ମୁଖ୍ୟ ଖବର

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ ଅନୁରୋଧ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ ଅନୁରୋଧ

ଭୁବନେଶ୍ୱର : ଏନ୍ ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ...

Read more

ରିଲ୍ସ ହେଲା କାଳ, ବ୍ଲୁ ଲେକ୍ ରେ ୨ ଛାତ୍ର ନିଖୋଜ

ରିଲ୍ସ ହେଲା କାଳ, ବ୍ଲୁ ଲେକ୍ ରେ ୨ ଛାତ୍ର ନିଖୋଜ

ବାଲେଶ୍ଵର (ଭିଓଭି) ୨୩/୮ : - ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଧୀନ ମିତ୍ରପୁରର ବ୍ଲୁ ଲେକରେ ୨ ଛାତ୍ର ରିଲ୍ସ କରୁଥିବା ସମୟରେ ଗଭୀର ପାଣିରେ ବୁଡ଼ି ନିଖୋଜ ହୋଇଥିଲେ । ସୂଚନା ଅନୁଯାୟୀ କେନ୍ଦୁଝର, ବାରିପଦା ଏବଂ ଭଦ୍ରକ...

Read more

ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା

ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା

କଟକ: ପିଆଜ ଦର ଆକାଶ ଛୁଆଁ । କଟକ ଛତ୍ର ବଜାର ପରିବା ମାର୍କେଟରେ ପିଆଜ କେଜି ରହିଛି ୫୦ଟଙ୍କା । ୩ କେଜିକୁ ୧୪୦ ଟଙ୍କା ରହିଛି। କିଛି ଦିନ ତଳେ ପିଆଜ ୩୫ ଟଙ୍କା ରହିଥିଲା । ହଠାତ ପିଆଜ...

Read more

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୭ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ପଛକୁ ପଛ ଲଘୁଚାପ । ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲୋ ପ୍ରେସର। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତସଂଲଗ୍ନ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ...

Read more

ପାର୍ବଣ ପୂର୍ବରୁ ମହଙ୍ଗା ହେଲା ଚିନି, ଖାଉଟିଙ୍କ ଚିନ୍ତା ବଢ଼ାଇଲା ଦରବୃଦ୍ଧି

ପାର୍ବଣ ପୂର୍ବରୁ ମହଙ୍ଗା ହେଲା ଚିନି, ଖାଉଟିଙ୍କ ଚିନ୍ତା ବଢ଼ାଇଲା ଦରବୃଦ୍ଧି

ନୂଆଦିଲ୍ଳୀ: ଦେଶରେ ଚିନି ଦରରେ ନିଆଁ । ମାସକରେ କିଲୋ ପିଛା ୭ ଟଙ୍କାରୁ ଅଧିକ ବୃଦ୍ଧି, ପାର୍ବଣ ପୂର୍ବରୁ ଖାଉଟିଙ୍କ ଚିନ୍ତା ବଢ଼ିଲା । ପାର୍ବଣ ଋତୁ ପୂର୍ବରୁ ଦେଶରେ ଚିନି ଦରରେ ଅସ୍ୱାଭାବିକ ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇଛି ।...

Read more

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଭାରତକୁ ସରକାରୀ ଗସ୍ତରେ ଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ସିଞ୍ଜିରୋ କୋଇଜୁମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଜୁଲାଇ ୨୦୨୬ରେ ଷୋଡ଼ଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଭାରତ ଗସ୍ତରେ ଆସିଥିବା ସମୟରେ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କ ସହ...

Read more

ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ

ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ

ଜୟପୁର : ରାଜସ୍ଥାନର ଜୟପୁରରେ CJP କର୍ମୀଙ୍କୁ ଆକ୍ରମଣ କରିଛନ୍ତି ଗ୍ରାମବାସୀ । CJP କର୍ମୀଙ୍କୁ ଠେଲାପେଲା କରିବା ସହ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ ଗ୍ରାମବାସୀ । ରାଜସ୍ଥାନ ଜୟପୁରର ରାମପୁରା କନୱରପୁରାଠାରେ ଥିବା ଏକ ସରକାରୀ ସ୍କୁଲ ପରିଦର୍ଶନ ସମୟରେ କୋକ୍ରୋଚ୍...

Read more

ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି, ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ

ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି, ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ

ଭୁବନେଶ୍ୱର : ରାଜ୍ୟ ସରକାର ଜେଲ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ବାର୍ଷିକ ୟୁନିଫର୍ମ ଭତ୍ତା ଦୁଇ ଗୁଣ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି । ନିଷ୍ପତ୍ତି ଅନୁଯାୟୀ,...

Read more

ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ

ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା...

Read more

ସପ୍ତାହେ ପ୍ରବଳ ବର୍ଷିବ, ୨୭ ତାରିଖ ଯାଏ ଭିଜିବ ରାଜ୍ୟ

ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର  : ସପ୍ତାହେ ପ୍ରବଳ ବର୍ଷିବ । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।...

Read more
Page 7 of 731 1 6 7 8 731

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.