ମୁଖ୍ୟ ଖବର

ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାରରେ ଶେଷ ତାରିଖ

ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାରରେ ଶେଷ ତାରିଖ

ଭୁବନେଶ୍ବର: ଦେଶର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଥିଲା ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଆଜି ଯେଉଁମାନେ ପ୍ରାର୍ଥୀ ପ୍ରତ୍ୟାହାର କରିବା କଥା ତାହା କରିସାରିଥିବେ। ଫଳରେ ଆସନ୍ତାକାଲି ନିର୍ବାଚନ ମଇଦାନରେ କେତେଜଣ ପ୍ରାର୍ଥୀ ରହିଲେ ତାହା ଜଣାପଡିବ। ଏହା...

Read more

ବିଜେଡିର ମିଶ୍ରଣ ପର୍ବ

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ବର (ଭିଓଭି): ଶଙ୍ଖଭବନରେ ଚୌଦ୍ୱାର- କଟକର ପୁର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ବରେ ଚୌଦ୍ୱାର- କଟକ ଅଞ୍ଚଳର ବରିଷ୍ଠ ଆଇନଜୀବୀ ତଥା ମଧୁସୂଦନ ଲ’ କଲେଜର ପୁର୍ବତନ ଛାତ୍ର ନେତା ସତ୍ୟ ମହାନ୍ତିଙ୍କ ସହିତ ଅନେକ ଆଇନଜୀବୀ ରାଜ୍ୟସଭା...

Read more

କାଳବୈଶାଖୀ ନେଇ ୱେଲୋ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ନେଇ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ୟ୍ୟନ୍ତ କାଳବୈଶାଖୀ ଲାଗିରହିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା । ଖାସ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହୁଛି ।...

Read more

ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ନୂଆଦିଲ୍ଲୀ:  ଓଭରସିଜ୍ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସାମ୍ ପିଟ୍ରୋଡା । ବର୍ଣ୍ଣବୈଷମ୍ୟ ଉପରେ ବୟାନ ଦେଇ ବିବାଦରେ ଫସିବା ପରେ ପିଟ୍ରୋଡା ପଦ ଛାଡିଛନ୍ତି । ଏ ନେଇ କଂଗ୍ରେସ ନେତା ଜୟରାମ ରମେଶ ସୂଚନା ଦେଇଛନ୍ତି ।...

Read more

ମା’ ଓ ଝିଅକୁ ହତ୍ୟା କରିବା ପରେ ବାପାର ଆତ୍ମହତ୍ୟା

ମା’ ଓ ଝିଅକୁ ହତ୍ୟା କରିବା ପରେ ବାପାର ଆତ୍ମହତ୍ୟା

ଭୁବନେଶ୍ବର: ସ୍ତ୍ରୀ ଓ ଝିଅକୁ ଫାୟାରିଂ କରି ହତ୍ୟା କରିବା ପରେ ନିଜକୁ ଗୁଳି ଗଲେ ବ୍ୟକ୍ତି।  ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବାଣୀପାହାଡ଼ ନିକଟରେ। ମୃତକ ହେଲେ ବାପା, ମାଆ ଓ ୧୨ ବର୍ଷୀୟ ଝିଅ ବୋଲି...

Read more

 ପ୍ରଶାନ୍ତ ଜଗଦ୍ଦେବ ବିରୋଧରେ ଅଭିଯୋଗ ଆଣିଲା ବିଜେଡି

 ପ୍ରଶାନ୍ତ ଜଗଦ୍ଦେବ ବିରୋଧରେ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ବିରୋଧରେ ଅଭିଯୋଗ ଆଣିଛି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦଳ ଦାବୀ କରିଛି। ସେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ...

Read more

ବିଜେଡ଼ିରେ ଯୋଗଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସ

ବିଜେଡ଼ିରେ ଯୋଗଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ଯୁବ ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ସୌମ୍ୟ...

Read more

ସତ୍ୟଭାମା ସାରସ୍ଵତ ଅନୁଷ୍ଠାନର ବାର୍ଷିକୋତ୍ସବ

ସତ୍ୟଭାମା ସାରସ୍ଵତ ଅନୁଷ୍ଠାନର ବାର୍ଷିକୋତ୍ସବ

ସତ୍ୟବାଦୀ (ଭିଓଭି): ସତ୍ୟବାଦୀର ପ୍ରସିଦ୍ଧ ଶୈବକ୍ଷେତ୍ର ବରାଳ ନିବାସୀ ପ୍ରଥିତଯଶା ପାଲା ଗାୟକ, ଗବେଷକ ତଥା ସାହିତ୍ୟିକ ଶ୍ରୀଯୁକ୍ତ ସଚ୍ଚିଦାନନ୍ଦ ମହାପାତ୍ରଙ୍କ ଧର୍ମପତ୍ନୀ ସ୍ଵର୍ଗୀୟା ସତ୍ୟଭାମା ମହାପାତ୍ରଙ୍କ ସ୍ମୃତିରେ ସ୍ଥାପିତ ସତ୍ୟଭାମା ସାରସ୍ଵତ ଅନୁଷ୍ଠାନର ୨ୟ ବାର୍ଷିକୋତ୍ସବ ଆଜି ଅନୁଷ୍ଠିତ ହୋଇଯାଇଅଛି।ସ୍ଵର୍ଗୀୟା...

Read more

ସାରଙ୍ଗଯୋଡ଼ି ସଙ୍କୀର୍ତ୍ତନ ଓ ଲୋକସଂସ୍କୃତି ମହୋତ୍ସବ -୨୦୨୪

ସାରଙ୍ଗଯୋଡ଼ି ସଙ୍କୀର୍ତ୍ତନ ଓ ଲୋକସଂସ୍କୃତି ମହୋତ୍ସବ -୨୦୨୪

ସତ୍ୟବାଦୀ( ଦୁର୍ଗେଶ ମିଶ୍ର): ଲୋକକଳାଗ୍ରାମ ସାରଙ୍ଗଯୋଡିର ଦୁଇ ପ୍ରମୁଖ ସାଂସ୍କୃତିକ ଅନୁଷ୍ଠାନ ମା କ୍ଷେତ୍ରପାଳୀ ମୃଦଙ୍ଗ ବାଦ୍ୟନୃତ୍ୟ ପରିଷଦ ଓ କୈଳାସ ଗୋଟିପୁଅ ଓଡିଶୀ ନୃତ୍ୟ ପରିଷଦଙ୍କ ଆୟୋଜନରେ ସାରଙ୍ଗଯୋଡି ଦୋଳ ମେଳଣର ୨ୟ ଦିବସରେ ସାରଙ୍ଗଯୋଡି ସଂକୀର୍ତ୍ତନ ଓ ଲୋକସଂସ୍କୃତି...

Read more

ନବରଙ୍ଗପୁରରୁ ୨ ରୁବେଲା ରୋଗୀ ଚିହ୍ନଟ

ନବରଙ୍ଗପୁରରୁ ୨ ରୁବେଲା ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନା ଭୟ ଯାଉ ଯାଉ ଆସିଲା ରୁବେଲା ରୋଗ ଭୟ । ଆଜି ନବରଙ୍ଗପୁରରୁ ୨ ଜଣ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଥିବା ଜଣାଯାଇଛି । ୨ ଆକ୍ରାନ୍ତ ଚିହ୍ନଟ ନେଇ ନବରଙ୍ଗପୁର ସିଡିଏମଓ ସୂଚନା ଦେଇଛନ୍ତି । ...

Read more
Page 614 of 717 1 613 614 615 717

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.