ମୁଖ୍ୟ ଖବର

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ସୁଷମା ଅନ୍ଧାରେ

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ସୁଷମା ଅନ୍ଧାରେ

ନୂଆଦିଲ୍ଲୀ: ଶିବସେନା (ଉଦ୍ଧବ ଦଳ) ନେତା ସୁଷମା ଅନ୍ଧାରେଙ୍କ ପାଇଁ ଆସିଥିବା ହେଲିକପ୍ଟରଟି ମହାରାଷ୍ଟ୍ରର ମହାଡ ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୁଷମା ଅନ୍ଧାରେ ହେଲିକପ୍ଟରରେ ବସିବା ପୂର୍ବରୁ ହେଲିକପ୍ଟରଟି ଖସିପଡିଥିଲା। ପାଇଲଟମାନେ ସୁରକ୍ଷିତ ଥିବା କୁହାଯାଉଛି। ହେଲିକପ୍ଟର ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ...

Read more

ନାମାଙ୍କନ ପତ୍ର ଦାଖଲ କଲେ ଭର୍ତ୍ତୃହରି ମହତାବ

ନାମାଙ୍କନ ପତ୍ର ଦାଖଲ କଲେ ଭର୍ତ୍ତୃହରି ମହତାବ

ଭୁବନେଶ୍ବର: କଟକ ବିଜେପିର ଲୋକସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି ଭର୍ତ୍ତୃହରି ଆଜି କଟକ ଜିଲାପାଳଙ୍କ କାର୍ୟ୍ୟାଳୟରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ତେବେ...

Read more

ବିଜେପିରୁ ଟିକେଟ ନ ମିଳିବାରୁ ଏବେ ସ୍ବାଧୀନ ଭାବେ ଲଢିବେ ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକ

ବିଜେପିରୁ ଟିକେଟ ନ ମିଳିବାରୁ ଏବେ ସ୍ବାଧୀନ ଭାବେ ଲଢିବେ ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକ

ଭୁବନେଶ୍ବର: ଗତକାଲି ବିଜେପି ତରଫରୁ ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକାରେ ବରୀରୁ ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକଙ୍କ ନାମ ନାହିଁ। ତାଙ୍କ ବଦଳରେ ଦଳ ଉମେଶ ଚନ୍ଦ୍ର ଜେନାଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ ଉତକ୍ଷିପ୍ତ ହୋଇପଡିଛନ୍ତି ଦେବାଶୀଷ ନାୟକ। ସେ...

Read more

ସିପିଆଇ ନେତା ଅତୁଲ ଅଞ୍ଜାନଙ୍କ ଦେହାନ୍ତ

ସିପିଆଇ ନେତା ଅତୁଲ ଅଞ୍ଜାନଙ୍କ ଦେହାନ୍ତ

ନୂଆଦିଲ୍ଲୀ: କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଦେହାନ୍ତ ହୋଇଛି। ଗତ ଏକ ମାସ ଧରି ଗୋମତୀନଗରର ଏକ ହସ୍ପିଟାଲରେ ଅତୁଲ କୁମାର ଅଞ୍ଜାନ (୬୯) କର୍କଟ ରୋଗ ସହ ଲଢୁଥିଲେ। ୧୯୭୭ ମସିହାରେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ...

Read more

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ

ଭୁବନେଶ୍ୱର: ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ୟ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪ ପର୍ୟ୍ୟନ୍ତ ସେ ବିଜେଡିର ରାଜ୍ୟ ସଭା ସଦସ୍ୟ ଭାବେ ସେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିଲେ। ରବି...

Read more

ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ

ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଦିଗରୁ ହେଉଥିବା ବାୟୁ ପ୍ରବାହରେ ପରିବର୍ତ୍ତନ ଯୋଗୁଁ ଓଡିଶାର ଉପକୂଳ ଅଂଚଳରେ ପ୍ରବଳ ଗ୍ରୀଷ୍ମ ଉତାପ ହ୍ରାସ ପାଇଛି। ଏଥିପାଇଁ ମେ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା କମ୍ ରହିଥିବା...

Read more
Page 619 of 717 1 618 619 620 717

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.