ଦେଶ ବିଦେଶ

ପରଲୋକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାର, ବିମାନ ଦୁର୍ଘଟଣାରେ ମୃତ୍ୟୁ

ପରଲୋକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାର, ବିମାନ ଦୁର୍ଘଟଣାରେ ମୃତ୍ୟୁ

ଜାତୀୟ ରାଜନୀତିରୁ ଆସୁଛି ଏକ ଦୁଃଖଦ ଖବର। ଆଉ ମହାନ୍ତି ବରିଷ୍ଠ ରାଜନେତା ଅଜିତ୍ ପାୱାର। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ସମ୍ବାଦ ସରବରାହ ସଂସ୍ଥା ପିଟିଆଇ ଏହା ରିପୋର୍ଟ କରିଛି। ଅଜିତ ପାୱାରଙ୍କ...

Read more

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ, ଶସ୍ତା ହେବ ଏସବୁ ଜିନିଷ

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ, ଶସ୍ତା ହେବ ଏସବୁ ଜିନିଷ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ ଚୁକ୍ତିନାମା ପାଇଁ ଆଲୋଚନା ଶେଷରେ ସଫଳ...

Read more

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ , ପ୍ରଦର୍ଶିତ ହେଲା ପଟଚିତ୍ର ଓ ତାରକଶୀ କାମ

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ , ପ୍ରଦର୍ଶିତ ହେଲା ପଟଚିତ୍ର ଓ ତାରକଶୀ କାମ

ପରମ୍ପରାରୁ ପ୍ରଯୁକ୍ତିବିଦ୍ୟା । ନୂତନତ୍ବକୁ ନେଇ ପ୍ରଗତି । ଏହି ବାର୍ତ୍ତା ନେଇ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଥିମ ଥିଲା ସଏଲ ଟୁ ସିଲିକନ, ରୁଟେଡ୍ ଇନ୍ ଟ୍ରାଡିସନ। ଆତ୍ମନିର୍ଭର ଭାରତରେ ଓଡ଼ିଶାର ଯୋଗଦାନକୁ ପ୍ରଦର୍ଶିତ...

Read more

କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ...

Read more

ରିଙ୍ଗ ରୋଡ୍ ନିର୍ମାଣ ସମୟରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ ଓ ଦୁଇ ଆହତ

ରିଙ୍ଗ ରୋଡ୍ ନିର୍ମାଣ ସମୟରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ ଓ ଦୁଇ ଆହତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଜବଲପୁରରୁ ଆସିଛି ଏକ ବଡ଼ ଖବର । ରିଙ୍ଗ ରୋଡ୍ ନିର୍ମାଣ ସମୟରେ ଏଠାରେ ଏକ ବଡ଼ ଦୁର୍ଘଟଣା ଘଟିଛି । ରିଙ୍ଗ ରୋଡ୍ ନିର୍ମାଣାଧୀନ ବ୍ରିଜର ପିଲର ସେଣ୍ଟ୍ରିଂ ଭୁଶୁଡ଼ି ପଡ଼ିବା ଯୋଗୁଁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି...

Read more

ମହାକାଶଚାରୀ ତଥା ବାୟୁସେନାର ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ର ପ୍ରଦାନ

ମହାକାଶଚାରୀ ତଥା ବାୟୁସେନାର ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ର ପ୍ରଦାନ

ନୂଆଦିଲ୍ଲୀ : ମହାକାଶଚାରୀ ତଥା ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ରରେ ସମ୍ମାନିତ କରାଯାଇଛି । ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ ଯାତ୍ରା ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି ।  ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଶ୍ରୀମତୀ...

Read more

କାନାଡାକୁ ଡୋନାଲ୍ଡ ଟ୍ରମ୍ପଙ୍କ ଧମକ, ଚୀନ୍ ସହ କୌଣସି ଡ଼ିଲ କଲେ ଲାଗୁ ହେବ ୧୦୦% ଟାରିଫ

ତାଲିବାନକୁ କ୍ଷମା କରିଦେବ ଆମେରିକା !

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାକୁ ବଡ଼ ଗୁରୁତ୍ୱପୂର୍ଣ୍ଣ ଧମକ ଦେଇଛନ୍ତି । ସେ କହିଛନ୍ତି ଯେ ଯଦି କାନାଡା ଚୀନ୍ ସହିତ କୌଣସି ପ୍ରକାରର ବାଣିଜ୍ୟ ଚୁକ୍ତି ସ୍ୱାକ୍ଷର କରେ, ତେବେ ଆମେରିକା କାନାଡା ଉପରେ ୧୦୦% ଟାରିଫ ଲାଗୁ...

Read more

କମୁନି ବାଂଲାଦେଶୀଙ୍କ ଉତ୍ପାତ, ପୁଣି ହିନ୍ଦୁ ଯୁବକଙ୍କ ଉପରେ କଲେ ଆକ୍ରମଣ

କମୁନି ବାଂଲାଦେଶୀଙ୍କ ଉତ୍ପାତ, ପୁଣି ହିନ୍ଦୁ ଯୁବକଙ୍କ ଉପରେ କଲେ ଆକ୍ରମଣ

ବାଂଲାଦେଶ : ପୁଣି ଆଉ ଜଣେ ହିନ୍ଦୁଙ୍କ ଉପରେ ବାଂଲାଦେଶ ଆକ୍ରମଣ କରିଛି । ଏପରି ଘୃଣ୍ୟ ଅତ୍ୟାଚାର ନରସିଙ୍ଗଡି ଜିଲ୍ଲାରେ ଦେଖିବାକୁ ମିଳିଛି । ଜଣେ ୨୩ ବର୍ଷୀୟ ଯୁବକ ଏହି ଆକ୍ରମଣ ଶୀକାର ହୋଇଥିବା ଜଣାପଡିଛି । ଯୁବକଙ୍କୁ ଜାଳି...

Read more

ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ ଚେତାବନୀ ଦେଲେ ହାଇକୋର୍ଟ, ପ୍ରଦୂଷଣ କମ୍ ନ କଲେ ଦରମା ବନ୍ଦ

ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ ଚେତାବନୀ ଦେଲେ ହାଇକୋର୍ଟ, ପ୍ରଦୂଷଣ କମ୍ ନ କଲେ ଦରମା ବନ୍ଦ

ମୁମ୍ବାଇ : ମୁମ୍ବାଇରେ ବାୟୁ ପ୍ରଦୂଷଣ ବୃଦ୍ଧିକୁ ନେଇ ବମ୍ବେ ହାଇକୋର୍ଟ ମୁମ୍ବାଇ ଏବଂ ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ କଠୋର ଚେତାବନୀ ଦେଇଛନ୍ତି । ଯଦି ଅଧିକାରୀମାନେ ପ୍ରଦୂଷଣ କମ୍ କରିବା ଲାଗି ଉଦ୍ଦିଷ୍ଟ ଆଦେଶ ପାଳନ ନ...

Read more
Page 15 of 231 1 14 15 16 231

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.