଥିଲେ ଇସ୍ତଫା, ଆଜି ପୁଣି ମିଶିଲେ, ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କୁ ମିଳିଲା ବଡ ଦାୟିତ୍ବ

କାଲି ବିଜେଡିରୁ ଦେଇଥିଲେ ଇସ୍ତଫା, ଆଜି ପୁଣି ମିଶିଲେ, ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କୁ ମିଳିଲା ବଡ ଦାୟିତ୍ବ

ଭୁବନେଶ୍ବର: ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ। ତାଙ୍କୁ ଦଳ ଟିକେଟ ନ ଦେବାରୁ ସେ ଅସନ୍ତୁଷ୍ଠ ହୋଇଥିଲେ। ତେବେ ତତକାଳ ସେ କିଛି ନିଷ୍ପତି ନେଇ ନ ଥିଲେ। ହେଲେ ଗତକାଲି ସେ ଦଳରୁ ଇସ୍ତଫା...

Read more
Page 603 of 718 1 602 603 604 718

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.