ମୁଖ୍ୟ ଖବର

ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

ଗୌହାଟି: ଐତିହାସିକ ବିଜୟ ପରେ ହିମନ୍ତ ବିଶ୍ୱ ଶର୍ମା ଦ୍ୱିତୀୟ କ୍ରମାଗତ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମଙ୍ଗଳବାର ଗୈାହୀଟିର ଖାନାପାରା ସ୍ଥିତ ପଶୁ ଚିକିତ୍ସା ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ଏକ ଭବ୍ୟ ସମାରୋହରେ ସେ...

Read more

ମୌସୁମୀ ପାଇଁ ପାଗ ଅନୁକୂଳ, ସପ୍ତାହ ଶେଷ ସୁଦ୍ଧା ଛୁଇଁବ ଦକ୍ଷିଣ ବଙ୍ଗୋପସାଗର

ଏଥର ଆଗୁଆ ଆସିବ ମୌସୁମୀ, ମେ’ ୧୩ ତାରିଖରେ ଦକ୍ଷିଣ ଆଣ୍ଡାମାନ ଛୁଇଁବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର: ରାଜ୍ୟରେ ଏବେ ଅସମ୍ଭାଳ ତାତି। ପ୍ରବଳ ଖରା ଓ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଲେଣି। ହେଲେ ଏହାରି ଭିତରେ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ଏବେ ବାତାବରଣ ସମ୍ପୂର୍ଣ୍ଣ ଅନୁକୂଳ...

Read more

ଓଡ଼ିଶା ଆସିବେ ନୀତିନ ନବୀନ

ଓଡ଼ିଶା ଆସିବେ ନୀତିନ ନବୀନ

ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ନୀତିନ ନବୀନ। ଖୁବ୍‌ଶୀଘ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୧୮ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିବେ। ରାଜ୍ୟ ମୁଖ୍ୟାଳୟରେ ଜିଲ୍ଳାସ୍ତରୀୟ...

Read more

ବାଲିଅନ୍ତା ହତ୍ୟା ମାମଲାରେ ଆଉ ଜଣେ ଗିରଫ, ୧୨ରେ ପହଞ୍ଚିଲା ଗିରଫଦାରୀ

ବାଲିଅନ୍ତା ହତ୍ୟା ମାମଲାରେ ଆଉ ଜଣେ ଗିରଫ, ୧୨ରେ ପହଞ୍ଚିଲା ଗିରଫଦାରୀ

ଭୁବନେଶ୍ୱର: ବାଲିଅନ୍ତାରେ GRP କନେଷ୍ଟବଳ ସୌମ୍ୟ ରଞ୍ଜନ ହତ୍ୟା ମାମଲାରେ ଆଉ ଜଣେ ଗିରଫ। ତଦନ୍ତ ଦାୟିତ୍ବ ନେବା ପରେ କ୍ରାଇମବ୍ରାଞ୍ଚ ଜଣଙ୍କୁ ଗିରଫ କରିଛି। ଜଣେ ବ୍ୟକ୍ତିକୁ ଗିରଫ କରିବା ପରେ ୧୨ରେ ପହଞ୍ଚିଲା ଗିରଫଦାରୀ ସଂଖ୍ୟା। ଅନ୍ୟ ଅଭିଯୁକ୍ତମାନଙ୍କୁ...

Read more

NEET (UG) ୨୦୨୬ ପରୀକ୍ଷା ବାତିଲ, ଆଉ ଥରେ ହେବ ପରୀକ୍ଷା

NEET (UG) ୨୦୨୬ ପରୀକ୍ଷା ବାତିଲ, ଆଉ ଥରେ ହେବ ପରୀକ୍ଷା

ନୂଆଦିଲ୍ଲୀ : ଭାରତ ସରକାରଙ୍କ ଅନୁମୋଦନ କ୍ରମେ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ୩ ମଇ, ୨୦୨୬ ରେ ଅନୁଷ୍ଠିତ NEET (UG) ୨୦୨୬ ପରୀକ୍ଷାକୁ ବାତିଲ କରିଛି। ଏହା ବ୍ୟତୀତ ଭାରତ ସରକାର ଏହି ଘଟଣା ସମ୍ବନ୍ଧୀୟ ଅଭିଯୋଗଗୁଡ଼ିକର ତଦନ୍ତକୁ ସହଜ କରିବା...

Read more

ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ

ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ

ଭୁବନେଶ୍ୱର: ଆଧ୍ୟାତ୍ମିକ ଆକାଶରେ ହୋଇଛି ନୂଆ ସୂର୍ଯ୍ୟୋଦୟ। ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ। ସବୁ ମନ୍ଦିରର ହେବ ପୁନଃରୁଦ୍ଧାର। ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଏକାମ୍ର କ୍ଷେତ୍ରସ୍ଥ ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ‘ସୋମନାଥ ସ୍ୱାଭିମାନ...

Read more

ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା

ଦେଶରେ ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ଜାତୀୟ ଜନଗଣନା କାର୍ଯ୍ୟରେ ଓଡ଼ିଶା ଏକ ବଡ଼ ସଫଳତା ହାସଲ କରିଛି। ସମଗ୍ର ଦେଶରେ ଜନଗଣନା ପ୍ରକ୍ରିୟାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଥିବା ବେଳେ ଏପର୍ଯ୍ୟନ୍ତ ରାଜ୍ୟର ୯୦ ପ୍ରତିଶତରୁ ଅଧିକ ଘର ତାଲିକାକରଣ କାର୍ଯ୍ୟ ଶେଷ...

Read more

ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି

ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି

ଚେନ୍ନାଇ: ତାମିଲନାଡୁ ବିଧାନସଭା ନିର୍ବାଚନରେ AIADMKର ଲଜ୍ଜାଜନକ ପରାଜୟ ପରେ ଦଳ ମଧ୍ୟରେ ଅଶାନ୍ତି। ଦଳର ମୁଖ୍ୟ ଏଡାପ୍ପାଡି କେ. ପଲାନିସ୍ୱାମୀଙ୍କୁ ପଦ ଛାଡିବାକୁ ଦାବି କଲେଣି ବିଧାୟକଙ୍କର ଏକ ଗୋଷ୍ଠୀ। ଦଳ ଭିତରେ ଅସନ୍ତୋଷ। ଉପର ମହଲରୁ ବଢ଼ୁଥିବା ଚାପ...

Read more

ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ

ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସରେ ଚୀନ ଗସ୍ତ କରିବେ, ଯେଉଁଠାରେ ସେ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ କରିବେ। ଚୀନ୍ ବୈଦେଶିକ ମନ୍ତ୍ରଣାଳୟର ଜଣେ ମୁଖପାତ୍ର ଏହା ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି। ଟ୍ରମ୍ପ ୧୩ ମଇରୁ...

Read more

ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

ସିକନ୍ଦରାବାଦ: ନରେନ୍ଦ୍ର ମୋଦୀ ତେଲେଙ୍ଗାନା ଓ କର୍ଣ୍ଣାଟକ ଗସ୍ତରେ ଯାଇଥିଲେ । ଏହି ଅବସରରେ ତେଲେଙ୍ଗାନାକୁ ୯ ହଜାର ୩ ୭୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି । ଗସ୍ତ ଅବସରରେ ସିକନ୍ଦରାବାଦଠାରେ ଆୟୋଜିତ ଜନସଭାକୁ ସମ୍ୱୋଧିତ କରି ଦେଶବାସୀଙ୍କୁ...

Read more
Page 65 of 730 1 64 65 66 730

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.